Posted inଜାତୀୟ

ଡାକ୍ତରଙ୍କ ଅବସର ଗ୍ରହଣ ବୟସ ୭୦ ବର୍ଷକୁ ବୃଦ୍ଧି, ମୁଖ୍ୟମନ୍ତ୍ରୀ କଲେ ଘୋଷଣା…

ଗୁଆହାଟୀ, ୨୦।୮ : ଆସାମ ସରକାର ରାଜ୍ୟର ସରକାରୀ ମେଡିକାଲ କଲେଜଗୁଡ଼ିକରେ ଡାକ୍ତରଙ୍କ ଅବସର ବୟସକୁ ୭୦ବର୍ଷକୁ ବୃଦ୍ଧି କରିଛନ୍ତି। ଡାକ୍ତରଙ୍କ ଅବସର ବୟସ ବଢ଼ାଇବାକୁ ରାଜ୍ୟର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମାଙ୍କ ସରକାର ଏକ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନେଇଛନ୍ତି।

ଏକାଡେମିକ ଏବଂ ଡାକ୍ତରୀ ସେବା ପାଇଁ ଅଭିଜ୍ଞ ଡାକ୍ତରଙ୍କ ଉପଲବ୍ଧତା ବୃଦ୍ଧି କରିବାକୁ ସରକାରୀ ମେଡିକାଲ କଲେଜଗୁଡ଼ିକର ଅଧ୍ୟାପକଙ୍କ ଅବସର ବୟସ ୬୫ ରୁ ୭୦ ବର୍ଷକୁ ବୃଦ୍ଧି କରାଯିବ ବୋଲି ଏକ ବିବୃତ୍ତିରେ କୁହାଯାଇଛି।

ଆସାମ ମନ୍ତ୍ରୀ ପୀୟୁଷ ହଜାରିକା କହିଛନ୍ତି ଯେ ରାଜ୍ୟରେ ମେଡିକାଲ କଲେଜ ସଂଖ୍ୟା ବୃଦ୍ଧି ପାଇଛି, କିନ୍ତୁ ଅଭିଜ୍ଞ ଡାକ୍ତରଙ୍କ ସଂଖ୍ୟା କମ ରହିଛି। ତେଣୁ ଏହି ଅଭାବକୁ ପୂରଣ କରିବା ପାଇଁ ସରକାରୀ ମେଡିକାଲ କଲେଜଗୁଡ଼ିକରେ ଅଧ୍ୟାପକା ଥିବା ଡାକ୍ତରଙ୍କ ଅବସର ବୟସ ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିବାରର ପ୍ରତ୍ୟାଖ୍ୟାନ ପରେ କରୋନା ମୃତକଙ୍କ ସଂସ୍କାର କରୁଛି ୟୁଥ ଓ୍ବେଲ ଫେୟାର ଏନ୍‌ଜିଓ

ହାଇଦ୍ରାବାଦ,୧୭।୮: ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫୦ ହଜାର ଛୁଇଁଥିବା ବେଳେ ଏବେ ଏହା ବେଳକୁ ବେଳ ଉଗ୍ର ରୂପ ଧାରଣ କରିବାକୁ ଯାଉଛି। ତେବେ...

କୋଭିଡ-୧୯: ଏସିପି ଅନିଲ କୋହଲିଙ୍କ ପରଲୋକ

ଚଣ୍ଡିଗଡ଼,୧୮।୪: ପଞ୍ଜାବରେ ବେଳକୁ ବେଳ କରୋନା ଭାଇରସ ସଂକ୍ରମଣ ବଢିବାରେ ଲାଗିଛି। ଶନିବାର ଲୁଧିଆନାର ଆସିଷ୍ଟାଣ୍ଡ କମିଶନର ଅଫ୍‌ ପୋଲିସ ଅନିଲ କୋହଲିଙ୍କର କରୋନା ସଂକ୍ରମଣରେ...

ନନ୍ଦିଗ୍ରାମରେ ଚଣ୍ଡୀପାଠ

କୋଲକାତା,୧୦ା୩: ମୁଁ ମଧ୍ୟ ଜଣେ ହିନ୍ଦୁ। ମୁଁ ପ୍ରତିଦିନ ଚଣ୍ଡୀପାଠ କରେ ବୋଲି ମଙ୍ଗଳବାର ଭାଜପାକୁ ବିଭାଜନବାଦୀ ରାଜନୀତି ନ କରିବାକୁ ଚେତାବନୀ ଦେଇଛନ୍ତି ତୃଣମୂଳ...

୨୦ ହଜାର ଟପିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ,୧୫।୭: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦,୦୩୮...

ମିଳିଲା ଲ୍ୟାଣ୍ଡର ‘ବିକ୍ରମ’ର ସନ୍ଧାନ: ଶିବନ

ନୂଆଦିଲ୍ଲୀ,୮।୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋର) ମୁଖ୍ୟ କେ. ଶିବନ ଭାରତ ପାଇଁ ଏକ ଖୁସି ଖବର ଦେଇଛନ୍ତି। ରବିବାର ଲ୍ୟାଣ୍ଡର ‘ବିକ୍ରମ’ର ସନ୍ଧାନ...

ଜାହାଙ୍ଗୀରପୁରୀ ହିଂସା: ମୁଖ୍ୟ ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ,୧୮।୪: ରାଜଧାନୀ ଦିଲ୍ଲୀ ଜାହାଙ୍ଗୀରପୁରୀରେ ହନୁମାନ ଜୟନ୍ତୀ ଅବସରରେ ଘଟିଥିବା ହିଂସା ଘଟଣାରେ ମୁଖ୍ୟ ଅଭିଯୁକ୍ତ ସୋନୁ ଶେଖ୍‌ ଗିରଫ। ଦିଲ୍ଲୀ ପୋଲିସର ସ୍ପେଶାଲ ଷ୍ଟାଫ୍‌...

ମୁଖ୍ୟମନ୍ତ୍ରୀ ଷ୍ଟାଲିନ୍‌ ହସ୍ପିଟାଲରେ ଭର୍ତ୍ତି…

ଚେନ୍ନାଇ,୧୪।୭ : ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ.ଷ୍ଟାଲିନ୍‌ଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜୁଲାଇ ୧୨ରେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କର ନମୁନା ରିପୋର୍ଟ କରୋନା ପଜିଟିଭ୍‌...

ରାଜ୍ୟପାଳ ପୁରସ୍କାରପ୍ରାପ୍ତ ପ୍ରଧାନ ଶିକ୍ଷକ କଶ୍ମୀରକୁ କହିଲେ ନାଗାଲାଣ୍ଡର ରାଜଧାନୀ !

ଲକ୍ଷ୍ନୌ,୨୮।୧୧: ଉତ୍ତରପ୍ରଦେଶରେ ରାଜ୍ୟପାଳ ପୁରସ୍କାରପ୍ରାପ୍ତ ଜଣେ ପ୍ରଧାନ ଶିକ୍ଷକ କଶ୍ମୀରକୁ ନାଗାଲାଣ୍ଡ ରାଜଧାନୀ କହି ହଟହଟା ହୋଇଛନ୍ତି। ପ୍ରତାପଗଡ଼ର ଡିଏମ୍‌ ମାର୍କେଣ୍ଡେୟ ଶାହି ସ୍ଥାନୀୟ କୁଣ୍ଡା...

Advertisement
Archives

Model This Week