ଅବସରପ୍ରାପ୍ତ ଶିକ୍ଷକଙ୍କ ପରଲୋକ, ଅଞ୍ଚଳରେ ଆଦର୍ଶ ଶିକ୍ଷକ ଭାବେ ସେ…

ବେଲପଡ଼ା,୯ା୩(ମନୋଜ କୁମାର ମିଶ୍ର): ଅବସରପ୍ରାପ୍ତ ଶିକ୍ଷକ ଯଜ୍ଞେଶ୍ୱର ପାଣିଗ୍ରାହୀଙ୍କ ବଲାଙ୍ଗୀର ସହରର ପ୍ୟାଲେସ୍‌ ଲାଇନସ୍ଥିତ ବାସଭବନଠାରେ ୭ ତାରିଖ ଶନିବାର ରାତିରେ ପରଲୋକ ହୋଇଯାଇଛି। ଗତ ଦୁଇ ମାସ ହେଲା ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ରହିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ହୋଇଥିଲା। ମୃତ୍ୟୁ ଶଯ୍ୟା ନିକଟରେ ପୁଅ ସନ୍ତୋଷ ଓ ପୁତ୍ରବଧୂ ସ୍ମିତା,ଝିଅ ପଲ୍ଲବିନୀ, ସ୍ନେହାସିନୀ, ସନ୍ତୋଷିନୀ, ନାତୁଣୀ ରୁଚି, ନାତି ଅପ୍ରମିତ, ରାହୁଲ, କୁନମୁନ, ଓମ୍‌, ସୋମ୍‌, ଅନିକେତ, ଜ୍ବାଇଁ ଗୋପାଲଜୀ ପାଣିଗ୍ରାହୀ,ବିଜୟ ମିଶ୍ର, ମନୋଜ ମିଶ୍ର ଓ ଆତ୍ମୀୟ ସ୍ବଜନ ଉପସ୍ଥିତ ରହିଥିଲେ। ମୃତ୍ୟୁ ଖବର ଜାଣିବା ପରେ ବଲାଙ୍ଗୀର ସହରର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସମେତ ପୌରାଧ୍ୟକ୍ଷା ଲିକା ସାହୁ ଶେଷ ଦର୍ଶନ କରିଥିଲେ। ସ୍ବର୍ଗତ ପାଣିଗ୍ରାହୀ ଜଣେ ଆଦର୍ଶ ଶିକ୍ଷକ ଭାବରେ ଚୁଡ଼ାପାଲି, ରାମପୁର, ସାଲେଭଟା, ବଲାଙ୍ଗୀର ଅଞ୍ଚଳରେ ଜଣାଶୁଣା ଥିଲେ। ତାଙ୍କ ମୃତ୍ୟୁରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଆର୍‌ଟିଓ ଅଫିସ ନିକଟ ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ପୁଅ ସନ୍ତୋଷ ପାଣିଗ୍ରାହୀ ମୁଖାଗ୍ନି ଦେଇଥିଲେ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?