କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବିଭିନ୍ନ ପ୍ରକଳ୍ପ ଅନୁଧ୍ୟାନ

ଗଞ୍ଜାମ,୨୧ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର ସହରରେ ନୂତନ ଭାବେ ଚାଲିଥିବା ବିଭିନ୍ନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କରିଥିଲେ। ମିଶନ ଶକ୍ତି ଗୃହ, କଲ୍ୟାଣ ମଣ୍ଡପ, ଏବଂ ପାର୍କ ଆଦି କାମ ଶୀଘ୍ର ସମ୍ପୂର୍ଣ୍ଣ କରିବାକୁ କନିଷ୍ଠଯନ୍ତ୍ରୀ ମାନସ ରଞ୍ଜନ ପଣ୍ଡାଙ୍କୁ ପରାମର୍ଶ ଦେଇଛନ୍ତି। ଏଥିସହ ବଡ଼ବଜାର ଭାରତୀ ବିଦ୍ୟାପୀଠ ହାଇସ୍କୁଲଠାରେ ଓ୍ବାଟର ଫଲ୍‌ ଡିଜାଇନ କାମ ସମ୍ପୂର୍ଣ୍ଣ ହୋଇଥିବା ଦେଖି ସେ ଖୁସି ବ୍ୟକ୍ତ କରିଥିଲେ। କନିଷ୍ଠ ଯନ୍ତ୍ରୀଙ୍କ ସମେତ ଭାଗ୍ୟଶ୍ରୀ ନାୟକ, ସୁମିତ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭୁଶୁଡ଼ିଲା ଭିଜିଲାନ୍ସ କାର୍ଯ୍ୟାଳୟ ପାଚେରି

ଛତ୍ରପୁର,୪ା୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରେ ସମଗ୍ର ଗଞ୍ଜାମ ଜିଲା ବେହାଲ ହୋଇପଡ଼ିଛି। ଇତିମଧ୍ୟରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଭିଜିଲାନ୍ସ…

ବିଜେଡ଼ି ନେତା ଭୃଗୁ ବକ୍ସିପାତ୍ରଙ୍କ ହୁମ୍ମା ରେଳ ଷ୍ଟେଶନ ଗ୍ରସ୍ତ, ଯାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ କଲେ ଆଲୋଚନା

ଗଞ୍ଜାମ,୪।୭,(ବିଦ୍ୟାଧର ସାହୁ ): ବରିଷ୍ଟ ବିଜେଡ଼ି ନେତା ତଥା ରାଜ୍ୟ ବିଜେଡ଼ି ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ହୁମ୍ମା ରେଳ ଷ୍ଟେଶନରେ ପହଞ୍ଚି ଯାତ୍ରୀଙ୍କ ସୁବିଧା ଏବଂ…

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: ସୁନା-ରୁପା ଅଳଙ୍କାର ଜବତ, ୪ ଡକାୟତଙ୍କୁ ଗିରଫ କରି…

ଭଞ୍ଜନଗର,୪ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ମାସ ହେବ ଚୋରି, ଡକାୟତି ବଢ଼ିଯାଇଛି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି।…

ଘୋଡାହାଡ ଡ଼୍ୟାମରୁ ଛଡାଯିବ ପାଣି: ନଦୀ ତଟବର୍ତ୍ତିି ଗ୍ରାମକୁ ସତର୍କ

ଦିଗପହଣ୍ଡି,୪|୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି।ଏହାର ପ୍ରଭାବରେ ଶନିବାର ଠାରୁ  ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ…

ହୋଇପାରୁନି ସରକାର-ଡାକ୍ତରଙ୍କ ସହ ବୁଝାମଣା: ୪ PHC ସମ୍ପୂର୍ଣ୍ଣ ଠପ୍‌, CHC ଭରସା ମାତ୍ର ଜଣେ ଡାକ୍ତର

ଜଗନ୍ନାଥ ପ୍ରସାଦ ,୪।୭(ବିଭୁ ପ୍ରସାଦ ପଟ୍ଟନାୟକ): ରାଜ୍ୟରେ ସରକାର ଏବଂ ଆନ୍ଦୋଳନରତ ଡାକ୍ତରମାନଙ୍କ ମଧ୍ୟରେ ଚାଲିଥିବା ଆଲୋଚନା ବିଫଳ ହେବା ପରେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ…

ଚଳଚଞ୍ଚଳ ଚାଷୀ: ଲଗାଣ ବର୍ଷାରେ ଜମିରେ ବୁଡ଼ିଲା ବିହନ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ):ଲଘୁଚାପଜନିତ ବର୍ଷା ଶୁକ୍ରବାରଠାରୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ଆରମ୍ଭ ହୋଇଛି l ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଚାଷୀକୁଳ l ଯେହେତୁ ଗତ କିଛି ଦିନ ତଳେ…

ଗଞ୍ଜାମ ମହାବିଦ୍ୟାଳୟକୁ ବଡ଼ ସଫଳତା: ୮ ଏନ୍‌ସିସି କ୍ୟାଡେଟ ଅଗ୍ନିବୀର ମନୋନୀତ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟକୁ ମିଳିଛି ବଡ଼ ସଫଳତା। ଏକାଥରରେ ୮ ଜଣ ଏନ୍‌ସିସି କ୍ୟାଡେଟ ଭାରତୀୟ ସଶସ୍ତ୍ର ବାହିନୀର ଅଗ୍ନିବୀର ଭାବେ ମନୋନୀତ ହୋଇ ମହାବିଦ୍ୟାଳୟ…

ପରିବେଶର ସନ୍ତୁଳନ ରକ୍ଷା ନିହାତି ଆବଶ୍ୟକ: ଔଷଧୀୟ ଚାରା ରୋପଣ

ଦିଗପହଣ୍ଡି,୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ୭୭ତମ ବନ ମହୋତ୍ସବ ସପ୍ତାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri