କଖାରୁ ଚାଷ ଜମିରେ ନାଲି ପତାକା ଲଗାଇଲା ରାଜସ୍ବ ବିଭାଗ

ପାଟଣା,୬ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଟାଙ୍ଗରପଡ଼ା ଆର.ଆଇ ସର୍କଲ ଟାଙ୍ଗରପଡ଼ା ମୌଜାରେ ଥିବା ମୂଲ୍ୟବାନ ସରକାରୀ ଜମିକୁ କୌଣସି ବ୍ୟକ୍ତି ଜବରଦଖଲ କରି କଖାରୁ ଚାଷ କରିଥିବାର ଅଭିଯୋଗ ପାଇ ମଙ୍ଗଳବାର ସନ୍ଧ୍ୟାରେ ପାଟଣା ତହସିଲ ପ୍ରଶାସନ ପକ୍ଷରୁ ତହସିଲଦାର ଅଶ୍ୱିନୀ କୁମାର ନାଏକ, ରାଜସ୍ବ ପରିଦର୍ଶକ ବନମାଳୀ ନାଏକ, ରାଜସ୍ବ ନିରୀକ୍ଷକ ଦୀପକ କୁମାର ମହାନ୍ତ ପ୍ରମୁଖ ଯାଇ ସମ୍ପୃକ୍ତ ଜବରଦଖଲ ଜମିରେ ନାଲି ପତାକା ଲଗାଇବା ସହ ଉଚ୍ଛେଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ଦୋହରାଇବେ ଟ୍ରମ୍ପ? ଇରାନକୁ ସମୁଦ୍ର ପଥରେ ଘେରିବା ଲାଗି ପଠାଇଲେ ୮୦୦୦ ସୈନ୍ୟ, ଏଥର ମୁହାଁମୁହିଁ ଯୁଦ୍ଧ…

ୱାଶିଂଟନ,୨୦।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ରଣନୀତି ଏବେ ସମଗ୍ର ବିଶ୍ୱକୁ ଚକିତ କରିଦେଇଛି। ଗୋଟିଏ ପଟେ ପ୍ରେସ କନଫରେନ୍ସରେ ସେ ସୈନ୍ୟ ପଠାଇବାକୁ ମନା କରୁଥିବା…

ଏକା ପଡ଼ିଲେ ଟ୍ରମ୍ପ: ହର୍ମୁଜ ଉପରେ କବ୍‌ଜା ପାଇଁ ହୁଙ୍କାର, NATOକୁ କହିଲେ- ସାହାର୍ଯ୍ୟ କର ନଚେତ…

ୱାଶିଂଟନ,୨୦।୩: ଇରାନ ସହ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ନାଟୋ (NATO) ଦେଶଗୁଡ଼ିକ ଉପରେ ପ୍ରବଳ ଅସନ୍ତୋଷ ବ୍ୟକ୍ତ…

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ହନୁମାନ ମନ୍ଦିରରେ ହିନ୍ଦୁ ନବବର୍ଷ ପାଳିତ

ହାଟଡ଼ିହୀ,୨୦ା୩(ଶୁଭକାନ୍ତ ନାୟକ): ରାଷ୍ଟ୍ରୀୟ ସେବିକା ସମିତି ପକ୍ଷରୁ କେନ୍ଦୁଝର ଜିଲା ହାଟଡ଼ିହୀ ହନୁମାନ ମନ୍ଦିର ପ୍ରାଙ୍ଗଣରେ ହିନ୍ଦୁ ନବବର୍ଷ ଗୁରୁବାର ପାଳନ ହୋଇଯାଇଛି। ଉପସ୍ଥିତ ସେବିକାମାନେ ପତାକା…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ମୋଦି ସରକାରଙ୍କ ‘ମାଷ୍ଟରପ୍ଲାନ୍‌’! ବିନା ଡିଲ୍‌, ବିନା ଟୋଲ୍‌ରେ ହର୍ମୁଜରୁ ବାହାରିଲା ଭାରତୀୟ ଜାହାଜ; ସାରା ବିଶ୍ୱ ଚକିତ

ନୂଆଦିଲ୍ଲୀ,୨୦।୩: ଇରାନ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟସ୍ତବହୁଳ ସାମୁଦ୍ରିକ ମାର୍ଗ ‘ହର୍ମୁଜ ପ୍ରଣାଳୀ’ (Strait of Hormuz) ଏବେ…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri