ମୁଖ୍ୟ କିରାଣୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ମୁଖ୍ୟ କିରାଣି ଦାମୋଦର ରଥ ଗତ ୩୧ ତାରିଖରେ ଅବସର ନେଇଛନ୍ତି। ଏନେଇ ମଙ୍ଗଳବାର ଅଣଶିକ୍ଷକ କର୍ମଚାରୀ ସଂଘ ପକ୍ଷରୁ ଦାମୋଦରଙ୍କୁ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ଆୟୋଜିତ ସଭାରେ କଲେଜ ଅଧ୍ୟକ୍ଷ ରାଜେନ୍ଦ୍ର ଦାସ ଅଧ୍ୟକ୍ଷତା କରିଥିଲେ। ପ୍ରଶାସନିକ ଅଧିକାରୀ ବିଭାସ ଦାସ ରଥଙ୍କ କର୍ମମୟ ଜୀବନ ସମ୍ପର୍କରେ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅବସରପ୍ରାପ୍ତ ପ୍ରାଧ୍ୟାପକ ବିଭୂତି ପାଣିଗ୍ରାହୀ, ଅଧ୍ୟାପକ ରଜନୀକାନ୍ତ ତ୍ରିପାଠୀ, ସୁନିଲ ଦାସ, ହରିଶ ଭଟ୍ଟର, ଲଳିତା ପ୍ରଧାନ, ପ୍ରଦୀପ ଖଣ୍ଡୁଆଳ, ମନୋଜ ପାଣିଗ୍ରାହୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri