ସମାଲୋଚନା ପରେ ରାଜସ୍ବ ମନ୍ତ୍ରୀ, କହିଲେ ବିଜୁ ବାବୁ ବିଜେଡିର ସମ୍ପତ୍ତି ନୁହେଁ

ଭୁବନେଶ୍ୱର,୩।୪: ଏପ୍ରିଲ ୨୪ ପଞ୍ଚାୟତିରାଜ ଦିବସ ପାଳନ ନେଇ ବିଜେଡିର ସମାଲୋଚନା ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା ରଖିଛନ୍ତି । ବେ କହିଛନ୍ତି, ବିଜୁ ବାବୁ ଓଡ଼ିଶାର ବରପୁତ୍ର ଥିଲେ। ଏଥିରେ କାହାର ସନ୍ଦେହ ନାହିଁ । ପକ୍ଷ ପ୍ରତିପକ୍ଷ କିଛି ନାହିଁ। ବିଜୁ ବାବୁ ବିଜେଡିର ସମ୍ପତ୍ତି ନ ଥିଲେ, ସେ ଥିଲେ ଜାତୀୟ ସମ୍ପତ୍ତି । ଓଡ଼ିଶା ପାଇଁ ଗୌରବ ଆଣିଥିଲେ । ତାଙ୍କ ପ୍ରତି ଅସମ୍ମାନର ପ୍ରଶ୍ନ ନାହିଁ । ଜାତୀୟ ପଞ୍ଚାୟତିରାଜ ଦିବସ ଏପ୍ରିଲ ୨୪ରେ ପାଳନ ହେଉଥିବା ବେଳେ ବିଜେଡି କିମ୍ବା ଜନତା ଦଳ ଏପ୍ରିଲ ୨୪ ରେ ପଞ୍ଚାୟତିରାଜ ଦିବସ ପାଳନ କରିନି ସ୍ବାାଧୀନତା ଦିବସ ଓ ଗଣତନ୍ତ୍ର ଦିବସ ଅଲଗା ଦିନରେ ପାଳନ ହେବ କି ବୋଲି ଓଲଟି ପ୍ରଶ୍ନ କଲେ ରାଜସୱ ମନ୍ତ୍ରୀ ସୁରେଶ ପୂଜାରୀ ।


Enter your email to get our daily news in your inbox.

All Right Reserved By Dharitri.Com

ସାମାଜିକ ଗଣମାଧ୍ୟମ ବ୍ୟବହାରରେ ନାବାଳକଙ୍କ ସୁରକ୍ଷା ପ୍ରସଙ୍ଗ, କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧ା୯: ସାମାଜିକ ଗଣମାଧ୍ୟମ ବ୍ୟବହାର କରୁଥିବା ନାବାଳକମାନଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା ଏବଂ ୧୮ବର୍ଷରୁ କମ୍‌ ବୟସର ପିଲାଙ୍କ ସହିତ କୌଣସି ପ୍ଲାଟଫର୍ମ ଯେପରି ଚୁକ୍ତିବଦ୍ଧ ନ…

ପୂରାଉଁଆସରେ ସଂସ୍କୃତି-ପରମ୍ପରାର ଝଲକ: କୁଣ୍ଢିକାଚିରେ ଘର ସଂସାର ଶିକ୍ଷା

ଅମରପାଲି,୧୧।୯(ପୀତାମ୍ବର ସାହୁ):ପରମ୍ପରା ହିଁ ଗୋଟିଏ ଜାତିର ପରିଚୟ। ଯେଉଁ ପରମ୍ପରା ଲୋକଜୀବନ ସହ ପିଢି ପରେ ପିଢି ଯୋଡ଼ି ରହିଛି। ଏହା ହିଁ ହୋଇଯାଏ ଲୋକସଂସ୍କୃତିର ଅମୂଲ୍ୟ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରନେତାଙ୍କ ତତ୍ପରତା: ୮ବର୍ଷ ପରେ ଛାତ୍ରସଂସଦ ନିର୍ବାଚନ ହେବା ଚର୍ଚ୍ଚା

ଭବାନୀପାଟଣା,୧୧ା୯(ଉତ୍ତମ କୁମାର ଦାଶ):ଦୀର୍ଘ ୮ବର୍ଷର ବ୍ୟବଧାନ ପରେ ଛାତ୍ରସଂସଦ ନିର୍ବାଚନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ରାଜ୍ୟରେ ଛାତ୍ରସଂସଦ ପୁଣି ଥରେ ଆରମ୍ଭ କରିବା ନେଇ ଉଚ୍ଚଶିକ୍ଷା…

ଓରାଙ୍ଗ୍‌ଉଟାନ ଶାବକଙ୍କ ଡିଏନ୍‌ଏ ପରୀକ୍ଷାକୁ ନେଇ ଉଠୁଛି ପ୍ରଶ୍ନବାଚୀ: ଜାଣନ୍ତୁ କାହିଁକି

ଭୁବନେଶ୍ୱର,୧୧ା୯(ରବିନାରାୟଣ ଜେନା):ବାଲେଶ୍ୱର ଜଙ୍ଗଲ ଅଞ୍ଚଳରୁ ଉଦ୍ଧାର ହୋଇଥିବା ୫ ଓରାଙ୍ଗ୍‌ଉଟାନ ଶାବକଙ୍କୁ ନେଇ ସବୁ ପ୍ରକାର ତଦନ୍ତ ପ୍ରକ୍ରିୟା ଜାରି ରହିଛି। ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଉପନିର୍ଦ୍ଦେଶକ…

ଆମେରିକା ଛାଡ଼ିବାକୁ ‘ମିଷ୍ଟର ସିଂ’ଙ୍କୁ ଧମକ, US ବିଜ୍ଞାପନକୁ ନେଇ ହଙ୍ଗାମା

ୱାଶିଂଟନ,୧୧।୯(ପି.ଟି.): ଆମେରିକାର ‘ଡିପାର୍ଟମେଣ୍ଟ ଅଫ୍‌ ହୋମଲ୍ୟାଣ୍ଡ୍‌ ସିକ୍ୟୁରିଟି’ (ଡିଏଚ୍‌ଏସ୍‌) ପକ୍ଷରୁ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ‘X’ରେ ଜାରି କରାଯାଇଥିବା ଏକ ବିଜ୍ଞାପନକୁ ନେଇ ସାରା ବିଶ୍ୱରେ ତୀବ୍ର…

ଲଘୁଚାପ ସକ୍ରିୟ: ଏହି ୧୦ ଜିଲାରେ ଛେଚିବ ବର୍ଷା, ସତର୍କ ସୂଚନା ଜାରି

ଭୁବନେଶ୍ୱର, ୧୧ା୯:ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଫଳରେ ଗୁରୁବାର ଅଧିକାଂଶ ଜିଲାରେ ବର୍ଷା ହୋଇଥିବାବେଳେ କଟକ ଜିଲା ବାଙ୍କୀଠାରେ ସର୍ବାଧିକ ୧୦୪ ମି.ମି. ବର୍ଷ…

ବାରିପଦାରୁ ୨ ଅଡିଟ୍ ଅଫିସର୍‌ଙ୍କୁ ଧରିଲା ବାଲେଶ୍ୱର ଭିଜିଲାନ୍ସ ଟିମ୍

ବାରିପଦା,୧୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ଆଦିବାସୀ ହଷ୍ଟେଲ ଗୁଡିକର ଅଡିଟ…

ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୧୧।୯(ପି.ଟି.): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (ବ୍ରେଣ୍ଟ କ୍ରୁଡ୍‌) ଦର ବୃଦ୍ଧି ଏବଂ ବୈଦେଶିକ ପୁଞ୍ଜି ପ୍ରତ୍ୟାହାର ଯୋଗୁ ଭାରତୀୟ ମୁଦ୍ରା ‘ଟଙ୍କା’ ମୂଲ୍ୟରେ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri