Posted inଖେଳ

ଫେରିବେ ପନ୍ଥ

ନୂଆଦିଲ୍ଲୀ,୧୨।୧୨: ଋଷଭ ପନ୍ଥ ଆଇପିଏଲ ୨୦୨୪ରୁ କ୍ରିକେଟ ମଇଦାନକୁ ଫେରିବେ। ସେ ପୁଣି ଥରେ ଦିଲ୍ଲୀ କ୍ୟାପିଟାଲ୍ସର କମାଣ୍ଡ ନେଉଥିବାର ନଜର ଆସିବେ। ଦିଲ୍ଲୀ କ୍ୟାପିଟାଲ୍ସ ନିଜେ ଏହା କହିଛି। ଡିସି ମ୍ୟାନେଜମେଣ୍ଟ କହିଛି ଯେ ପ୍ରାୟ ଏକ ବର୍ଷ ଧରି କ୍ରିକେଟ ଠାରୁ ଦୂରେଇ ରହିଥିବାଋଷଭ ନିଶ୍ଚିତ ଭାବରେ ଆଇପିଏଲର ଆଗାମୀ ସିଜନରେ ଦିଲ୍ଲୀ କ୍ୟାପିଟାଲ୍ସର ଦାୟିତ୍ୱ ଗ୍ରହଣ କରିବେ।
ମ୍ୟାନେଜମେଣ୍ଟ କହିଛି ଯେ, ସେ ବର୍ତ୍ତମାନ ବେଙ୍ଗାଲୁରୁର ନ୍ୟାସନାଲ କ୍ରିକେଟ ଏକାଡେମୀରେ ରିହାବ କରୁଛନ୍ତି। ଫେବୟାରୀ ଶେଷ ସୁଦ୍ଧା ସେ ସମ୍ପୂର୍ଣ୍ଣ ଫିଟନେସ ସହ ଫେରିବେ ବୋଲି ଆଶା କରାଯାଉଛି। ତେବେ, ଆଇପିଏଲରେ ତାଙ୍କର ଅଂଶଗ୍ରହଣ କେବଳ ଏନସିଏ ପରିଚାଳକଙ୍କ ସହମତି ଉପରେ ର୍ନିଭର କରିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁର ରାଉତରାୟଙ୍କ ପରିବାରରେ ଖୁସିର ଲହରୀ, ବାପା ହେଲେ ମନ୍ମଥ

ଭୁବନେଶ୍ବର,୪।୫: ବାପା ହେଲେ ମନ୍ମଥ ରାଉତରାୟ । ବିଜେଡି ନେତା ତଥା ପୂର୍ବତନ ପାଇଲଟ ମନ୍ମଥ ରାଉତରାୟଙ୍କ ଘରକୁ ଖୁସି ଆସିଛି । ରୋଜାଲିନ ପଟ୍ଟନାୟକ ଏକ ପୁତ୍ର…

ମମତାଙ୍କ ବଡ଼ ଦାବି, କହିଲେ ସନ୍ଧ୍ୟା ସୁଦ୍ଧା ବଦଳିଯିବ ଗେମ୍‌, ଅସଲ ଗଣତି କଭର କରୁନାହିଁ ଗଣମାଧ୍ୟମ!

କୋଲକାତା,୪।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଭୋଟ ଗଣତି ଦିନ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ଅଟଳ ମନୋଭାବ ପ୍ରଦର୍ଶନ କଲେ। ଭବାନୀପୁରର TMC ପ୍ରାର୍ଥୀ ମମତା ବାନାର୍ଜୀ…

ମମତାଙ୍କ ଖେଳକୁ ବିଗାଡ଼ିଦେଲା ଏହି ୫ କାରଣ, ଜାଣନ୍ତୁ…

କୋଲକାତା,୪।୫: ପଶ୍ଚିମବଙ୍ଗରେ ୨୯୪ ବିଧାନସଭା ଆସନ ପାଇଁ ଗଣନା ଚାଲିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ଭାଜପା ୧୮୮ଟି ଆସନରେ ଆଗୁଆ ଥିବା ବେଳେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ୯୯ଟି…

ଖାତାକୁ ଗଲା ସୁଭଦ୍ରା ଟଙ୍କା: ଏବେ କରନ୍ତୁ ଚେକ୍‌…

ଭୁବନେଶ୍ୱର,୪।୫: ମହିଳାଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା। ୩ୟ କିସ୍ତିରୁ ବଞ୍ଚିତ ୧ ଲକ୍ଷ ୨୩ ହଜାର ୮୪୯ ହିତାଧିକାରୀଙ୍କୁ ମିଳିଲା ଟଙ୍କା। ୬୧ କୋଟିରୁ ଊର୍ଦ୍ଧ୍ବ…

ସାମାନ୍ୟ ବର୍ଷାରେ ପୋଖରୀ ପାଲଟୁଛି ଗୁଡ଼ାରି ସହର 

ଗୁଡାରି, ୪।୫ (ପ୍ରମୋଦ କୁମାର ପତି): ରାୟଗଡା ଜିଲା ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥ ତଥା ବଂଶଧାରା ନଦୀ ପୋଲଠାରୁ ସହରକୁ ସଂଯୋଗ କରୁଥିବା ପ୍ରାୟ…

ଅମାନତ ହରାଇବ TMC? ମ୍ୟାଜିକ ନମ୍ବର ପାର କଲା ଭାଜପା

କୋଲକାତା,୪।୫: ଏଥର ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ, ଭାରତୀୟ ଜନତା ପାର୍ଟି (ଭାଜପା) ଭୋଟରେ ବହୁମତ ହାସଲ କରୁଥିବା ପରି ମନେ ହେଉଛି। ସକାଳ ୧୦ଟା ସୁଦ୍ଧା, ଭାଜପା…

ସହିପାରିଲେନି…. ଚେନ୍ନାଇ DMK ମୁଖ୍ୟାଳୟରେ ଭୋଭୋ ହୋଇ କାନ୍ଦିଲେ ଷ୍ଟାଲିନଙ୍କ ସମର୍ଥକ, ତମ୍ବୁ ମଧ୍ୟ ଭାଙ୍ଗିଲେ

ଚେନ୍ନାଇ,୪।୫: ଦେଶର ପାଞ୍ଚଟି ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହେବା ସହିତ, ତାମିଲନାଡୁରେ ସବୁଠାରୁ ଆକର୍ଷଣୀୟ ପ୍ରତିଯୋଗିତା ହେଉଥିବା ପରି ମନେ…

ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ବୟାନ, କହିଲେ ‘ଶିକ୍ଷିତ ହିନ୍ଦୁମାନେ ମମତାଙ୍କୁ ପ୍ରତ୍ୟାଖ୍ୟାନ କରିଥିଲେ’

କୋଲକାତା,୪।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣନା ବର୍ତ୍ତମାନ ଚାଲିଛି। ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ, ଭାଜପା ବହୁମତ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ଅତିକ୍ରମ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri