ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ଚେତାବନୀ: ସମୟ ଅଛି ଜମି ଫେରାଅ ନଚେତ୍‌…

ଭୁବନେଶ୍ୱର,୧୧ା୧୨: ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମୟ ଅଛି ଜମି ଫେରାଅ, ନ ହେଲେ ଉଚ୍ଛେଦ ଖର୍ଚ୍ଚ ଟଙ୍କା ମଧ୍ୟ ଆଦାୟ କରାଯିବ।

ଜବରଦଖଲକାରୀଙ୍କ ଡାଟାବେସ୍‌ ପ୍ରସ୍ତୁତ ପାଇଁ ତହସିଲଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ମନ୍ତ୍ରୀ କହିଛନ୍ତି। ଏଥିସହିତ ମନ୍ତ୍ରୀ କହିଛନ୍ତି, ଆବଶ୍ୟକତା ପାଇଁ ଭୂମିହୀନ ଗରିବ ଜବରଦଖଲ କରିଥିଲେ ୪ ଡିସିମିଲ ପାଇବେ। ସମୟ ଅଛି ଛାଡ଼ି ଦିଅନ୍ତୁ ବୋଲି ପ୍ରଭାବଶାଳୀଙ୍କୁ କଡ଼ା ଦାଗିଦ୍‌ କରିଛନ୍ତି ମନ୍ତ୍ରୀ।

Dharitri – Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବୁଲାଣିରେ ବସ ଓ କାର ମୁହାଁମୁହିଁ: ଚାଲିଗଲା ଚାଳକଙ୍କ ଜୀବନ, ୪ ଗୁରୁତର…

ଡୁଙ୍ଗୁରିପାଲି, ୨୮।୪ (ଦୀନବନ୍ଧୁ ସୁନା): ବରଗଡ଼ -ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି FCI ଓ…

ଇନଷ୍ଟାରୁ ପ୍ରେମ, ଶାରୀରିକ ସମ୍ପର୍କ ରଖିବା ସହ ଉଠାଇଥିଲେ ଫଟୋ-ଭିଡିଓ: ଭାଇରାଲ କରି ବନ୍ଧା ହେଲେ…

ରିଆମାଳ ୨୮|୪( ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ଥାନା ଅଞ୍ଚଳରେ ଜଣେ ଯୁବତୀକୁ ପ୍ରେମ କରି ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ପୁଲିସ ଜଣେ…

ଝାରମୁଣ୍ଡାରେ ଜଳ ସଙ୍କଟ, ନଳକୂପ ଅଚଳ: ନିଜ ପାଇଁ ନିଜେ ଅଣ୍ଟା ଭିଡ଼ି ପୋଖରୀକୁ ସଫେଇ କଲେ …

ଦାରିଙ୍ଗବାଡି, ୨୮।୪ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚକରେ ଏବେ ଗ୍ରୀଷ୍ମ ପ୍ରବାହ ପ୍ରଭାବରେ ଦେଖାଯାଇଛି ଜଳ ସଙ୍କଟ । ଏକାଧିକ ଗ୍ରାମରେ…

ହଠାତ୍‌ ଅନେକ ପେଟ୍ରୋଲ ପମ୍ପ ବନ୍ଦ; ମୁଖ୍ୟମନ୍ତ୍ରୀ ଡାକିଲେ ଜରୁରୀ ବୈଠକ, ଜାଣନ୍ତୁ କେଉଁଠି..

ନୂଆଦିଲ୍ଲୀ,୨୮ା୪: ପ୍ରତିଦିନ ଆମେ ପେଟ୍ରୋଲ ଦରରେ ପରିବର୍ତ୍ତ ଦେଖୁଛେ । ପେଟ୍ରୋଲ ଦର ପ୍ରତିଦିନ ସକାଳ ୬ଟାରେ ନୂଆ ଦର ଜାରି କରିଥାଏ । କିନ୍ତୁ ଏବେ…

୨୪ ଘଣ୍ଟାରେ ଏହି ୭ ଜିଲ୍ଲାରେ ପ୍ରବଳ ବର୍ଷା! ୫ ଯାଏ ବର୍ଷା ଆଲର୍ଟ ଜାରି

ତାତିରେ ଲାଗିବ ବ୍ରେକ। ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପ୍ରବଳ ଖରା ଓ ଗରମ ଭିତରେ କାଳବୈଶାଖୀ ବର୍ଷା କିଛିମାତ୍ରାରେ…

ବିଳମ୍ବରେ ଚିକିତ୍ସା ପାଇଁ ଚାଲିଗଲା ରୋଗୀଙ୍କ ଜୀବନ! ସାକ୍ଷୀଗୋପାଳ ଡାକ୍ତରଖାନାରେ ଉତ୍ତେଜନା, ଅବହେଳାରୁ…

ସାକ୍ଷୀଗୋପାଳ,୨୮। ୪ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସାକ୍ଷୀଗୋପାଳ ଡାକ୍ତରଖାନାକୁ ଆସିଥିବା ଜଣେ ରୋଗୀଙ୍କର ମଙ୍ଗଳବାର ଚିକିତ୍ସା ଅବହେଳାରୁ ମୃତ୍ୟୁ ଘଟିବା ଅଭିଯୋଗ ହୋଇଛି। ଏହି ଘଟଣାକୁ…

‘ ବୁଢ଼ୀ ଠାକୁରାଣୀଙ୍କ  ଯାତ୍ରା ମହୋତ୍ସବ : ଆଗାମୀ ୨ ବର୍ଷ ପାଇଁ ମା ‘ଙ୍କୁ ମେଲାଣି

ଦିଗପହଣ୍ଡି,୨୮|୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମରେ ଚୈତ୍ର ଶୁକ୍ଳ ନବମୀ ତିଥି ଗତ ମାର୍ଚ୍ଚ ୨୭ ତାରିଖରୁ ୧ ମାସ…

ସରପଞ୍ଚଙ୍କ ତତ୍ତ୍ୱାବଧାନରେ ପରିବେଶର ସୁରକ୍ଷା

ପୁରୁଷୋତ୍ତମପୁର,୨୮ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ କେଏନପୁର ପଞ୍ଚାୟତ ପକ୍ଷରୁ ପରିବେଶ ସୁରକ୍ଷା ଓ ପରିମଳ ସଚ୍ଚେତନତା କାର୍ଯ୍ୟକ୍ରମ ମଙ୍ଗଳବାର ସରପଞ୍ଚ ରାଜଲକ୍ଷ୍ମୀ ବେହେରାଙ୍କ ତତ୍ତ୍ୱାବଧାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri