ସ୍ବାସ୍ଥ୍ୟ ସମସ୍ୟା ନେଇ ସିଡିଏମ୍‌ଓଙ୍କୁ ଫେରାଦ

ବରଗଡ଼ ଅଫିସ୍‌,୧୮।୧: ବରଗଡ଼ ଜିଲା ଅଭିଭାବକ ସଂଘର ଏକ ପ୍ରତିନିଧି ଦଳ ମଙ୍ଗଳବାର ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡ଼ିଏମ୍‌ଓ) ଡା. ଚାରୁବାଳା ରଥଙ୍କୁ ଫେରାଦ ହୋଇ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ଉପରେ ଦୃଷ୍ଟି ଆକର୍ଷଣ କରିଛନ୍ତି। ନୂତନ ମୁଖ୍ୟ ଚିକିତ୍ସାଳୟରେ ଆବଶ୍ୟକ ଡାକ୍ତର ନିଯୁକ୍ତି, ପର୍ଯ୍ୟାପ୍ତ ଭାବେ ଉଦ୍ଦିଷ୍ଟ ଚିକିତ୍ସା ଉପକରଣ, ଔଷଧ ବ୍ୟବସ୍ଥା, ପୁରୁଣା ଡାକ୍ତରଖାନାର ଅବ୍ୟବସ୍ଥା ଉପରେ ସିଡ଼ିଏମ୍‌ଓଙ୍କୁ ଅବଗତ କରାଇଥିଲେ। ସେ ଦିଗରେ ବିହିତ ପଦକ୍ଷେପ ନିଆଯିବ ବୋଲି ସିଡ଼ିଏମ୍‌ଓ ଡା. ରଥ ନିର୍ଭର ପ୍ରତିଶ୍ରୁତି ଦେଇଥିଲେ। ପ୍ରତିନିଧି ଦଳରେ ସଂଘର ଜିଲା ଆବାହକ ବିମଳ କୁମାର ଦାଶ, ସାଧାରଣ ସମ୍ପାଦକ ସୁଜିତ ମିଶ୍ର, ବାଲ୍ମିକୀ ଷଡ଼ଙ୍ଗୀ, ଶିବାନନ୍ଦ ମଟାରୀ, ସୁଷେନ ବହିଦାର, ଜ୍ୟୋତ୍ସ୍ନା ପାଇକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଢ଼ାବା ମାଲିକାଣୀଙ୍କୁ ହତ୍ୟା ପାଇଁ ଶୁଟରଙ୍କୁ ଡକାଇଥିଲେ ଜ୍ୱାଇଁ

ଖଡିଆଳ,୧୧।୮(ଡି.ଏନ.ଏ.): ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଅଧୀନ ଡୁଆଝରସ୍ଥିତ ଆପନା ଢ଼ାବା ମାଲିକାଣୀ ବାସନ୍ତୀ ମେହେର ହତ୍ୟା ଘଟଣାର ପୋଲିସ ବୁଧବାର ପର୍ଦ୍ଦାଫାସ କରିଛି। ପୋଲିସ...

ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଛାତ୍ରଙ୍କୁ ମାଡ଼

କଟକ ଅଫିସ, ୩୦ା୧୦:ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଇଷ୍ଟ ହଷ୍ଟେଲର ଜଣେ ଛାତ୍ରଙ୍କୁ ମାଡ଼ ମାରିବା ଅଭିଯୋଗରେ ମାଲଗୋଦାମ ଥାନା ପୋଲିସ ମଙ୍ଗଳବାର ଜଣେ ଯୁବକଙ୍କୁ ଅଟକ ରଖିଛି।...

