ଭିଜିଲାନ୍ସ ଜାଲରେ ମହିଳା RI, ୫୫୦୦ ଲାଞ୍ଚ ନେବାବେଳେ….

ଡେରାବିଶ,୨୪ା୭(ଅଜୟ ବେବର୍ତ୍ତା): ଭିଜିଲାନ୍ସ ଜାଲରେ ମହିଳା ରାଜସ୍ୱ ନିରିକ୍ଷିକା ସାଇ ଦର୍ଶିନୀ ଲେଙ୍କା । ଜମି ମ୍ୟୁଟେସନ୍ ପାଇଁ ଲାଞ୍ଚ ନେଉଥିବାବେଳେ ମାଡିବସିଲା ଭିଜିଲାନ୍ସ ।

ସୂଚନା ଅନୁସାରେ, ସାଇ ଦର୍ଶିନୀ ଲେଙ୍କା ଜମି ମିଉଟେଶନ ପାଇଁ ଦଶ ହଜାର ଟଙ୍କା ଲାଞ୍ଚ ମାଗୁଥିଲେ । ଆଜି ୫୫୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଛକି ଥିଲା କେନ୍ଦ୍ରାପଡ଼ା ଭିଜିଲାନ୍ସ । ଏନେଇ ପୂର୍ବରୁ ସ୍ଥାନୀୟ ଲୋକେ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ । ଡେରାବିଶ ତହସିଲ୍ ଅଧିନ କାଉପଡ଼ା ରାଜସ୍ୱ ନିରୀକ୍ଷିକା ସାଇ ଦର୍ଶିନୀ ଲେଙ୍କାଙ୍କୁ ଉଠାଇନେଲା ଭିଜିଲାନ୍ସ ଟିମ । ବର୍ତ୍ତମାନ ଗରାପୁର ସ୍ଥିତ ଭଡ଼ାଘର ସହ ଅନ୍ୟ ଦୁଇଟି ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ଆଜିଠୁ ଆରମ୍ଭ ହେଲା ଖରାପ ସମୟ: ମେଷ ସମେତ ଏହି ରାଶି ରୁହନ୍ତୁ ସତର୍କ, କେତୁ -ଚନ୍ଦ୍ରଙ୍କ ସଂଯୋଗ କରିଦେବ ବର୍ବାଦ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ କେତୁ ଓ ଚନ୍ଦ୍ରମାଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ମାନ୍ୟତା ରହିଛି ଯେ, ଏହି ଦୁଇ ଗ୍ରହଙ୍କ ଯୁତି ଜାତକଙ୍କ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri