ମୁଖ୍ୟ କିରାଣୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ମୁଖ୍ୟ କିରାଣି ଦାମୋଦର ରଥ ଗତ ୩୧ ତାରିଖରେ ଅବସର ନେଇଛନ୍ତି। ଏନେଇ ମଙ୍ଗଳବାର ଅଣଶିକ୍ଷକ କର୍ମଚାରୀ ସଂଘ ପକ୍ଷରୁ ଦାମୋଦରଙ୍କୁ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ଆୟୋଜିତ ସଭାରେ କଲେଜ ଅଧ୍ୟକ୍ଷ ରାଜେନ୍ଦ୍ର ଦାସ ଅଧ୍ୟକ୍ଷତା କରିଥିଲେ। ପ୍ରଶାସନିକ ଅଧିକାରୀ ବିଭାସ ଦାସ ରଥଙ୍କ କର୍ମମୟ ଜୀବନ ସମ୍ପର୍କରେ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅବସରପ୍ରାପ୍ତ ପ୍ରାଧ୍ୟାପକ ବିଭୂତି ପାଣିଗ୍ରାହୀ, ଅଧ୍ୟାପକ ରଜନୀକାନ୍ତ ତ୍ରିପାଠୀ, ସୁନିଲ ଦାସ, ହରିଶ ଭଟ୍ଟର, ଲଳିତା ପ୍ରଧାନ, ପ୍ରଦୀପ ଖଣ୍ଡୁଆଳ, ମନୋଜ ପାଣିଗ୍ରାହୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଥୁଆମୂଳ ରାମପୁରରେ ‘ୟୁଭିଏ’ର ସୌଜନ୍ୟମୂଳକ ସାକ୍ଷାତ: ଜେଏମ୍ଏଫ୍ସି ବିଚାରପତିଙ୍କ ସହ ସାମାଜିକ-ଆଇନଗତ ସମସ୍ୟା ଉପରେ…

ଥୁଆମୂଳ ରାମପୁର,୨୦।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଶିକ୍ଷାର ବିକାଶ, ସ୍କୁଲ ଡ୍ରପଆଉଟ୍ ସମସ୍ୟା, ସାମାଜିକ କୁସଂସ୍କାର ଏବଂ ସାଧାରଣ ଲୋକଙ୍କ ନିଶୁଳ୍କ ଆଇନଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri