Posted inଜାତୀୟ

କୋଭିଡ୍‌ ସ୍ଥିତିକୁ ନେଇ ବସିବ ସମୀକ୍ଷା ବୈଠକ

ନୂଆଦିଲ୍ଲୀ, ୨୭।୧: କୋଭିଡ୍‌ ସ୍ଥିତିକୁ ନେଇ ଦିଲ୍ଲୀର ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ଗୁରୁବାର ଏକ ସମୀକ୍ଷା ବୈଠକ କରିବେ। ଏହି ବୈଠକ ରାଜ୍ୟପାଳ ଅନୀଲ ବାଇଜଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ମଧ୍ୟ୍ୟାହ୍ନ ୧୨.୩୦ରେ ବୈଠକ ହେବାକୁ ଧାର୍ଯ୍ୟ କରାଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଯୋଗ ଦେବେ। ସହରର କୋଭିଡ୍‌ ସ୍ଥିତିର ଉନ୍ନତିକୁ ଦୃଷ୍ଟିରେ ରଖି ଅଧିକାରୀମାନେ ୱିକେଣ୍ଡ କର୍ଫ୍ୟୁ ଉଠାଇବା ଏବଂ ବିଦ୍ୟାଳୟ ଖୋଲିବା ପ୍ରସଙ୍ଗ ମଧ୍ୟ ଆଲୋଚନା କରିବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେଲେ ରାଜଭର

ଲକ୍ଷ୍ନୌ,୧୫।୭: ସୁହେଲଦେବ ଭାରତୀୟ ସମାଜ ପାର୍ଟି(ଏସ୍‌ବିଏସ୍‌ପି)ସଭାପତି ଓମ ପ୍ରକାଶ ରାଜଭର ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଷ୍ଟ୍ରପତି ନିର୍ବାଚନରେ ସେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ...

ହାଇକୋର୍ଟ ମୁଖ୍ୟ ବିଚାରପତି ପଦ ପାଇଁ ୫ ନାମ ସୁପାରିସ

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଧାନ ବିଚାରପତି ଏନ୍‌.ଭି. ରମନାଙ୍କ ଅଧ୍ୟକ୍ଷତାରେ ସୁପ୍ରିମକୋର୍ଟ କଲେଜିୟମ ବିଭିନ୍ନ ହାଇକୋର୍ଟର ମୁଖ୍ୟ ବିଚାରପତି ପଦବୀକୁ ପଦୋନ୍ନତି ନିମନ୍ତେ ୫ ବିଚାରପତିଙ୍କ ନାମ...

କରୋନା ମାମଲା ହ୍ରାସ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୩।୩: ଦେଶରେ ଗତ ୨ବର୍ଷ ହେଲା କରୋନା ତାଣ୍ଡବ ରଚୁଛି। କରୋନାକୁ ହରାଇବା ପାଇଁ କେନ୍ଦ୍ର ସରକାରକ ବିଭିନ୍ନ ପ୍ରତିବନ୍ଧ ଲାଗୁ କରିଛନ୍ତି। ସମୟକ୍ରମେ କେତେକ...

ଦେଶଦ୍ରୋହ ଆଇନର ପୁନର୍ବିଚାର କରିବ କେନ୍ଦ୍ର

ନୂଆଦିଲ୍ଲୀ,୧୦।୫: ଦେଶଦ୍ରୋହ ଆଇନ ଯଥାର୍ଥ ଏବଂ ଏହାର ପୁନଃ ସମୀକ୍ଷା କରିବାର ଆବଶ୍ୟକତା ନାହିଁ ବୋଲି କେନ୍ଦ୍ର ସରକାର ଦୁଇଦିନ ପୂର୍ବରୁ ସୁପ୍ରିମକୋର୍ଟଙ୍କୁ ଜଣାଇଥିଲେ। ସୋମବାର...

ସ୍ତ୍ରୀଙ୍କ ଇଚ୍ଛାକୁ କରିବେ ପୂରଣ, ଚାକିରିରୁ ଅବସର ନେବା ଦିନ ହେଲିକପ୍ଟରରେ ଗାଁକୁ ଆସିବେ ଏହି ବ୍ୟକ୍ତି

ଗାଜିଆବାଦ୍‌,୩୦।୮: ସ୍ତ୍ରୀଙ୍କ ଇଚ୍ଛାକୁ ପୂରଣ କରିବାକୁ ଯାଇ ଚାକିରିରୁ ଅବସର ନେବା ଦିନ ହେଲିକପ୍ଟରରେ ଗାଁକୁ ଆସିବେ ଗାଜିଆବାଦ୍‌ର ଜଣେ ବ୍ୟକ୍ତି। ଏଥିପାଇଁ ଆଗୁଆ ୪ଲକ୍ଷ...

ପୁଣି ବଢ଼ିଲା ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୭।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର...

ପୁଣି ଏହି ରାଜ୍ୟରେ ହୋଇପାରେ ଲକ୍‌ଡାଉନ!

ଚଣ୍ଡିଗଡ଼,୨୨।୧୧: ଦେଶରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ପୁଣି ଥରେ ଏହାର ଆତଙ୍କ ଦେଖିବାକୁ ମିଳିଛି। ଭାରତର କେତୋଟି ରାଜ୍ୟରେ ପୁଣି ଥରେ କରୋନା...

ଓଏନ୍‌ଜିସି ପ୍ଲାଣ୍ଟରେ ଭୟାବହ ଅଗ୍ନିକାଣ୍ଡ

ମୁମ୍ବାଇ,୩।୯: ମହାରାଷ୍ଟ୍ର ମୁମ୍ବାଇଠାରେ ଥିବା ଅଏଲ୍‌ ଆଣ୍ଡ ନ୍ୟାଚୁରାଲ ଗ୍ୟାସ କର୍ପୋରେଶନ(ଓଏସ୍‌ଜିସି)ର ଏକ ପ୍ଲାଣ୍ଟରେ ମଙ୍ଗଳବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ନଭି ମୁମ୍ବାଇରେ ଥିବା ଓଏନ୍‌ଜିସିର...

Advertisement
Archives

Model This Week