କୋଭିଡ୍‌ ସ୍ଥିତି ନେଇ ବସିବ ସମୀକ୍ଷା ବୈଠକ

ଭୁବନେଶ୍ୱର,୧୮।୧(ବ୍ୟୁରୋ) : ରାଜ୍ୟରେ କୋଭିଡ୍‌ ସଂକ୍ରମଣ ବଢିଚାଲିଛି। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ସ୍ଥିତି ନେଇ ମଙ୍ଗଳବାର ଅପରାହ୍ନ ୫ଟାରେ ସମୀକ୍ଷା ବୈଠକ କରିବେ । ରାଜ୍ୟରେ ଏବେ କରୋନାର ଦୈନିକ ସଂକ୍ରମଣ ୧୦ ହଜାର ଉପରେ ରହୁଛି । ଯାହାକି ଏବେ ଚିନ୍ତା ବଢାଇଛି। କିଛି ଦିନ ତଳେ ମଧ୍ୟ ମୁଖ୍ୟମନ୍ତ୍ରୀ ରାଜ୍ୟରେ କୋଭିଡ୍‌ ସ୍ଥିତିର ସମୀକ୍ଷା କରିଥିଲେ । ଆଜି ପୁଣି ଥରେ ବରିଷ୍ଠ ଅଧିକାରୀଙ୍କ ସହ ମୁଖ୍ୟମନ୍ତ୍ରୀ ରାଜ୍ୟର କୋଭିଡ ସ୍ଥିତିର ସମୀକ୍ଷା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri