୪ ଜିଲା ପରିଷଦମାନଙ୍କ ସମୀକ୍ଷା ବୈଠକ: ପଡିରହିଥିବା ପ୍ରକଳ୍ପ ନଭେମ୍ବର ୨୦୨୫ ସୁଦ୍ଧା ସମ୍ପୂର୍ଣ କରିବାକୁ ନିର୍ଦ୍ଦେଶ

ଅନୁଗୋଳ, ୨୭।୯(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ପ୍ରଦକ୍ଷଣ ଗୃହ (ସର୍କିଟ ହାଉସ) ସମ୍ମିଳନୀ କକ୍ଷରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ନିର୍ଦ୍ଦେଶ କ୍ରମେ ଚାରି ଗୋଟି ଜିଲା ଯଥା କଟକ, ଢେଙ୍କାନାଳ ଦେବଗଡ଼, ଅନୁଗୋଳର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲା ପରିଷଦମାନଙ୍କର ଏକ ସମୀକ୍ଷା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏଥିରେ ଗିରିଶ ଏସ. ଏନ, ଆୟୁକ୍ତ ତଥା ଶାସନ ସଚିବ ଅଧ୍ୟକ୍ଷତା କରିଥିଲେ।

ଏହି ସମୀକ୍ଷା ବୈଠକରେ ନିର୍ଦ୍ଦେଶକ ସ୍ବତନ୍ତ୍ର ପ୍ରକଳ୍ପ, ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପଞ୍ଚାୟତିରାଜ ଯୋଗଦେଇ ବିଭିନ୍ନ ଯୋଜନା ଗୁଡିକର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ । ସମୀକ୍ଷା ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନରେ ଥିବା (ମନରେଗା), ଗ୍ରାମୀଣ ଗୃହ ନିର୍ମାଣ, ବିକଶିତ ଗାଁ ଓ ବିକଶିତ ଓଡ଼ଶା ଇତ୍ୟାଦି ଯୋଜନାର ସମୀକ୍ଷା କରାଯାଇଥିଲା। ବୈଠକରେ ନିର୍ଦ୍ଦେଶକ ସ୍ବତନ୍ତ୍ର ପ୍ରକଳ୍ପ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନା ଏବଂ ଅନ୍ତୋଦୟ ଗୃହ ଯୋଜନା ଅଗ୍ରଗତି ଉପରେ ଆଲୋଚନା କରି ଅସମ୍ପୂର୍ଣ ଗୃହଗୁଡିକୁ ସମ୍ପୂର୍ଣ କରିବା ପାଇଁ ବିଭିନ୍ନ ଜିଲାରୁ ଆସିଥିବା ମୁଖ୍ୟ ଉନ୍ନୟନ ଅଧିକାରୀ କହିଛନ୍ତି।

 

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri