Posted inଖେଳ

ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ସ୍କ୍ବାଶ ଖେଳାଳି ରନିମଙ୍କ ଅବସର

କାଇରୋ, ୨୬ା୬ (ଏପି)-ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ମହିଳା ସ୍କ୍ବାଶ ଖେଳାଳି ଇଜିପ୍ଟର ରନିମ୍‌ ଏଲ୍‌. ଓ୍ବିଲିଲି ଗୁରୁବାର ଅବସର ଘୋଷଣା କରିଛନ୍ତି। କୌଣସି କ୍ରୀଡ଼ାରେ ବିଶ୍ୱର ନମ୍ବର ଓ୍ବାନ ମାନ୍ୟତା ହାସଲ କରିବାରେ ସେ ପ୍ରଥମ ଆରବୀୟ ମହିଳା ବୋଲି ପ୍ରଫେସନାଲ ସ୍କ୍ବାଶ ଆସୋସିଏଶନ କହିଛି। ୩୧ ବର୍ଷୀୟା ଓ୍ବିଲିଲି ୨୦୧୫ରେ ପ୍ରଥମେ ଶୀର୍ଷ ର଼୍ୟାଙ୍କିଙ୍ଗ ଖେଳାଳି ହୋଇଥିଲେ। ଏହାର ପରବର୍ଷ ସେ ଥରେ ମାତ୍ର ବିଶ୍ୱ ଚାମ୍ପିୟନ ହୋଇପାରିଥିଲେ। ସେ ୩ ଥର ରନର୍ସ ହୋଇପାରିଛନ୍ତି। ଗତ୨୫ ବର୍ଷ ଧରି ସ୍କ୍ବାଶ ମୋର ଜୀବନ ଥିଲା ବୋଲି କହିଲେ ଚଳେ। କିନ୍ତୁ ବର୍ତ୍ତମାନ ଏହାକୁ ମୋର ଗୁଡ୍‌ବାଏ କରିବାକୁ ସମୟ ଆସି ପହଞ୍ଚତ୍ଛି ବୋଲି ଓ୍ବିଲିଲି ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ପ୍ରକାଶ କରିଛନ୍ତି। ବର୍ତ୍ତମାନ ବିଶ୍ୱର ୨ନମ୍ବର ଖେଳାଳି ନୋରାନ ଗୋହର ଆସନ୍ତା ସପ୍ତାହରେ ଓ୍ବିଲିଲିଙ୍କ ସ୍ଥାନ ଅଧିକାର କରିବେ। ଫଳରେ ଇଜିପ୍ଟ ପୁଣି ନମ୍ବର ଓ୍ବାନ ସ୍ଥାନ ବଜାୟ ରଖିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଇହୁଦୀ ପର୍ବ ପାଳନ ବେଳେ ବିଚରେ ଫାୟାରିଂ, ୧୦ ମୃତ

ନୂଆଦିଲ୍ଲୀ,୧୪।୧୨: ଆଜି ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚ୍‌ରେ ସ୍ପଷ୍ଟ ଦିବାଲୋକରେ ଗୁଳିମାଡ଼ ଘଟିଛି। ଦୁଇଜଣ ସଶସ୍ତ୍ର ଆକ୍ରମଣକାରୀ ସାଧାରଣ ଲୋକଙ୍କ ଉପରେ ଅତର୍କିତ ଗୁଳିଚାଳନା କରିଥିଲେ।...

WWEରୁ ଅବସର ନେଲେ ଜନ୍ ସିନା, ଜାରି ରହିବ ଫିଲ୍ସ କ୍ୟାରିୟର

ନୂଆଦିଲ୍ଲୀ,୧୪।୧୨: ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି WWE ରିଙ୍ଗରେ ରାଜ କରିଥିବା ଜନ୍ ସିନା ଶେଷରେ ତାଙ୍କ କ୍ୟାରିଅରକୁ ବିଦାୟ ଦେଇଛନ୍ତି । ୪୮ବର୍ଷ...

‘ନବୀନ ଦରମା ଉପରେ ନିର୍ଭରଶୀଳ ନୁହନ୍ତି’

ଭୁବନେଶ୍ୱର,୧୪ା୧୨: ବର୍ଦ୍ଧିତ ଦରମା ନେବାକୁ ବିଜେଡି ବିଧାୟକ ନବୀନ ପଟ୍ଟନାୟକ ମନା କରିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ବିଧାୟକ ଗଣେଶ୍ବର ବେହେରା। ସେ କହିଛନ୍ତି, ନବୀନ...

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

ବର୍ଦ୍ଧିତ ଦରମା ନେବାକୁ ନବୀନ ମନା କରିବା ପରେ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହା କେବଳ…

ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...

ମାଆ ବଞ୍ଚି ଥାଉ ଥାଉ ଜାଲ ମୃତ୍ୟୁ ପ୍ରମାଣପତ୍ର ବାହାର କରି ସବୁ ହଡ଼ପ କଲେ ପୁଅ, ଏମିତି ଖୋଲିଲା ରାଜ୍‌

କୋଲକାତା,୧୪।୧୨: ପଶ୍ଚିମବଙ୍ଗର ହାଓଡ଼ାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ପୁଅ ତାଙ୍କ ଜୀବିତ ମାଆଙ୍କ ନାମରେ ମୃତ୍ୟୁ ପ୍ରମାଣପତ୍ର ଜାଲ କରି ବ୍ୟାଙ୍କରୁ...

ଇସ୍ରାଏଲ ଆକ୍ରମଣରେ ହମାସର ଟପ୍‌ କମାଣ୍ଡର ନିହତ, ଡ୍ରୋନ ସାହାଯ୍ୟରେ କାରକୁ କଲା ଟାର୍ଗେଟ

ଜେରୁଜେଲମ,୧୪।୧୨: ଇସ୍ରାଏଲ ଗାଜାରେ ଜଣେ ଶୀର୍ଷ ହମାସ କମାଣ୍ଡରଙ୍କୁ ହତ୍ୟା କରିଛି। ଇସ୍ରାଏଲ ଦାବି କରିଛି ଯେ ଦକ୍ଷିଣ ଗାଜାରେ ଏକ ଶକ୍ତିଶାଳୀ ବିସ୍ଫୋରଣରେ ହମାସର...

ମୋକିମଙ୍କ ଚିଠିକୁ ନେଇ ମୁହଁ ଖୋଲିଲେ ଭକ୍ତ ଦାସ, କହିଲେ ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୧୪ା୧୨: କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ପୂର୍ବତନ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ନୂଆଦିଲ୍ଲୀରେ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri