Posted inଆମ ଜିଲା ଖବର, କୋରାପୁଟ View All
ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି
ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍ର…
କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା
ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…
୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା
ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…
ଖଡ଼ିଆଳ କଲେଜ ସାଇନ୍ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ
ଖଡ଼ିଆଳ,୧୧ା୧୦(ସୁଜିତ୍ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…
ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼
ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…
କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି
କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…
ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…
ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…
ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ
ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…

