ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି OSSSC ପକ୍ଷରୁ ଗୁରୁବାର ଅବଗତ କରାଯାଇଛି।
NEET-UG ପରୀକ୍ଷା କାରଣରୁ ଆର୍ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଥିବା ନେଇ OSSSC ପକ୍ଷରୁ ଏକ ବିଜ୍ଞପ୍ତି ମାଧ୍ୟମରେ ଜଣାଇ ଦିଆଯାଇଛି।