Posted inଜାତୀୟ

ରେଭନ୍ଥ ମୁଖ୍ୟମନ୍ତ୍ରୀ-ମଲ୍ଲୁ ଭଟ୍ଟି ଉପମୁଖ୍ୟମନ୍ତ୍ରୀ…

ହାଇଦ୍ରାବାଦ,୭।୧୨ : ରେଭନ୍ଥ ରେଡ୍ଡୀ ଗୁରୁବାର ତେଲଙ୍ଗାନାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ହାଇଦ୍ରାବାଦର ଏଲବି ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବହୁ ଜନସମାଗମରେ ରାଜ୍ୟପାଳ ତାମିଲାଇସାଇ ସୁନ୍ଦରରାଜ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରାଇଛନ୍ତି।

ମଲ୍ଲୁ ଭଟ୍ଟି ବିକ୍ରମାର୍କା ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ସେହିପରି ନାଲାମଡା ଉତ୍ତମ କୁମାର ରେଡ୍ଡୀ, ସି ଦାମୋଦର ରାଜନରସିମା, କୋମାଟେରେଡି ଭେଙ୍କଟା ରେଡ୍ଡୀ, ଏସ.ଡୁଡିଲା ଶ୍ରୀଧର ବାବୁ, ପଙ୍ଗୁଲେବ ଶ୍ରୀନିବାସ ରେଡ୍ଡୀ, ପୋନମ ପ୍ରଭାକର, ସୋଟ .କୋଣ୍ଡା ସୁରେଖା, ଡି .ଅନସୁୟା ସେଥକ୍କା, ତୁମଲା ନାଗେଶ୍ୱରା ରାଓ, କୃଷ୍ଣ ରାଓ ଏବଂ ଗଦାମ ପ୍ରସାଦ କୁମାର କ୍ୟାବିନେଟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି।

ଶପଥ ଗ୍ରହଣ ସମାରୋହରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ଦିପେନ୍ଦ୍ର ହୁଡା ଉପସ୍ଥିତ ଥିଲେ। ଏହା ସହିତ କଂଗ୍ରେସର ଅନ୍ୟାନ୍ୟ ବରିଷ୍ଠ ନେତାମାନେ ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରାମାୟା ଏବଂ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର, ସିପିଆଇ ସାଧାରଣ ସମ୍ପାଦକ ଡି.ରାଜା ପ୍ରମୁଖ ଉପସ୍ଥିତ ଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ଖୁବଶୀଘ୍ର ଖୋଲିବ…ଶୁଣିଲେ ସବୁ ଦେଶ ହୋଇଯିବେ ଖୁସି

ଓ୍ବାଶିଂଟନ୍‌,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଆଲୋଚନା ସଫଳ ହେଲେ ହର୍ମୁଜ ପ୍ରଣାଳୀ (ଯାହା ଯୁଦ୍ଧ ଏବଂ ସଂଘର୍ଷ ଯୋଗୁ ପ୍ରାୟ…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ଖାମେନେଇଙ୍କ ମୃତ୍ୟୁର ୪୮ ଘଣ୍ଟା ପୂର୍ବରୁ ଟ୍ରମ୍ପଙ୍କୁ ଫୋନ କରିଥିଲେ ନେତାନ୍ୟାହୁ, କହିଥିଲେ ବଡ଼ ଗୁମର କଥା, ଜାଣନ୍ତୁ…

ଓ୍ବାଶିଂଟନ,୨୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ଆରମ୍ଭ ହେବାର ୪୮ ଘଣ୍ଟା ପୂର୍ବରୁ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ…

ଜୀବନର ନୈତିକ ମୂଲ୍ୟବୋଧ

କଥାରେ ଅଛି-‘ଥିଲେ ଥାଉ ପଛେ ଗୁଣ ହଜାର, ଚରିତ୍ର ନଥିଲେ ସବୁ ଅସାର।’ ସୁତରାଂ ଆମ ଜୀବନରେ ନୈତିକ ମୂଲ୍ୟବୋଧର ଏକ ମୁଖ୍ୟ ଆଧାର ହେଉଛି –…

ପେଟ୍ରୋଡଲାର ସାମ୍ରାଜ୍ୟ

ପୃଥିବୀର କୌଣସି ଏକ ପେଟ୍ରୋଲ୍‌ ପମ୍ପରେ ଗାଡ଼ିରେ ଇନ୍ଧନ ଭରିବା ଦୃଶ୍ୟ ସାଧାରଣ ହୋଇପାରେ, କିନ୍ତୁ ଏହା ପ୍ରଚ୍ଛଦପଟରେ ଏକ ବିଶାଳ ଆର୍ଥିକ ବ୍ୟବସ୍ଥା କାମ କରୁଥାଏ,…

ଦୁବାଇରେ ଧରାପଡ଼ିଲେ ଭାରତର ମୋଷ୍ଟ ୱାଣ୍ଟେଡ ଡ୍ରଗ୍ସ ମାଫିଆ! ଖୁବଶୀଘ୍ର ଆସିବେ ଭାରତ

ନୂଆଦିଲ୍ଲୀ,୨୪।୩: ଭାରତର ଡ୍ରଗ ମାଫିଆଙ୍କ ଜଣେ ପ୍ରମୁଖ ବ୍ୟକ୍ତି ଜସବିନ୍ଦର ଓରଫ ‘ଜାଜ’କୁ ଦୁବାଇରେ ଗିରଫ କରାଯାଇଛି। ଭାରତୀୟ ଏଜେନ୍ସିଗୁଡ଼ିକର ନିର୍ଦ୍ଦେଶରେ ଇଣ୍ଟରପୋଲ ସହାୟତାରେ ଏହି ଅପରେଶନ…

ଆମେରିକା ଅପଦସ୍ଥ

ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜକୁ ୪୮ ଘଣ୍ଟା ମଧ୍ୟରେ ସମ୍ପୂର୍ଣ୍ଣ ଖୋଲା ନ କଲେ ଇରାନକୁ ଭୟାବହ ସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri