ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ଚେତାବନୀ: ସମୟ ଅଛି ଜମି ଫେରାଅ ନଚେତ୍‌…

ଭୁବନେଶ୍ୱର,୧୧ା୧୨: ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମୟ ଅଛି ଜମି ଫେରାଅ, ନ ହେଲେ ଉଚ୍ଛେଦ ଖର୍ଚ୍ଚ ଟଙ୍କା ମଧ୍ୟ ଆଦାୟ କରାଯିବ।

ଜବରଦଖଲକାରୀଙ୍କ ଡାଟାବେସ୍‌ ପ୍ରସ୍ତୁତ ପାଇଁ ତହସିଲଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ମନ୍ତ୍ରୀ କହିଛନ୍ତି। ଏଥିସହିତ ମନ୍ତ୍ରୀ କହିଛନ୍ତି, ଆବଶ୍ୟକତା ପାଇଁ ଭୂମିହୀନ ଗରିବ ଜବରଦଖଲ କରିଥିଲେ ୪ ଡିସିମିଲ ପାଇବେ। ସମୟ ଅଛି ଛାଡ଼ି ଦିଅନ୍ତୁ ବୋଲି ପ୍ରଭାବଶାଳୀଙ୍କୁ କଡ଼ା ଦାଗିଦ୍‌ କରିଛନ୍ତି ମନ୍ତ୍ରୀ।

Dharitri – Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବଦଳିବ କ୍ୟାପିଟାଲ ହସ୍ପିଟାଲର କାୟାକଳ୍ପ: ୪୦କୁ ବୃଦ୍ଧି ପାଇବ ଆଇସିୟୁ ଶଯ୍ୟା ସଂଖ୍ୟା

ଭୁବନେଶ୍ୱର,୨୭।୧: ରାଜଧାନୀବାସୀଙ୍କ ପାଇଁ ଖୁସି ଖବର । ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲର ଭିତ୍ତିଭୂମି ଓ ସ୍ୱାସ୍ଥ୍ୟସେବାରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ମଙ୍ଗଳବାର ଅନୁଷ୍ଠିତ ରୋଗୀ…

ଦାଦନ ଖଟିବାକୁ ଯାଇ ଯୁବକ ନିଖୋଜ: ଖୋଜି ଆଣିବା ପାଇଁ ସ୍ତ୍ରୀଙ୍କ ନିବେଦନ

ରାୟଗଡା,୨୭।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲାରେ ଦିନକୁ ଦିନ ଦାଦନଙ୍କ ଦୁଃଖ ବଢ଼ୁଥିବା ଦେଖିବାକୁ ମିଳିଛି। ଗୋଟିଏ ପଟେ ଦାଦନ ଖଟିବାକୁ ଯାଇ କିଛି ମୃତ୍ୟୁବରଣ କରିଥିବା…

ଚର୍ଚ୍ଚାରେ ରାୟଗଡ଼ା ରାଜନୀତି: ୪ ଦିନ ତଳେ ଭାଜପାରେ ମିଶିଥିଲେ, ପୁଣି ବିଜେଡିକୁ ଫେରିଲେ; ଦିଲୀପଙ୍କ ନାଁରେ ଅଭିଯୋଗ…

ରାୟଗଡ଼ା,୨୭।୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି । ଭାଜପାରେ ମିଶିବାର ଚାରି ଦିନ ପରେ ପୁଣି ବିଜେଡିକୁ ଫେରିଛନ୍ତି…

ବାଇକ୍‌କୁ ଧକ୍କା ଦେଇ ଚାଲିଗଲା ଟ୍ରାକ୍ଟର; ଘଟଣାସ୍ଥଳରେ ଚାଲିଗଲା ବାଇକ୍‌ରେ…

ବଞ୍ଚୋ,୨୭।୧(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ବାଙ୍ଖିଡ଼ି ନିକଟରେ ମଙ୍ଗଳବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ ଟ୍ରାକ୍ଟର ଏକ…

ପ୍ରତିଶ୍ରୁତି ପାଳନ କରୁନି ଉତ୍କଳ ଆଲୁମିନା: ୦.୦୧% ଶେୟାର ଦାବିରେ ବିସ୍ଥାପିତ, ପ୍ରଭାବିତଙ୍କ ଧାରଣା

ରାୟଗଡ଼ା/ଟିକିରି,୨୭।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା)- ବକ୍ସାଇଟ ଖଣି ପାଇଁ ରାୟଗଡ଼ା ଜିଲାର କାଶୀପୁର ବ୍ଲକ ବିଶ୍ୱରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ବ୍ଲକ୍‌ରେ ରହିଥିବା…

ଡକରବାଡ଼ି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ବନ୍ଦ ଘଟଣା: ସମସ୍ତ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ, ଦରମା ବନ୍ଦ… 

ଦାରିଙ୍ଗବାଡ଼ି, ୨୭।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ପଞ୍ଚାୟତ ଡକରବାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବିନା ନୋଟିସରେ ତାଲା ପକାଇ ବନ୍ଦ ରଖିବା…

ହାଉସ୍‌ଓ୍ବାଇଫ୍‌ ବୋଲି ଚିନ୍ତିତ କି? ଘରୁ ଏହି ୫ ବ୍ୟବସାୟ ଆରମ୍ଭ କରି କରନ୍ତୁ ମୋଟା ଅଙ୍କର ରୋଜଗାର…

ନୂଆଦିଲ୍ଲୀ,୨୭।୧: ଆଜିକାଲି ସମୟରେ ଜଣେ ଗୃହିଣୀ ଘରେ ସୀମିତ ରହିବାକୁ ଚାହାଁନ୍ତି ନାହିଁ। ସେ ନିଜର ପରିଚୟ ତିଆରି କରିବାକୁ, ଆତ୍ମନିର୍ଭରଶୀଳ ହେବାକୁ ଏବଂ ପରିବାରର ଆୟରେ…

ଦେଓମାଳୀ ବୁଲିବାକୁ ଗଲାବେଳେ ଆଖିବୁଜିଲେ ଦୁଇ ସାଙ୍ଗ: ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି  ଅନ୍ୟଜଣେ

ପଟ୍ଟାଙ୍ଗି,୨୭।୦୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ କୁନ୍ଦୁଲି ହାଇସ୍କୁଲ ସମୁଖରେ ଏକ ପିକ୍‌ଅପ ଭ୍ୟାନ ସହ ମୋଟର ସାଇକେଲ ଧକ୍କା ହୋଇଛି। ଏଥିରେ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri