କ୍ୟାଡର ମାଓବାଦୀଙ୍କୁ ଧରିବା ପାଇଁ ପୁରସ୍କାର ରାଶି ଘୋଷଣା: ଲାଗିଲା ପୋଷ୍ଟର

ରାଇକିଆ,୨୩।୧୨ (ପ୍ରଦୀପ ବେହେରା): କେନ୍ଦ୍ର ସରକାର ୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀ ମୁକ୍ତ ପାଇଁ ଲକ୍ଷ୍ୟ ରଖୁଛନ୍ତି। ଏହି ସମୟ ପାଖେଇ ଆସୁଥିବାରୁ ପୋଲିସ ମାଓବାଦୀଙ୍କୁ ମୂଳତ୍ପୋଟନ ପାଇଁ ପ୍ରୟାସ କରୁଛି। ଏ ଦିଗରେ ପୋଲିସ ବ୍ୟାପକ ସଚେତନତା ସୃଷ୍ଟି କରିବା ସହ କନ୍ଧମାଳ ଜିଲାରେ ମାଓବାଦୀଙ୍କ ତାଲିକା ପୋଲିସ ଜାରି କରିବା ସହ ଏମାନଙ୍କୁ ଧରାଇ ଦେଲେ ପୁରସ୍କାର ରାଶି ଯୋଗାଇ ଦିଆଯିବ ବୋଲି ପୋଷ୍ଟରରେ ଉଲ୍ଲେଖ କରାଯାଇଛି I ପୋଷ୍ଟରଗୁଡିକ ରାଇକିଆ ବ୍ଲକର ମାଣିକେଶ୍ବର ପଞ୍ଚାୟତ ସମେତ ଦୁର୍ଗମ କରଡ଼ା ଏବଂ ଇନ୍ଦ୍ରଗଡ ପଞ୍ଚାୟତର ବିଭିନ୍ନ ଅଞ୍ଚଳରେ ଦେଖିବାକୁ ମିଳିଛି। ଏହି ସବୁ ଅଞ୍ଚଳରେ ମାଓବାଦୀ ଗତିବିଧି ରହିଥିବା ଏବଂ କିଛି ମାସ ତଳେ ପୋଲିସ ସହ ମୁହାଁମୁହିଁ ଏବଂ ଗୁଳିବିନିମୟ ମଧ୍ୟ ହୋଇଥିଲା ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନରୁ ଖୋଲାଖୋଲି LPG କିଣିଲା ଭାରତ, ଟ୍ରମ୍ପ ଦେଖି କାବା!

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆ (ମଧ୍ୟପ୍ରାଚ୍ୟ)ରେ ବର୍ତ୍ତମାନ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ଯୁଦ୍ଧର ଭୟ ମଧ୍ୟରେ, ଭାରତ ଏହାର ଘରୋଇ ରନ୍ଧନ ଗ୍ୟାସ ଆବଶ୍ୟକତା ପୂରଣ କରିବା…

ଅହିଂସା ଓ ଅସ୍ପୃଶ୍ୟତା

ଅହିଂସାକୁ ହିନ୍ଦୁଧର୍ମରେ ଶ୍ରେଷ୍ଠ ସଦାଚାର ବା ଗୁଣ ବୋଲି ବିବେଚନା କରାଯାଏ। ଏହା ସଦାଚାରୀ ସନ୍ନ୍ୟାସୀ, ଦୟାଶୀଳ ଋଷି ତଥା ଶ୍ରେଷ୍ଠ ନୈତିକ ଜୀବନର ଭାବମୂର୍ତ୍ତିକୁ ପରିପ୍ରକାଶକରେ।…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

ମୋଦି ବିଶ୍ୱର ସବୁଠୁ ଲୋକପ୍ରିୟ ନେତା

ନୂଆଦିଲ୍ଲୀ ,୨୬ା୩: ବିଶ୍ୱର ଲୋକପ୍ରିୟ ନେତା ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ବି ସବୁଠୁ ଆଗରେ ରହିଛନ୍ତି। ଗତ ବର୍ଷ ତୁଳନାରେ ତାଙ୍କର ଲୋକପ୍ରିୟତା ହ୍ରାସ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri