ବିଧାନସଭା ଗୃହ କମିଟିର ସମୀକ୍ଷା ବୈଠକ

ଭଦ୍ରକ ଅଫିସ,୨୯।୬: ଭଦ୍ରକ ସହର ପାନ୍ଥନିବାସରେ ବୁଧବାର ଓଡ଼ିଶା ବିଧାନ ସଭା ଗୃହ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଗୃହ କମିଟିର ଅଧ୍ୟକ୍ଷ ବିଧାୟକ ଅମର ଶତପଥୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଗୃହ କମିଟିର ସଦସ୍ୟ ବିଧାୟକ ଅନନ୍ତ ଦାଶ, ବିଧାୟକ ଭୂପିନ୍ଦର ସିଂ, ବିଧାୟକ ପ୍ରଫୁଲ୍ଲ ସାମଲ, ବିଧାୟକ ଅରବିନ୍ଦ ଢାଲି, ବିଧାୟକ ସଞ୍ଜିବ କୁମାର ମଲ୍ଲିକ, ବିଧାୟକ ସ୍ବରୂପ ଦାଶ, ଜିଲାପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ଯେନା, ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦାର, ଏସ୍‌ପି ଚରଣ ସିଂ ମୀନା, ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣିନାୟକ ପ୍ରମୁଖ ଯୋଗ ଦେଇ ସରକାରୀ ଯୋଜନା ଓ ବିଭିନ୍ନ ବିଭାଗ ପକ୍ଷରୁ ଜିଲାରେ ହୋଇଥିବା ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଥିଲେ । କାର୍ଯୟକ୍ରମରେ ସମସ୍ତ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଋଷିକୂଲ୍ୟା ଶଯ୍ୟାରେ ମଙ୍ଗୋଲିଆ ପକ୍ଷୀ

ଗଞ୍ଜାମ,୨୧ା୧(ଡି.ଏନ୍‌.ଏ.): ଗଞ୍ଜାମ ସହର ପୋତାଗଡ଼ ନିକଟସ୍ଥ ଋଷିକୂଲ୍ୟା ନଦୀ ବାଲୁକା ଶଯ୍ୟାରେ ଗତ କିଛିଦିନ ହେବ ଶହଶହ ମଙ୍ଗୋଲିଆ ପକ୍ଷୀ ଦେଖିବାକୁ ମିଳୁଛି। ହିମାଳୟଠାରେ ଅତ୍ୟଧିକ...

ସ୍ବର୍ଗଦ୍ବାରରେ ପଦ୍ମଶ୍ରୀ ରଜତ କରଙ୍କ ଶେଷକୃତ୍ୟ ସମ୍ପନ୍ନ

ପୁରୀ ଅଫିସ,୯।୫: ବିଶିଷ୍ଠ ସାହିତ୍ୟିକ ତଥା ପଦ୍ମଶ୍ରୀ ରଜତ କରଙ୍କ ସୋମବାର ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପଦ୍ମଶ୍ରୀ ରଜତ...

ହାତୀମୃତ୍ୟୁ ବୃଦ୍ଧିକୁ ନେଇ ଉଦ୍‌ବେଗ

କଟକ ଅଫିସ,୨୧ା୧୦: ରାଜ୍ୟରେ ଅନିୟନ୍ତ୍ରିତ ହାତୀମୃତ୍ୟୁକୁ ରୋକିବା ନିମନ୍ତେ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ଓ ବନ ବିଭାଗ ଅଧିକାରୀଙ୍କୁ ନେଇ ଏକ ଜଏଣ୍ଟ ଟାସ୍କଫୋର୍ସ ଗଠନ...

ତୁହାକୁତୁହା ବର୍ଷା, ଚାଷୀ ଆଖିରେ ଲୁହ

କେନ୍ଦ୍ରାପଡ଼ା ଅଫିସ,୬ା୧୨: କେନ୍ଦ୍ରାପଡ଼ା ଜିଲାରେ ଗତ ଦୁଇଦିନ ଧରି ଝିପିଝିପି ବର୍ଷା ହେଉଥିଲା। ରବିବାର ସକାଳଠାରୁ ବାତ୍ୟା ଜଓ୍ବାଦ ପ୍ରଭାବରେ ତୁହାକୁ ତୁହା ବର୍ଷା ହେଉଛି।...

ଛୁଆକୁ ମାରି ସାବତ ମା’ଙ୍କ ଆତ୍ମହତ୍ୟା ଘଟଣା: ସ୍ବାମି ଗିରଫ

କଟକ ଅଫିସ,୧୭।୧: କଟକ ଶ୍ରୀରାମନଗରରେ ଦୁଇ ବର୍ଷର ଶିଶୁ ପୁତ୍ରକୁ ମାରି ସାବତ ମା’ର ଆତ୍ମହତ୍ୟା ଘଟଣାରେ ମଙ୍ଗଳବାର ମୃତ ମହିଳା ଶିଳ୍ପୀଙ୍କ ସ୍ବାମୀ ସନ୍ତୋଷ...

ଧାନ ଖାଇଲା, ପାଚେରି ଭାଙ୍ଗିଲା

ଚୌଦ୍ୱାର,୨୦ା୧(ଡି.ଏନ୍‌.ଏ.): ଟାଙ୍ଗୀ-ଚୌଦ୍ୱାର ବ୍ଲକ ବଡ଼ସାମନ୍ତରାପୁର ପଞ୍ଚାୟତ ସର୍ଦ୍ଦାରଖରିଦା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ହାତୀ ଉପଦ୍ରବ ଦେଖିବାକୁ ମିଳିଥିଲା। ଉକ୍ତ ଗ୍ରାମର ଜଗୁ ରାଉତଙ୍କ ବାରିରେ...

ନଦୀ ପାର ଦନ୍ତାର ନରସଂହାର

ଅନୁଗୋଳ ଜିଲାରେ ଅନେକ ସମୟରେ ହାତୀକୁ ନେଇ ଆତଙ୍କ ଦେଖାଯାଉଛି। କେତେବେଳେ ହାତୀ ଗଁ। ନିକଟକୁ ଆସି ଫସଲ ଖାଇବା ସହ ନଷ୍ଟ କରୁଛନ୍ତି ତ...

ଗ୍ରୀନ୍‌, ୟେଲୋକୁ ଟପି ଅରେଞ୍ଜ ଜୋନ୍‌ରେ କେନ୍ଦ୍ରାପଡ଼ା

କେନ୍ଦ୍ରାପଡ଼ା ଅଫିସ,୧୧ା୧୧: କେନ୍ଦ୍ରାପଡ଼ା ଜିଲାରେ ଦିନକୁଦିନ ବାୟୁ ପ୍ରଦୂଷଣ ବଢ଼ି ଚାଲିଛି। ବାୟୁ ଗୁଣବତ୍ତା ସୂଚୀର ୨୨୫କୁ ଛୁଇଁ ଏକ ଉଦ୍‌ବେଗଜନକ ପରିସ୍ଥିତି ସୃଷ୍ଟି କରିଛି।...

Advertisement
Archives

Model This Week