ଓଜେଏସ୍‌ରେ ସତ୍ୟବାଦୀରୁ ଦେବାନଙ୍କ ସଫଳତା

ସାକ୍ଷୀଗୋପାଳ,୧୩।୩(ସ୍ବ.ପ୍ର.): ସିଭିଲ୍‌ ଜଜ୍‌ ପଦରେ ନିଯୁକ୍ତି ପାଇଁ ଓଜେଏସ୍‌ ପରୀକ୍ଷାରେ ପୁରୀ ଜିଲା ସତ୍ୟବାଦୀ ଅଞ୍ଚଳର ଦେବାନ ସତ୍ୟଦର୍ଶୀ ନନ୍ଦ ସଫଳତା ହାସଲ କରିଛନ୍ତି। ମେଧା ତାଲିକାର ସେ ୭ମ ସ୍ଥାନରେ ରହି କୃତକାର୍ଯ୍ୟ ହୋଇଛନ୍ତି। ସେ ବୀରଗୋବିନ୍ଦପୁର ଗ୍ରାମର ସାମାଜିକ କର୍ମୀ ସ୍ବର୍ଗତ ଗୋପୀନାଥ ନନ୍ଦଙ୍କ ନାତି ତଥା ପ୍ରଶାନ୍ତ କୁମାର ନନ୍ଦ ଓ ସତ୍ୟବାଦୀ ହାଇସ୍କୁଲର ଶିକ୍ଷୟିତ୍ରୀ ବୈଜୟନ୍ତୀଙ୍କ ମିଶ୍ରଙ୍କ ପୁତ୍ର ଅଟନ୍ତି। ଦେବାନ ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟରୁ ମାଧ୍ୟମିକ ଶିକ୍ଷା, ବେସିକ ସାଇନ୍ସ କଲେଜରୁ +୨, କିଟ୍‌ ଆଇନ ମହାବିଦ୍ୟାଳୟରୁ ଇଣ୍ଟିଗ୍ରେଟେଡ୍‌ ଏଲ୍‌ଏଲ୍‌ବି ଓ କଟକସ୍ଥିତ ଏନ୍‌ଏଲୟୁରୁ ଏଲ୍‌ଏଲ୍‌ଏମ୍‌ ପାସ୍‌ କରିଛନ୍ତି। ତାଙ୍କ ଏହି କୃତିତ୍ୱ ପାଇଁ ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ଶିକ୍ଷକ ଓ ସମଗ୍ର ଅଞ୍ଚଳରୁ ଶୁଭେଚ୍ଛାର ସୁଅ ଛୁଟିଛି। ଅନ୍ୟପଟେ ଦେବାନ ଏହି ସଫଳତା ପାଇଁ ପରିବାରବର୍ଗ ଓ ସମସ୍ତ ଶିକ୍ଷକଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri