ଓକିଲଙ୍କ ବଡ଼ ବୟାନ: ଏଥିପାଇଁ ଜୁନ୍‌ ୮ରେ ସୁଶାନ୍ତଙ୍କ ଘର ଛାଡ଼ିଥିଲେ ରିୟା

ବମ୍ବେ: ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ଘଟଣାରେ ପ୍ରେମିକା ରିୟା ଚର୍କବର୍ତ୍ତୀଙ୍କ ନାମରେ ରୁଜୁ ହୋଇଛି ମାମଲା। ସୁଶାନ୍ତଙ୍କ ବାପା କେ.କେ. ସିଂ ପାଟଣା ଥାନାରେ ଅଭିଯୋଗ କରିବା ପରେ ଦିନକୁ ଦିନ ଏହି ଘଟଣା ନୂଆ ମୋଡ଼ ନେଉଛି। ଇଡି ଲଗାତାର ଭାବେ ରିୟା ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ ପଚରାଉଚରା କରୁଛି। ଏସବୁ ଭିତରେ କେଉଁ କାରଣରୁ ରିୟା ଜୁନ୍‌ ୮ରେ ସୁଶାନ୍ତଙ୍କ ଘର ଛାଡ଼ି ଚାଲିଯାଇଥିଲେ ତାହା ଜଣାପଡ଼ିଛି। ରିୟାଙ୍କ ସକିଲ ସତିଶ ମାନେସିନ୍ଦେ ଏନେଇ ଅନେକ କଥା ସାକ୍ଷାତକାରରେ କହିଛନ୍ତି। ସେକହିଛନ୍ତି, ରିୟା ସୁଶାନ୍ତଙ୍କୁ ଏକୁଟିଆ ଛାଡ଼ିବାକୁ ଚାହୁଁ ନ ଥିଲେ। ହେଲେ ଏପରି କରିବାକୁ ତାଙ୍କୁ ବାଧ୍ୟ କରାଯାଇଛି। କାରଣ ସୁଶାନ୍ତ ତାଙ୍କୁ କିଛି ଦିନ ଏକୁଟିଆ ଛାଡ଼ିବାକୁ କହିଥିଲେ।

ଏହାଛଡ଼ା ସତିଶ ଆହୁରି ମଧ୍ୟ କହିଛନ୍ତି, ସୁଶାନ୍ତ ନିଜ ପରିବାରକୁ ଅନେକ ଥର ଫୋନ୍‌ କରିଛନ୍ତି, ତାଙ୍କୁ ଭେଟିବାକୁ ଚେଷ୍ଟା କରିଛନ୍ତି, ଏପରିକି ବମ୍ବେ ଛାଡ଼ି ଚାଲିଯିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ହେଲେ କିଛି ଦିନ ପରେ ପରିବାରଲୋକେ ଏହାର ଉତ୍ତର ଦେଇଥିଲେ। ବମ୍ବେରେ ରହୁଥିବା ତାଙ୍କ ଭଉଣୀ ତାଙ୍କ ସହ ରହିବାକୁ ରାଜି ହୋଇଥିଲେ। ହେଲେ ରିୟା ସୁଶାନ୍ତଙ୍କ ବ୍ୟବହାର ଯୋଗୁ ଅସୁସ୍ଥ ହେଉଥିଲେ। ସେଥିପାଇଁ ବାଧ୍ୟ ହୋଇ ରିୟା ଛାଡ଼ି ଚାଲିଯାଇଥିବା ସେ କହିଛନ୍ତି।

ତେବେ ଏହାକୁ ନେଇ ସୁଶାନ୍ତଙ୍କ ପରିବାରର ଓକିଲ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ରିୟା ସୁଶାନ୍ତଙ୍କ ଛାଡ଼ି ପଳାଇବା ପରେ ମିତୁ ରହିବାକୁ ଯାଇଥିଲେ। ଏପରିକି ଯଦି ରିୟା ଘର ଛାଡ଼ିବାକୁ ପ୍ରସ୍ତୁତ ନ ଥିଲେ ତେବେ ସୁଶାନ୍ତଙ୍କ ଫୋନ୍‌ ନଂ କାହିଁକି ବ୍ଲକ କରିଥିଲେ ବୋଲି ପ୍ରଶ୍ନ ଉଠାଇଛନ୍ତି। ମୋଟାମୋଟି ଭାବେ ଦେଖିବାକୁ ଗଲେ ମାମଲାରେ ରିୟା ବିଶେଷଭାବେ ଛନ୍ଦି ହୋଇ ପଡ଼ୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ଛାଡ଼ିବେନି ସଲମାନ୍‌

ବମ୍ବେ: ବଲିଉଡ୍‌ର ତିନି ଖାନ୍‌ଙ୍କ ମଧ୍ୟରୁ ସଲମାନ୍‌ଙ୍କ ଲୋକପ୍ରିୟତା କାହିଁରେ କେତେ। ଏଯାଏ କୁଆଁରା ଥିବା ଏହି ଅଭିନେତାଙ୍କ ପୁରୁଷ ଅପେକ୍ଷା ମହିଳା ପ୍ରଶଂସକଙ୍କ ତାଲିକା...

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri