ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା: ଲୋକଙ୍କୁ ଫେରାଯିବ ବେଦାନ୍ତ ଜମି, ସରକାର ଏନେଇ…

ଭୁବନେଶ୍ୱର,୧୩ା୧୧: ପୁରୀରେ ଅନ୍ତର୍ଜାତୀୟ ସ୍ତରର ବିଶ୍ୱବିଦ୍ୟାଳୟ ସ୍ଥାପନ କରିବା ପାଇଁ ବେଦାନ୍ତ କମ୍ପାନୀ ନେଇଥିବା ଜମି ଲୋକଙ୍କୁ ଫେରସ୍ତ କରାଯିବ। ଜମି ଫେରସ୍ତ ପାଇଁ ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି।

ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି, ବେଦାନ୍ତ କମ୍ପାନୀର ଅନିଲ ଅଗ୍ରଓ୍ବାଲ ଫାଉଣ୍ଡେଶନ ପାଇଥିବା ଜମି ଲୋକଙ୍କୁ ଫେରାଯିବ। ଜମି ଫେରସ୍ତ ପାଇଁ ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ମୋଟ୍‌ ୩୩୪୨.୫୩ ଏକର ଘରୋଇ ଜମି ଅଧିଗ୍ରହଣ କରାଯାଇଥିଲା। ଜମିହରାଙ୍କୁ ଚିହ୍ନଟ କରି ସେମାନଙ୍କ ଜମି ଫେରସ୍ତ କରାଯିବ। ଏନେଇ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଆସନ୍ତା ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ବିଜ୍ଞପ୍ତି ପ୍ରକାଶ କରାଯିବ। ଲୋକଙ୍କୁ ସେମାନଙ୍କ ଜମି ମିଳିବା ସହ ସେମାନେ ଉକ୍ତ ଜମିକୁ ନିଜ ଦଖଲକୁ ନେବେ। ଫେରି ପାଉଥିବା ଜମିକୁ ସମ୍ପୃକ୍ତ ଲୋକଙ୍କ ନାଁରେ ପଞ୍ଜୀକରଣ କରାଯିବ। ଜମି ପାଇଁ ଲୋକମାନେ ପାଇଥିବା କ୍ଷତିପୂରଣ ସରକାରଙ୍କୁ ଫେରାଇବେ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମରଣାନ୍ତକ ଆକ୍ରମଣ କରି ଫସିଲେ, ମାସେ ପରେ ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri