କୋଭିଡ୍‌ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: କହିଲେ ଅଧିକ ସତର୍କତା ହିଁ ଆମକୁ ସୁରକ୍ଷିତ ରଖିବ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ସ୍ଥିତି, ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ କୋଭିଡ ସହାୟତା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତ କିଛି ସପ୍ତାହ ହେଲା ରାଜ୍ୟରେ ପଜିଟିଭ୍‌ ହାର କମିଥିଲେ ମଧ୍ୟ, କେତେକ ଜିଲାରେ ସଂକ୍ରମଣ ସ୍ଥିତିରେ ଆହୁରି ଉନ୍ନତି ଆସିବାକୁ ବାକି ଅଛି । ଯଦିଓ ପରିସ୍ଥିତି ନିୟନ୍ତ୍ରଣାଧୀନ, ତଥାପି ଆତ୍ମସନ୍ତୋଷ ନୁହେଁ, ଅଧିକ ସତର୍କତା ହିଁ ଆମକୁ ସୁରକ୍ଷିତ ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତେଣୁ ଲୋକମାନେ ଯେପରି ଅଯଥାରେ ଗହଳି ନ କରିବେ, ତାକୁ ଦୃଷ୍ଟିରେ ରଖି କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ବିଶେଷଜ୍ଞମାନଙ୍କର ମତକୁ ନେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯଦି ଅଗଷ୍ଟ ଶେଷ ବେଳକୁ ତୃତୀୟ ଲହର ଆସେ, ସେଥିପାଇଁ ଆମକୁ ଏହାର ପୂର୍ଣ୍ଣ ପ୍ରସ୍ତୁତିର ସହ ମୁକାବିଲା କରିବାକୁ ହେବ । ସ୍ବାସ୍ଥ୍ୟସେବା ରାଜ୍ୟ ସରକାରଙ୍କର ସର୍ବୋଚ୍ଚ ପ୍ରାଥମିକତା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାଣ୍ଡରେ ପଡି ହାଟରେ ଗଡିଲା ଭାଜପାର ଗୋଷ୍ଠୀ କନ୍ଦଳ: ଫଳକରେ ଏମ୍‌ପିଙ୍କ ନାମ ନଥିବାରୁ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ରାଜ୍ୟରେ ପ୍ରଥମଥର ଭାଜପା ସରକାରକୁ ଆସିଥିବା ବେଳେ କିପରି ଦଳ ସୁଦୃଢ ହେବ, ସଂଗଠନ ବଢିବ ସେନେଇ ଜାତୀୟସ୍ତରରୁ ଆରମ୍ଭକରି ରାଜ୍ୟସ୍ତରର ନେତାମାନେ…

ଟ୍ରମ୍ପଙ୍କୁ ଆଖି ଦେଖାଇଲା ପାକିସ୍ତାନ: ଚୁକ୍ତି ସ୍ବାକ୍ଷର କରିବାକୁ ସିଧା ସିଧା କଲା ମନା

ଇସଲାମାବାଦ୍‌,୨୬।୫: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଏବଂ ସେନା ଅଧ୍ୟକ୍ଷ ଅସୀମ ମୁନିର ଆମେରିକା ପ୍ରତି ଯେତେ ପ୍ରେମ ଦେଖାଉଥିଲେ ମଧ୍ୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାହାକୁ…

ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….

ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ…

ଭିଜିଲାନ୍ସ ଦୁର୍ନୀତି ମାମଲାରେ ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜ ଦୋଷୀ ସାବ୍ୟସ୍ତ

କେନ୍ଦୁଝର,୨୫।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦୁର୍ନୀତି ବିରୋଧୀ ଘଟଣାକ୍ରମରେ ଓଡିଶା ଭିଜିଲାନ୍ସ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକର ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜଙ୍କୁ ଏକ…

ଆଶ୍ଚର୍ଯ୍ୟ! ବାହାଘର ରିଟର୍ନ ଗିଫ୍ଟ ଦେଖି ଛାନିଆ ହେଲେ ଗାଁ ଲୋକେ, ଯିଏ ଶୁଣିଲା…

ମୁମ୍ବାଇ,୨୬।୫: ବିବାହରେ ଅତିଥିମାନଙ୍କୁ ପ୍ରତିଦାନ(ରିଟର୍ନ) ଉପହାର ଦେବାର ପ୍ରଥା ଏକ ବହୁ ପୁରୁଣା ପରମ୍ପରା । ତେବେ ମହାରାଷ୍ଟ୍ରର ନାନ୍ଦେଡ଼ ଜିଲାରେ ସମ୍ପ୍ରତି ଅନୁଷ୍ଠିତ ଏକ ବିବାହ…

ଭଞ୍ଜ ରାଜବଂଶର ସ୍ମୃତି : ଲୋକଙ୍କ ଦାନରେ ଚାଲିଛି କୁଲାଡ ଜଗନ୍ନାଥ ମନ୍ଦିର

ଭଞ୍ଜନଗର,୨୬।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଘୁମୁସର ଭଞ୍ଜ ରାଜବଂଶର ସ୍ମୃତି ଭାବେ ପରିଚିତ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ନିର୍ମାଣ ହୋଇଥିଲା। ସେ ସମୟରେ ମନ୍ଦିର ପରିଚାଳନା…

କୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: କହୁ କହୁ ବଡ କଥା କହିଦେଲେ ମନ୍ତ୍ରୀ, ନୂତନ ମନ୍ତ୍ରିମଣ୍ଡଳରେ….

ଭୁବନେଶ୍ୱର,୨୬।୫: ଓଡ଼ିଶାରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣକୁ ନେଇ ଚର୍ଚ୍ଚା ମଧ୍ୟରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବଡ ଅପଡେଟ ଦେଇଛନ୍ତି। ସେ କହିଛନ୍ତି ଯେ, କୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ…

ନୀତିନ ନବୀନଙ୍କୁ ଭେଟିଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର,୨୬।୫: ଭାଜପାରେ ଆନୁଷ୍ଠାନିକ ଭାବେ ଯୋଗଦାନ  ପରେ ଦେବାଶିଷ ସାମନ୍ତରାୟ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଛନ୍ତି। ସୂଚନା ଅନୁସାରେ, ଦେବାଶିଷ ସାମନ୍ତରାୟ ଭାଜପାରେ ଯୋଗଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri