ଘରକୁ ଫେରୁଥିଲେ ଧକ୍କାଦେଲା ସ୍କୁଟି: ୩ ଗୁରୁତର

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ): ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ଖାରିଗୁଡା ନିକଟରେ ସୋମବାର ସାରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସ୍କୁଟିରେ ବସିଥିବା ଦୁଇଜଣ ଏବଂ ଜଣେ ପଥଚାରୀ ଗୁରୁତର ହୋଇଛନ୍ତି। ଆହତ ମାନେ ହେଲେ ବଞ୍ଜରଗାଁର ବିଶ୍ବମ୍ବର ପ୍ରଧାନ, ମୃତ୍ୟୁଞ୍ଜୟ ନାୟକ ଓ ଖାରିଗୁଡାର ସାବିତ୍ରୀ ଗେଡ।
ଘଟଣାରୁ ପ୍ରକାଶ ଯେ, ସାରେ ସାବିତ୍ରୀ କୌଣସି କାମରେ ଯାଇ ଘରକୁ ଚାଲି ଚାଲି ଫେରୁଥିଲେ। ଏହି ସମୟରେ ବଞ୍ଜର ଗାଁ ପଟୁ ଏକ ସ୍କୁଟି ଆସି ସାବିତ୍ରୀଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ସାବିତ୍ରୀଙ୍କ ସମେତ ସ୍କୁଟିରେ ଥିବା ବଞ୍ଜର ଗାଁର ୨ ଜଣ ଆହତ ହୋଇଥିଲେ। ପରେ ସମ୍ପୃକ୍ତ ଅଞ୍ଚଳବାସୀ ସେମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଭଞ୍ଜନଗର ହସ୍ପିଟାଲକୁ ଚିକିତ୍ସା ପାଇଁ ନେଇଥିଲେ । ସାବିତ୍ରୀ ଓ ମୃତ୍ୟୁଞ୍ଜୟଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଛି । ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?