ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ସମୀକ୍ଷା: ୫ ମିନିଟ୍‌ରେ ଗାଇଲେ ୨୮ ହିନ୍ଦୀ ଦେଶାତ୍ମବୋଧକ ସଙ୍ଗୀତ

ବାଲିଆ,୧୫ା୫: ଜଗତ୍‌ସିଂହପୁର ଜିଲା ବିରିଡି ବ୍ଲକ ଅନ୍ତର୍ଗତ କୂଳକଇଜଙ୍ଗା ଗ୍ରାମର ସାଇସମୀକ୍ଷା ସ୍ବାଇଁ (୮) ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ସ୍ଥାନ ପାଇଛନ୍ତି। ୪ ମିିନିଟ ୨୦ ସେକେଣ୍ଡରେ ୨୮ଟି ହିନ୍ଦୀ ଦେଶାତ୍ମବୋଧକ ଗୀତ ଗାଇ ସେ ଏହି ଗୌରବ ହାସଲ କରିଛନ୍ତି। ୧୫ ପୃଷ୍ଠା ସମ୍ବଳିତ ୨୮ଟି ଗୀତକୁ ନିର୍ଦ୍ଧାରିତ ସମୟ ଅର୍ଥାତ୍‌ ୫ ମିନିଟ ପୂର୍ବରୁ ସେ ଗାଇ ଶେଷ କରିଛନ୍ତି। ଭବିଷ୍ୟତରେ ଗିନିଜ ବୁକ ଅଫ ୱାର୍ଲ୍‌ଡ୍‌ ରେକର୍ଡରେ ସ୍ଥାନ ପାଇବାକୁ ଉଦ୍ୟମ ଜାରି ରଖିଛନ୍ତି ବୋଲି ସାଇ ସମୀକ୍ଷା କହିଛନ୍ତି। ପୂର୍ବରୁ ସେ ବିଭିନ୍ନ ରାଜ୍ୟ ଓ ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଭାଗ ନେଇ ୨୦୦ରୁ ଊର୍ଦ୍ଧ୍ୱ ପୁରସ୍କାର ପାଇଛନ୍ତି। ଏହି ସଫଳତାର ଶ୍ରେୟ ସେ ମା’ଓ ବାପାଙ୍କୁ ଦେଇଛନ୍ତି। ତାଙ୍କର ଏହି ସଫଳତା ପାଇଁ ବାପା ଜନରଞ୍ଜନ ସ୍ବାଇଁ ଏବଂ ମା’ ଶୁଭସ୍ମିତା ସ୍ବାଇଁ ଖୁସିବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri