୨୪ ଘଣ୍ଟାରେ ୧୩ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ: ୩୦ ହଜାର ଜରିମାନା ଆଦାୟ

ଦେବଗଡ, ୬।୧୨(ଡ଼ି.ଏନ୍‌.ଏ.)- କୋଭିଡ଼୍‌-୧୯ ନିୟମକୁ ଦୃଷ୍ଟିରେ ରଖି କରୋନା ସଂକ୍ରମଣ ପ୍ରତିହତ ପାଇଁ ଦେବଗଡ ଆରକ୍ଷୀ ଅଧିକ୍ଷକ ମନୋଜ ମହାନ୍ତଙ୍କ ନିର୍ଦ୍ଦେଶ କ୍ରମେ ଜାତୀୟ ରାଜପଥ ତଥା ଅନ୍ୟ ରାସ୍ତାରେ ଯାନବାହାନକୁ କଡାକଡି ଯାଞ୍ଚ କରାଯାଊଛି। ଗତ ୨୪ ଘଣ୍ଟ ମଧ୍ୟରେ ୩୦ ହଜାର ଟଙ୍କ ଜରିମାନା ଆଦାୟ କରାଯିବା ସହ ୧୩ ଜଣ ନିୟମ ଉଲଂଘନକାରୀଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଧ କରା ଯାଇଥିବା ଦେବଗଡ ଥାନା ଅଧିକାରୀ ପ୍ରଶାନ୍ତ କୁମାର ପାତ୍ର ସୂଚନା ଦେଇଛନ୍ତି। ଡ଼ିସେମ୍ବର ପହିଲାରୁ ଟ୍ରାଫିକ ନିୟମ କଡାକଡି ପାଳନ ପାଇଁ ବହୁ ସଚେତନତା ପରେ ମଧ୍ୟ କେତେକ ଅମାନିଆ ଟ୍ରାଫିକ ନିୟମ ପାଳନ କରୁ ନ ଥିବାରୁ ଏହାକୁ ରୋକିବା ପାଇଁ ପୋଲିସ୍‌ ପକ୍ଷରୁ ହେଲମେଟ୍‌, ଗାଡିର କାଗଜ ପତ୍ର ,ସିଟ ବେଲ୍ଟ ଏବଂ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମାକ୍ସ ପିନ୍ଧିବା ଆଦିକୁ କଡାକଡି ଯାଞ୍ଚ କରଯାଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri