Posted inଜାତୀୟ

କୋଭିଡ଼ ସ୍ଥିତିକୁ ନେଇ ବସିବ ସମୀକ୍ଷା ବୈଠକ

ନୂଆଦିଲ୍ଲୀ, ୨୭।୪: ଦେଶରେ କୋଭିଡ଼ ସଂକ୍ରମଣ ଧିରେ ଧିରେ ବଢିବାରେ ଲାଗିଛି। ତେବେ ଏ ନେଇ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଦେଶର କୋଭିଡ ସ୍ଥିତି ସମୀକ୍ଷା କରିବେ। ଏହି ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମଧ୍ୟାହ୍ନ ୧୨ଟାରେ ହେବା ନେଇ ସୂଚନା ମିଳିଛି । ଏହି ସମୀକ୍ଷା ବୈଠକରେ ପ୍ରଧାନମନ୍ତ୍ରୀ ଓ ତାଙ୍କ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀଙ୍କ ବ୍ୟତୀତ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭୀୟ ଉପସ୍ଥିତ ରହିବେ।
ପୂର୍ବରୁ ମଧ୍ୟ କୋଭିଡ଼ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ରାଜ୍ୟ ସମସ୍ତ ମୁଖ୍ୟମନ୍ତ୍ରୀ ଓ ଜିଲାପାଳଙ୍କ ସହ ଆଲୋଚନା କରିସାରିଛନ୍ତି। ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଚିନ୍ତା ବଢାଇବାରେ ଲାଗିଲାଣି । ତେବେ ଆଜିର ସମୀକ୍ଷା ବୈଠକ ପରେ କିଛି ନୂଆ ନିଷ୍ପତ୍ତି ହେବା ନେଇ ଆଶା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri