Posted inଜାତୀୟ

୨୦୨୨ରେ ହୋଇନି ଗଣ୍ଡା ଶିକାର…

ଗୁଆହାଟୀ,୧।୧ : ନୂତନ ବର୍ଷର ପ୍ରଥମ ଦିନରେ ଆସାମରେ ଗଣ୍ଡା ଶିକାର ସମ୍ପର୍କରେ ରାଜ୍ୟ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି ଯେ ୨୦୨୨ ମସିହାରେ ସମଗ୍ର ରାଜ୍ୟରେ ଗଣ୍ଡା ଶିକାରର କୌଣସି ଘଟଣା ଘଟି ନାହିଁ। ସେ କହିଛନ୍ତି ଯେ ଅତୀତରେ ଏଭଳୀ କରାଯାଉଥିଲା , କିନ୍ତୁ ଏହାକୁ ରୋକିବା ପାଇଁ ବ୍ୟାପକ କାର୍ଯ୍ୟ କରାଯାଇଛି। ଏହାର ଫଳାଫଳ ହେଉଛି ଯେ ଗତ ବର୍ଷ ମଧ୍ୟ ଏଭଳି ଘଟଣା ଘଟି ନାହିଁ।

ଏକ ପରମ୍ପରାକୁ ଅନୁସରଣ କରି ଆସାମ ମୁଖ୍ୟମନ୍ତ୍ରୀ ବର୍ଷର ପ୍ରଥମ ଦିନରେ ଗଣମାଧ୍ୟମ ପ୍ରତିନିଧିମାନଙ୍କ ସହ କଥା ହୋଇଥିଲେ ଏବଂ ଗତ ବର୍ଷ ବିଷୟରେ ମଧ୍ୟ ଆଲୋଚନା କରିଥିଲେ। ଏହି ସମୟରେ ସେ ନୂତନ ବର୍ଷରେ ହେବାକୁ ଥିବା କାର୍ଯ୍ୟ ପାଇଁ ଏକ ବ୍ଲୁ ପ୍ରିଣ୍ଟ ସମ୍ପର୍କରେ ସୂଚନା ଦେଇଥିଲେ।

କାଜିରଙ୍ଗା ଜାତୀୟ ଉଦ୍ୟାନରେ ବର୍ତ୍ତମାନ୨,୬୧୩ ଗଣ୍ଡା ବାସ କରୁଛନ୍ତି । ସର୍ବଶେଷ ଗଣନା ତଥ୍ୟ ଅନୁଯାୟୀ, ସେମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୭୬ତମ ଜନ୍ମଦିନରେ ସୋନିଆଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୯।୧୨: କଂଗ୍ରେସ ନେତା ସୋନିଆ ଗାନ୍ଧୀ ଶୁକ୍ରବାର ନିଜର ୭୬ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋନିଆ ଗାନ୍ଧୀଙ୍କୁ ଜନ୍ମଦିନର...

ମୋଦିଙ୍କ ଦୁଇ ଦିନିଆ ଗୁଜରାଟ ଗସ୍ତ

ନୂଆଦିଲ୍ଲୀ,୨୭ ।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାରଠାରୁ ଦୁଇ ଦିନିଆ ଗୁଜରାଟ ଗସ୍ତରେ ଯାଉଛନ୍ତି । ଏହି ସମୟରେ ମୋଦି କିଛି ମହତ୍ୱପୂର୍ଣ୍ଣ ଯୋଜନାର ଶିଳାନ୍ୟାସ...

ପାକିସ୍ତାନ ଯିବାକୁ ଏସ୍‌. ଜୟଶଙ୍କରଙ୍କୁ ପୁଣି ଚିଠି ଲେଖିଲେ ସିଦ୍ଧୁ

ଚଣ୍ଡିଗଡ,୭।୧୧: ପୂର୍ବତନ କ୍ୟାବିନେଟ୍‌ ମନ୍ତ୍ରୀ ତଥା କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁଙ୍କ ପାକିସ୍ତାନ ପ୍ରେମର ଆଉ ଏକ ନମୁନା ଦେଖିବାକୁ ମିଳିଛି। ଗୁରୁ ନାନକ...

ଦିଲ୍ଲୀ ସେଲ୍ସଟ୍ୟାକ୍ସ ଅଫିସରେ ନିଆଁ

ନୂଆଦିଲ୍ଲୀ,୨୧।୧୧: ଦିଲ୍ଲୀ ଆଇଟିଓରେ ଥିବା ସେଲ୍ସଟ୍ୟାକ୍ସ ଅଫିସରେ ଗୁରୁବାର ସକାଳେ ନିଆଁ ଲାଗିଥିବା ସୂଚନା ମିଳିଛି। ଏହି ଖବର ମିଳିବା ପରେ ସେଠାରେ ୫ ଦମକଳ...

କରୋନା ପ୍ରସ୍ତୁତି ମକ୍‌ ଡ୍ରିଲ୍‌ ଡିସେମ୍ବର ୨୭ରେ…

ନୂଆଦିଲ୍ଲୀ,୨୪।୧୨ : ଚାଇନା ସମେତ ବିଶ୍ୱର ୧୦ଟି ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଭାରତ କରୋନା ମୁକାବିଲା ପାଇଁ କେତେଦୂର ପ୍ରସ୍ତୁତ ତାହା...

ଘର ଆଗରେ ମଳତ୍ୟାଗ କରିବା ହେଲା କାଳ: ଦୁଇ ପଡୋଶୀଙ୍କ କଳିରେ ଦେଢ ବର୍ଷ ଶିଶୁର ପ୍ରାଣ ଗଲା

ଭୋପାଳ,୪।୧୦:ମଧ୍ୟ ପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି। ୭ବର୍ଷର ଶିଶୁ ଘର ଆଗରେ ମଳତ୍ୟାଗ କରିବାରୁ ଦୁଇ ପଡୋଶୀ ମଧ୍ୟରେ ଝଗଡା ଲାଗି ଦେଢ ବର୍ଷର...

ଘୋଡ଼ା ଚଢ଼ି ସ୍କୁଲ ଗଲେ

ଭୋପାଳ, ୧୦ା୨: କରୋନା ଯୋଗୁ ସ୍କୁଲ ବସ୍‌ ବନ୍ଦ ହୋଇଯିବାରୁ ପାଠ ପଢ଼ିବାକୁ ଘୋଡ଼ାରେ ବସି ବିଦ୍ୟାଳୟରେ ପହଞ୍ଚିଲେ ଛାତ୍ର। ମଧ୍ୟପ୍ରଦେଶର ଖଣ୍ଡଓ୍ବା ଜିଲାର ଏକ...

ଟିଭି ଚ୍ୟାନେଲରେ ବିଚାରାଧୀନ ମାମଲା ଉପରେ ବିତର୍କ ଯୁକ୍ତିଯୁକ୍ତ କି ? ଏସ୍‌ସିଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ, ୧।୭ : ଜ୍ଞାନବାପି ବିଚାରାଧୀନ ମାମଲା ପ୍ରସଙ୍ଗରେ ଟିଭି ଚ୍ୟାନେଲ ବିତର୍କ କରାଯିବା ଯୁକ୍ତି ଯୁକ୍ତ କି ବୋଲି ସୁପ୍ରିମ୍‌କୋର୍ଟ (ଏସ୍‌ସ)ଶୁକ୍ରବାର ପ୍ରଶ୍ନ କରିଛନ୍ତି।...

Advertisement
Archives

Model This Week