ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି, ରାଜ୍ୟର ୬୩୮୭ ଶିକ୍ଷକ ପାଇବେ…

ଭୁବନେଶ୍ୱର,୨ା୮: ଅବସର ଗ୍ରହଣ କରିଥିବା ଶିକ୍ଷକମାନଙ୍କୁ ଅତିଥି ଶିକ୍ଷକ ଭାବେ ନିଯୁକ୍ତି ମିଳିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଚିଠି କରାଯାଇଛି। ଅନୁଦାନପ୍ରାପ୍ତ ହାଇସ୍କୁଲ ଏବଂ ବ୍ଲକ୍‌ଗ୍ରାଣ୍ଡ ସ୍କୁଲରେ ଏହି ଶିକ୍ଷକମାନଙ୍କୁ ନିଯୁକ୍ତି ମିଳିବ। ସେହିପରି ସଂସ୍କୃତ ଟୋଲ୍‌ ସ୍କୁଲରେ ଅତିଥି ଶିକ୍ଷକମାନେ ମଧ୍ୟ ନିଯୁକ୍ତି ପାଇବେ। ଏହି ଆଧାରରେ ଅବସରଗ୍ରହଣ କରିଥିବା ୬୩୮୭ ଶିକ୍ଷକଙ୍କୁ ଅତିଥି ଶିକ୍ଷକ ଭାବେ ନିଯୁକ୍ତି ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ

ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

୧୯ ବର୍ଷରୁ କମ ବିଶ୍ବକପ୍‌: ଦଶମ ଥର ଫାଇନାଲରେ ଭାରତ, ଜାଣନ୍ତୁ କେଉଁଠି ଦେଖିବେ

ନୂଆଦିଲ୍ଲୀ,୪ା୨: ଆଇସିସି ୧୯ ବର୍ଷରୁ କମ ବିଶ୍ବକପ୍‌ରେ ଭାରତର ଦବଦବା ଜାରି ରହିଛି। ବୁଧବାର ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲରେ ଭାରତୀୟ ଦଳ ଆଫଗାନିସ୍ତାନକୁ ୭ ୱିକେଟରେ ପରାସ୍ତ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri