ବାତ ମାରୁଥିଲେ…

କୌଣସି ଛୋଟ ପିଲା କିମ୍ବା ବ୍ୟକ୍ତିଙ୍କୁ ବାତ ମାରୁଥିଲେ କେତୋଟି ବିଷୟ ପ୍ରତି ପ୍ରାଥମିକତା ଦେବା ନିହାତି ଜରୁରୀ। ଗୋଟିଏ କଥା ମନେରଖନ୍ତୁ ଯେ, ବାତ ମାରିବା ଲକ୍ଷଣ ଅସ୍ଥାୟୀ ଏବଂ ତାହା ମନକୁ ମନ ଉପଶମ ହୋଇଯାଏ। ବାତ ମାରିବା ସମୟରେ ହିଁ ରୋଗୀ ଉପରେ ସତର୍କ ନଜର ରଖନ୍ତୁ। କାରଣ ବାତ ମାରିଲେ ରୋଗୀ ହଠାତ୍‌ ତଳେ ପଡ଼ିଯାଇପାରେ ଏବଂ ଏହାଦ୍ୱାରା ତା’ ଶରୀରରେ ଆଘାତ ଲାଗିପାରେ। ବିଶେଷଭାବରେ ଏହି ସମୟରେ ତାହାର ମୁଣ୍ଡ ଯେପରି ବାଡ଼େଇ ହୋଇ ନ ଯାଏ ସେଥିପ୍ରତି ଦୃଷ୍ଟି ଦିଅନ୍ତୁ। ରୋଗୀ ପାଖରେ କୌଣସି କଠିନ କିମ୍ବା ଧାରୁଆ ବସ୍ତୁ ରଖନ୍ତୁ ନାହିଁ। ମୁଣ୍ଡ ତଳେ ନରମ ପତଳା ତକିଆ ରଖିବା ନିରାପଦ। ବାତ ମାରିବା ବନ୍ଦ କରିବା ପାଇଁ ରୋଗୀକୁ ମାଡ଼ି ବସି ଧରନ୍ତୁ ନାହିଁ। ଏହି ସମୟରେ ତାଙ୍କୁ କଡ଼ ମାଡ଼ି ଶୁଆଇ ଦିଅନ୍ତୁ। ଏହାଦ୍ୱାରା ରୋଗୀର ଶ୍ୱାସକ୍ରିୟା ଠିକ୍‌ ଭାବରେ ହୋଇଥାଏ। ବାତ ମାରିବା ସମୟରେ ପାଟି ଭିତରେ ଆଙ୍ଗୁଠି କିମ୍ବା ଚାମଚ ପୁରାନ୍ତୁ ନାହିଁ। ଏହି ସମୟରେ ନିଜେ ନିଜେ ଶାନ୍ତ ରୁହନ୍ତୁ ଏବଂ ଅନ୍ୟମାନଙ୍କୁ ଶାନ୍ତ ରହିବାକୁ ପରାମର୍ଶ ଦିଅନ୍ତୁ। ଯଦି ବାତ ମାରିବା ବନ୍ଦ ନ ହେଲା କିମ୍ବା ରୋଗୀର ଚେତା ନ ଫେରିଲା ତେବେ ବିଳମ୍ବ ନ କରି ତାଙ୍କୁ ନିକଟସ୍ଥ ହସପିଟାଲକୁ ନେଇଯାଆନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ବିପଦରେ ୧୦୦ କୋଟିରୁ ଅଧିକ ଆଣ୍ଡ୍ରଏଡ୍ ଫୋନ୍; ହ୍ୟାକିଂ ଆଶଙ୍କାରେ ଗୁଗଲ୍ ଦେଲା ଚେତାବନୀ

ନୂଆଦିଲ୍ଲୀ,୮ା୨: ଯଦି ଆପଣ ଏକ ପୁରୁଣା ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରୁଛନ୍ତି, ତେବେ ସାବଧାନ ହୋଇଯାଆନ୍ତୁ। ଗୁଗଲ ରିପୋର୍ଟ ଅନୁଯାୟୀ, ବିଶ୍ୱର ପ୍ରାୟ ୧୦୦ କୋଟିରୁ ଅଧିକ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri