ବିଓଆଇ ଶାଖା ମୁଖ୍ୟଙ୍କ ସମୀକ୍ଷା ବୈଠକ

ଭୁବନେଶ୍ୱର,୧୯।୭: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ଭୁବନେଶ୍ୱର ଅଞ୍ଚଳ ଅନ୍ତର୍ଗତ ୭୮ଟି ଶାଖାର ଶାଖା ମୁଖ୍ୟମାନଙ୍କର ଏକ ସମୀକ୍ଷା ବୈଠକ ନିକଟରେ ବ୍ୟାଙ୍କର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବିଓଆଇ ରାଷ୍ଟ୍ରୀୟ ବ୍ୟାଙ୍କିଙ୍ଗ୍‌ ସମୂହର ଓଡ଼ିଶା ମହାପ୍ରବନ୍ଧକ ବିକ୍ରମ କେଶରୀ ମିଶ୍ରଙ୍କ ସଭାପତିତ୍ୱରେ ଏକ ସ୍ବତନ୍ତ୍ର ସଭାର ଆୟୋଜନ ହୋଇଥିଲା। ବିଶେଷ କରି ସମାଜର ବିକାଶ କ୍ଷେତ୍ରରେ ବ୍ୟାଙ୍କର ଭୂମିକା ଆଗାମୀ ଦିନରେ କ’ଣ ରହିବ ତା’ ଉପରେ ମିଶ୍ର ବିସ୍ତୃତ ଆଲୋକପାତ କରିଥିଲେ। ସେହିଭଳି ବ୍ୟାଙ୍କ ଏବଂ ଭାରତ ସରକାରଙ୍କ ବିଭିନ୍ନ ଯୋଜନା କିଭଳି ରାଜ୍ୟର କୋଣ ଅନୁକୋଣରେ ପହଞ୍ଚତ୍ବା ସହିତ ଉନ୍ନତମାନର ବ୍ୟାଙ୍କିଙ୍ଗ୍‌ ସେବା ରାଜ୍ୟବାସୀ (ଗ୍ରାହକ)ଙ୍କୁ ଯୋଗାଇ ଦେବା ବ୍ୟାଙ୍କର ମୂଳ ଲକ୍ଷ୍ୟ ବୋଲି ମିଶ୍ର ମତପ୍ରକାଶ କରିଥିଲେ। ଅପରପକ୍ଷରେ ବ୍ୟାଙ୍କର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ଆଞ୍ଚଳିକ ପ୍ରବନ୍ଧକ ତଥା ଉପ-ମହାପ୍ରବନ୍ଧକ ଏସ୍‌.ମଳୟ ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଉପରୋକ୍ତ କାର୍ଯ୍ୟକ୍ରମର ସଫଳ ରୂପାୟନ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ବ୍ୟାଙ୍କର ଉପ-ଅଞ୍ଚଳ ମୁଖ୍ୟ ଆଶୋକ କୁମାର ଜେନା ଓ ଅନ୍ୟମାନେ ଉପସ୍ଥିତ ଥିଲେ। ପରିଶେଷରେ ବିଭିନ୍ନ ବ୍ୟବସାୟିକ ପାରାମିଟର ଦ୍ୱାରା ଉତ୍ତମ ପ୍ରଦର୍ଶନକାରୀ ଶାଖାଗୁଡିକୁ ବ୍ୟାଙ୍କ ପକ୍ଷରୁ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?