ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ରାଜସୱ ନିରୀକ୍ଷକ

ମାଲକାନଗିରି,୫।୭(ଦୁର୍ଯ୍ୟଧନ ପାତ୍ର):  ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ରାଜସ୍ବ ନିରୀକ୍ଷକ । ଏଭଳି ଘଟଣା ଘଟିଛି ମାଲକାନଗିରି ଜିଲାରେ।  ସଦର ବ୍ଲକ ଅନ୍ତର୍ଗତ ସିଂଧରିମାଳ ସର୍କଲର ରାଜସ୍ବ ନିରକ୍ଷକ ସୀମାଞ୍ଚଳ ସାହୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଥିବା ଜଣାପଡିଛି ।
ସୂଚନା ଅନୁଯାୟୀ, ଜିଲାରେ ନିର୍ମାଣଧିନ ଏୟାରପୋର୍ଟ ରେ ଜମି ହରା ବ୍ୟକ୍ତିଙ୍କୁ ସରକାରଙ୍କ ପକ୍ଷରୁ ୭.୪୪ ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯିବାକୁ ଥିବାବେଳେ ଏହି ଟଙ୍କା ଦେବା ପାଇଁ ରାଜସ୍ବ ନିରକ୍ଷକ ଜଣଙ୍କ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଏହି ସମୟରେ ଭିଜିଲାନ୍ସର ଏକ ଟିମ୍‌ ସାହୁଙ୍କୁ କାବୁ କରିବା ସହ ତଦନ୍ତ ଜାରି ରଖିଛି । ଗୌଡଗୁଡା ପଞ୍ଚାୟତରେ ଲାଞ୍ଚ ନେବା ବେଳେ ଏହି ଚଢ଼ାଉ ହୋଇଛି ।

Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ସୁଭଦ୍ରା ଯୋଜନାକୁ ନେଇ ଭାଜପା ଉପରେ ବର୍ଷିଲେ ଲେଖାଶ୍ରୀ, କହିଲେ…

ଭୁବନେଶ୍ୱର,୨୬।୭: ରାଜ୍ୟ ସରକାର ବିଧାନସଭାରେ ତାଙ୍କର ପ୍ରଥମ ବଜେଟ ଗୁରୁବାର ଉପସ୍ଥାପନ କରିଥିଲେ । ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ବଜେଟ୍‌ରେ ରାଜ୍ୟର...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri