ଛାତ୍ରୀଛାତ୍ରଙ୍କ ଅସନ୍ତୋଷ ପରେ ନିଷ୍ପତ୍ତିରୁ ଓହରିଲେ ରେଭେନ୍ସା କର୍ତ୍ତୃପକ୍ଷ

କଟକ ଅଫିସ,୨୧।୧୦: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରମାନେ ଆନ୍ଦୋଳନ କି ହିଂସାତ୍ମକ ଆଚରଣ କରିପାରିବେ ନାହିଁ। ଏ ନେଇ ରେଭେନ୍ସା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଥିଲା। ଛାତ୍ରୀଛାତ୍ରମାନେ ହିଂସାତ୍ମକ ଆଚରଣ ପ୍ରଦର୍ଶନ,ଧାରଣା , କ୍ୟାମ୍ପସ ପରିସରରେ ମାଦକ ଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଥିବା ବେଳେ ନିୟମକୁ ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନୋଟିସ୍‌ରେ ଉଲ୍ଲେଖ କରାଯାଇଥିଲା। ହେଲେ ଏହାକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯିବାରୁ ନିଷ୍ପତ୍ତିରୁ ଓହରିଲେ ରେଭେନ୍ସା କର୍ତ୍ତୃପକ୍ଷ। ଗତକାଲି ପ୍ରକାଶ ପାଇଥିବା କଟକଣା ସମ୍ପର୍କିତ ନୋଟିସ୍‌ ପ୍ରତ୍ୟାହାର କରିନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ବିଧାୟକ ବାବୁ ସିଂଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ

ଭୁବନେଶ୍ୱର,୯।୨: ବିଧାୟକ ବାବୁ ସିଂଙ୍କ ଆବେଦନ ହାଇକୋର୍ଟରେ ଖାରଜ କରାଯାଇଛି। ଭୁବନେଶ୍ୱର ଏକାମ୍ର ନିର୍ବାଚନୀ ମାମଲାରେ ଆବେଦନ ଖାରଜ କରାଯାଇଛି। ବିନା ଶୁଣାଣିରେ ମାମଲା ଖାରଜ କରିବାକୁ…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପ୍ରେମ ସପ୍ତାହରେ ପ୍ରେମିକଙ୍କୁ ହତ୍ୟା: ଗାଁରୁ ଆସିଥିବା ଟ୍ୟାକ୍ସି ଡ୍ରାଇଭର ପ୍ରେମିକଙ୍କୁ ହତ୍ୟାକଲେ ପାଲରେ କାମ କରୁଥିବା ପ୍ରେମିକା

ଭୁବନେଶ୍ୱର,୯।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଏବେ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ତଣ୍ଟି କାଟି ହତ୍ୟା କରିବା ଅଭିଯୋଗରେ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri