ବ୍ୟାଙ୍କରୁ ଟଙ୍କା ଉଠାଇ ଫେରୁଥିଲେ, ଅଧା ରାସ୍ତାରୁ ଝାମ୍ପି ନେଲେ

ଟିଟିଲାଗଡ଼,୩୧।୭(ଡି.ଏନ.ଏ): କିଛିଦିନର ନୀରବତା ପରେ ଶନିବାର ଲୁଟେରା ଆପାଚି ଗ୍ୟାଙ୍ଗ ଟିଟିଲାଗଡ ଅଞ୍ଚଳରେ ଲୁଟ୍‌ପାଟ୍‌ କରିଛନ୍ତି। ସହରର ଯୁବ ଠିକାଦାର ମହେଶ ଅଗ୍ରୱାଲଙ୍କ ଦୁଇଜଣ କର୍ମଚାରୀଙ୍କଠାରୁ ସେମାନେ ୨ଲକ୍ଷ ଟଙ୍କା ଲୁଟି ନେଇ ଫେରାର ହୋଇଯାଇଛନ୍ତି। ଖବର ପାଇ ଟିଟିଲାଗଡ ଥାନା ଅଧିକାରୀ ରଞ୍ଜନ ବରିହା, ଏସଆଇ ଆଶୁତୋଷ ସାମଲ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ସୂଚନାରୁ ପ୍ରକାଶ ଯେ, ମହେଶଙ୍କ ଦୁଇ କର୍ମଚାରୀ ସ୍ଥାନୀୟ ଷ୍ଟେଟବ୍ୟାଙ୍କ ମୁଖ୍ୟ ଶାଖାରୁ ୨ ଲକ୍ଷ ଟଙ୍କା ଉଠାଇ ଏକ ଗାଡିରେ ଫେରୁଥିଲେ। ହଟଲି ଛକ ନିକଟରେ ୨ ଜଣ ଲୁଟେରା ଏକ ଆପାଚି ବାଇକ୍‌ରେ ଆସି ପଛରେ ବସିଥିବା କର୍ମଚାରୀଙ୍କ ହାତରୁ ଟଙ୍କା ବ୍ୟାଗ ଝାମ୍ପି ନେଇ ଫେରାର ହୋଇଯାଇଥିଲେ। ଲୁଟ ଘଟଣା ସିସିଟିଭିରେ କଏଦ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ପାଇଁ ଖୋଲିଲା କଣ୍ଟ୍ରୋଲ୍‌ ରୁମ୍‌

କଟକ ଅଫିସ, ୮।୩: କରୋନା ଭୁତାଣୁର ମୁକାବିଲା କରିବା ପାଇଁ କଟକ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଶନିବାର ଅପରାହ୍ନରେ ଜିଲାପାଳଙ୍କ...

ଦେଶ ସୁରକ୍ଷା ପାଇଁ କାମ କରିଛୁ, ଏବେ କରିବୁ ଗାଁ ମାଟିର ସେବା

କର୍ଲାମୁଣ୍ଡା,୩୦ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଚଳିତ ପଞ୍ଚାୟତ ନିର୍ବାଚନରେ ଅନେକ ପୁରୁଣା ମୁହଁ ପ୍ରାର୍ଥୀ ହୋଇଥିବା ବେଳେ ବ୍ଲକର ସରଗୁଲ ମାଲପଡ଼ା ପଞ୍ଚାୟତରେ ସମିତିସଭ୍ୟ...

ଯୁବତୀଙ୍କୁ ପିଟିଲେ ଆର୍‌ପିଏଫ୍‌ କନଷ୍ଟେବଳ

ରାଉରକେଲା ଅଫିସ,୨ା୧୦: ରାଉରକେଲା ପାନପୋଷ ରେଲଓ୍ବେ ଷ୍ଟେଶନରେ ଜଣେ ଯୁବତୀଙ୍କୁ ଆର୍‌ପିଏଫ୍‌ କନଷ୍ଟେବଳ ମାଡ଼ ମାରିଥିବା ଅଭିଯୋଗ ହୋଇଛି। କନଷ୍ଟେବଳଙ୍କ ମାଡ଼ରେ ଯୁବତୀ ଜଣଙ୍କ ଲହୁଲୁହାଣ...

ଉଦ୍‌ଘାଟନ ଅପେକ୍ଷାରେ ଆହାର କେନ୍ଦ୍ର

ଗଞ୍ଜାମ,୧୪।୩ (ଡି.ଏନ୍‌.ଏ.): ଗରିବ ଜନସାଧାରଣଙ୍କ ପାଇଁ ସରକାର ଆହାର ଯୋଜନା ପ୍ରଣୟନ କରିଛନ୍ତି । ଏଥିରେ ଜଣେ ଲୋକ ୫ ଟଙ୍କା ଦେଇ ଖାଇପାରିବେ। ଏ...

ତାରା ସାଜିବେ ନୟନ ତାରା

ବଡ଼ସାହି,୨୮ା୨(ସ୍ବ.ପ୍ର)-ହୃଦଘାତରେ ମୃତ୍ୟୁବରଣ କରିଥିବା ଜଣେ ମହିଳାଙ୍କ ଦୁଇ ଆଖିକୁ ତାଙ୍କ ପରିବାର ଲୋକେ ମେଡିକାଲ କର୍ତ୍ତୃପକ୍ଷଙ୍କୁ ଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ବଡ଼ସାହି...

ପାଣିରୁ ଯୁବକଙ୍କୁ ଉଦ୍ଧାର କରିଥିବା ଆଗ୍ନିକଙ୍କୁ ପ୍ରଶଂସା

ଆଗ୍ନିକ ପ୍ରକାଶ କୁମାର ବଳଙ୍କୁ ସ୍ଥାନୀୟ ଅଞ୍ଚଳବାସୀ ବେଶ୍‌ ପ୍ରଶଂସା କରୁଛନ୍ତି। ପାଲଲହଡ଼ା ଦମକଳ କେନ୍ଦ୍ରର ମୁଖ୍ୟ ଆଗ୍ନିକ ଭାବେ କାର୍ଯ୍ୟରତ ପ୍ରକାଶ ନିଜ ଜୀବନକୁ...

ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ଝାରସୁଗୁଡ଼ା ଅଫିସ/ଲଖନପୁର,୭।୧୦(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ଟାଉନ ଥାନା ଅଧୀନ ପୁଡାମାଲ ଗ୍ରାମ ନିକଟ ଏକ ବୁଦାମୂଳରୁ ସୋମବାର ସକାଳେ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପୋଲିସ...

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି : ଜିଲା ଓକିଲ ସଂଘର ବିକ୍ଷୋଭ

ବରଗଡ ଅଫିସ,୨୩।୯: ପଶ୍ଚିମ ଓ ଯେକୌଣସି ସ୍ଥାନରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ସୋମବାର ଜିଲା ଓକିଲ ସଂଘର କର୍ମକର୍ତ୍ତା, ସଭ୍ୟବୃନ୍ଦ କାର୍ଯ୍ୟବନ୍ଦ ଆନ୍ଦୋଳନକୁ...

Advertisement
Archives

Model This Week