ଚିତ୍ରକଳା ଯାଦୁକର କୁବେର

ବଇଣ୍ଡା, ୨୬ା୭(ଡି.ଏନ.ଏ.)  ତାଙ୍କ ତୂଳୀରେ ରହିଛି ଯାଦୁ। ସ୍ପର୍ଶ ମାତ୍ରକେ ଚିତ୍ରସବୁ ଯେମିତି ହୋଇଉଠନ୍ତି ଜୀବନ୍ତ। ସ୍କୁଲରୁ ଆର୍ଟ କଲେଜ ଯାଏ ସେ ଆଙ୍କିଛନ୍ତି ଅନେକ ଚିତ୍ର।...

କୋଭିଡ୍‌ ହସ୍‌ପିଟାଲ ପରିଦର୍ଶନ କଲେ ଜିଲା ଦୌରାଜଜ୍‌

ରାୟଗଡ଼ା ଅଫିସ,୨ା୫: ରାୟଗଡ଼ା ଜିଲା ଦୌରାଜଜ୍‌ ତଥା ଡିଏଲ୍‌ଏସ୍‌ଏ ଅଧ୍ୟକ୍ଷ ଚିତ୍ତରଞ୍ଜନ ଦାସ ଶନିବାର ଜେକେପୁରସ୍ଥିତ କୋଭିଡ୍‌ ହସ୍ପିଟାଲ ପରିଦର୍ଶନ କରିଛନ୍ତି। ଜଜ୍‌ଙ୍କ ସହ ମୁଖ୍ୟ...

ବଜ୍ରପାତ ନେଲା ଜୀବନ

ପାଣ୍ଡ୍ରିପାଣି,୬।୬(ଡି.ଏନ୍‌.ଏ): ମାଲକାନଗିରି ବ୍ଲକ ଅନ୍ତର୍ଗତ ବୀରଲକ୍ଷ୍ମଣପୁର ଗ୍ରାମପଞ୍ଚାୟତର କେନ୍ଦୁକୁଣ୍ଡ ଗଁାରେ ଘଡ଼ଘଡ଼ି ଓ ବିଜୁଳିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଗୁରୁତର ଅଛନ୍ତି। ମୃତ...

ଜଙ୍ଗଲ ଜମିରେ ଲଜିଷ୍ଟିକ ପାର୍କ: ତଦନ୍ତ ରିପୋର୍ଟ ମାଗିଲା ଏନ୍‌ଜିଟି

ଯାଜପୁର ଅଫିସ,୧୨ା୧୦: କଳିଙ୍ଗନଗର ଶିଳ୍ପାଞ୍ଚଳ ଅନ୍ତର୍ଗତ ଦାନଗଦୀ ତହସିଲ ଯଖପୁରା ମୌଜାର ଏକ ଶାଳ କିସମ ଜମିରେ ସାଇଜର ଲିମିଟେଡ ନାମକ ସଂସ୍ଥା ଗତ ଏକ...

ସ୍ତ୍ରୀଙ୍କୁୁ ପିଟିପିଟି ହତ୍ୟା କଲେ ସ୍ବାମୀ

ଚିତ୍ରଡା,୧୬।୨(ଡି.ଏନ.ଏ):ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ। ନିଜ ସ୍ତ୍ରୀକୁ କାଠ ଫାଳିଆରେ ପିଟିପିଟି ହତ୍ୟା କରିଛନ୍ତି ମଦ୍ୟପ ସ୍ବାମୀ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମୟୁରଭଞ୍ଜ...

ସଙ୍କୁଚିତ ହେଉଛି ଗୋବରୀ ସମ୍ପ୍ରସାରିତ କେନାଲ

ପଟ୍ଟାମୁଣ୍ଡାଇ, ୧୬ା୧୧(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଉତିକଣ ଅଞ୍ଚଳର ଜୀବନରେଖା ପଟ୍ଟାମୁଣ୍ଡାଇ ଗୋବରୀ ସମ୍ପ୍ରସାରିତ କେନାଲ ଓ ଶାଖା କେନାଲ ଏବେ ସଙ୍କୁଚିତ ହେବା ସହ ପୋତି ହେବାରେ...

Advertisement
Archives

Model This Week