‘ଅବସରକାଳୀନ ନିରାମୟ ଜୀବନ କାମନା’…ଦିଗପହଣ୍ଡିରେ ୪ ଶିକ୍ଷକ,ଜଣେ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୧।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ୪ ଅବସରପ୍ରାପ୍ତ ଶିକ୍ଷକ ଏବଂ କାର୍ଯ୍ୟାଳୟର ଜଣେ କର୍ମଚାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶ ସେଠୀ ମୁଖ୍ୟଅତିଥି ଏବଂ ସହ ଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀ, ବିଶ୍ରବା ପାଇକ,ରସାନନ୍ଦ ଘଡେଇ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସମସ୍ତଙ୍କୁ ପେନସନ ଚିଠା ପ୍ରଦାନ କରିଥିଲେ। ଚାକିରିରୁ ଅବସର ଗ୍ରହଣ କରିଥିବା ଦାମୋଦରପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ସିମାଞ୍ଚଳ ପ୍ରଧାନ,ଶ୍ୟାମସୁନ୍ଦରପୁର ପଲ୍ଲୀ ବିଦ୍ୟାଳୟର ଶିକ୍ଷକ ବିନୋଦ କୁମାର ମହାଙ୍କୁଡ଼,ଏସ. ଟିକରପଡ଼ା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ପ୍ରଫୁଲ୍ଲ କୁମାର ସ୍ବାଇଁ, ନରେନ୍ଦ୍ରବାଲି ଗ୍ରାମ ବିଦ୍ୟାଳୟର ଶିକ୍ଷକ ବିଧୁଶେଖର ଦୀକ୍ଷିତ ଏବଂ ଗୋଷ୍ଠୀ ଶିକ୍ଷାଧିକାରୀ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀ ପ୍ରଫୁଲ୍ଲ କୁମାର ବେହେରାଙ୍କୁ ସଭାରେ ଉପସ୍ଥିତ ଏନପିଏସ ଶିକ୍ଷକ ସଂଘ ବ୍ଲକ ସଭାପତି ରାଜେନ୍ଦ୍ର କୁମାର ଗୌଡ଼,କାର୍ଯ୍ୟକର୍ତ୍ତା ବିଜୟ କୁମାର ପ୍ରଧାନ,ସୁଧାଂଶୁ ଶେଖର ପଣ୍ଡା, ଇ. ସିମାଦ୍ରୀ ପାତ୍ର, ଟୁକୁନା ଭୁଁୟା, ନରସିଂହ ପଣ୍ଡା, ପଦ୍ମନାଭ ପଟ୍ଟନାୟକ, ପ୍ରାଥମିକ ଶିକ୍ଷକ ସଂଘ ବ୍ଲକ ସଭାପତି ଇ.ଗଣେଶ ପାତ୍ର,ସମ୍ପାଦକ ସନ୍ତୋଷ କୁମାର ଗୌଡ଼, ଗୋଷ୍ଠୀ ଶିକ୍ଷାଧିକାରୀ ଙ୍କ କାର୍ଯ୍ୟାଳୟର ବରିଷ୍ଠ ସହାୟକ ଓମକାର ଦତ୍ତ ପଟ୍ଟନାୟକ,କେ.ଗୌତମ ଦୋରା ପ୍ରମୁଖ ସମ୍ବର୍ଦ୍ଧିତ କରିବା ସହ ସମସ୍ତଙ୍କ ଅବସରକାଳୀନ ନିରାମୟ ଜୀବନ କାମନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri