Posted inଫୁରସତ

ପିଛା କରୁଥିବା କାର୍‌ ଉପରେ ରାଗିଗଲା ଗଣ୍ଡା, ଡ୍ରାଇଭର କିଛି ଭାବିବା ପୂର୍ବରୁ ଯାହା କଲା …

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଜୀବଜନ୍ତୁଙ୍କ କେହି ପିଛା କରୁ ସେ ଆଦୌ ଚାହାନ୍ତି ନାହିଁ। ଏପରି କଲେ ସେମାନେ କୋଧାନ୍ବିତ ହୋଇ ବିପଦ ସୃଷ୍ଟି କରନ୍ତି। ଭିଡିଓରେ ଜଣେ କାର୍‌ଚାଳକ ସମାନ ଭୁଲ କରିଥିଲେ। କାର୍‌ଚାଳକ ଗୋଟିଏ ଗଣ୍ଡାକୁ ଘଉଡାଇ ଥିଲେ, ଯାହା ଗଣ୍ଡାକୁ କ୍ରୋଧିତ କରିଥିଲା ଏବଂ ଏହା ପରେ ଯାହା ଘଟିଲା ଆପଣ ଡରିଯିବେ। ଭିଡିଓରେ ଜଙ୍ଗଲିଆ ରାସ୍ତାରେ ଗଣ୍ଡାଟି ଯାଉଥିବା ବେଳେ କାର୍‌ଚାଳକ ତାହାର ପିଛା କରୁଛନ୍ତି। ପରେ ଗଣ୍ଡାଟି ଯେତିକି ଆଗକୁ ଯାଉଛି କାର୍‌ଚାଳକ ତା’ ପିଛା କରୁଛନ୍ତି। ଏଥିରେ ଗଣ୍ଡା ରାଗିଯାଇ ବୁଲିପଡି କାରର ଆଗ ଚକ ଟେକି ଗଡେଇ ଦେଉଛି। କ୍ରମାଗତ ଭାବରେ ସେ ଏହା କରିଚାଲିଛି। କାର୍‌ଚାଳକ କିଛି ଭାବିବା ପୂର୍ବରୂ ତାଙ୍କ ସହ ଏପରି ହେଉଛି। ଏହି ଭିଡିଓକୁ almodeeer1975 ନାମକ ଟୁଇଟରରେ ଶେୟାର ହୋଇଛି। ଏହା ଭାଇରାଲ ହେବାରେ ଲାଗିଛି।

 

https://twitter.com/almodeeer1975/status/1285949588742995968


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?