ଏହି ୧୪ ଜିଲାରୁ ଫେରିଲେ ରହିବେ କ୍ୱାରାଣ୍ଟାଇନ୍‌ରେ

ରାଉରକେଲା ଅଫିସ/ସୁନ୍ଦରଗଡ଼,୫।୭(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ରୋକିବା ଲାଗି ରାଉରକେଲା ପ୍ରଶାସନ ତରଫରୁ ନିର୍ଦ୍ଦିଷ୍ଟ ୧୪ଟି ଜିଲାରୁ ଆସୁଥିବା ଲୋକଙ୍କୁ କ୍ୱାରାଣ୍ଟାଇନରେ ରହିବା ବାଧ୍ୟତାମୂଳକ କରାଯାଇଛି। ଏହି ଜିଲାଗୁଡ଼ିକ ହେଉଛି ଖୋର୍ଦ୍ଧା, ଭଦ୍ରକ, ବଲାଙ୍ଗୀର, ପୁରୀ, ଝାରସୁଗୁଡ଼ା, ଯାଜପୁର, ମୟୂରଭଞ୍ଜ, ଗଞ୍ଜାମ, ବାଲେଶ୍ୱର, ନୟାଗଡ଼, କଟକ, କେନ୍ଦୁଝର, ଗଜପତି, ଓ ଜଗତସିଂହପୁର। ଏହି ଜିଲାରୁ ରାଉରକେଲା ସହରକୁ ଆସୁଥିବା କିମ୍ବା ରାଉରକେଲା ସହରରୁ ଉପରୋକ୍ତ ଜିଲାକୁ ଯାଇ ଫେରୁଥିବା ଲୋକ ବିପିୟୁଟି ପଞ୍ଜୀକରଣ କେନ୍ଦ୍ରଠାରେ ନାମ ପଞ୍ଜୀକରଣ କରିବେ। ଏହା ସହ ପ୍ରଶାସନର ପରାମର୍ଶ ଅନୁସାରେ ୧୪ ଦିନ ପର୍ଯ୍ୟନ୍ତ ହୋମ କିମ୍ବା ସରକାରୀ କ୍ୱାରାଣ୍ଟାଇନରେ ରହିବେ। ବର୍ତ୍ତମାନ ପରିସ୍ଥିତିରେ କରୋନା ସଂକ୍ରମଣକୁ ପ୍ରତିହତ କରିବାକୁ ହେଲେ କୋଭିଡ ନିୟମକୁ ପାଳନ କରିବା ପାଇଁ ପ୍ରଶାସନ ତରଫରୁ ଅନୁରୋଧ କରାଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ…

ବରଗଡ଼ରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ: ୨୪ ମାମଲାର ଶୁଣାଣି

ବରଗଡ଼, ୨୫।୮(ପ୍ରେମାନନ୍ଦ ଖମାରୀ): ମହିଳାମାନଙ୍କ ଅଭିଯୋଗର ତ୍ୱରିତ ଶୁଣାଣି ଏବଂ ସମସ୍ୟାର ସମାଧାନ ବ୍ୟବସ୍ଥାକୁ ସେମାନଙ୍କ ଦ୍ୱାରଦେଶରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମଙ୍ଗଳବାର ବରଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ…

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri