ଅକ୍ଟୋବର ୮ରୁ RI, ICDS ସୁପରଭାଇଜର, ARI, ଅମିନ ପରୀକ୍ଷା

ଭୁବନେଶ୍ୱର, ୧।୯: ଓଡ଼ିଶା ସବ-ଅଧୀନସ୍ଥ ସ୍ଟାଫ୍ ଚୟନ କମିଶନ (OSSSC) ଅକ୍ଟୋବର ୮ରୁ ରିଭେନ୍ୟୁ ଇନ୍ସ୍ପେକ୍ଟର (RI), ICDS ସୁପରଭାଇଜର, ଆସିଷ୍ଟାଣ୍ଟ ରିଭେନ୍ୟୁ ଇନ୍ସ୍ପେକ୍ଟର (ARI), ଅମିନ ପାଇଁ ପ୍ରିଲିମ ପରୀକ୍ଷା ଆୟୋଜନ କରିବ। ଏହି ପରୀକ୍ଷା ନଭେମ୍ବରର ୩ୟ ସପ୍ତାହ ପର୍ଯ୍ୟନ୍ତ ଚାଲିପାରେ ବୋଲି କମିଶନ ବିଜ୍ଞପ୍ତି ପ୍ରକାଶ କରିଛି।

ପୂର୍ବରୁ ଏହି ପରୀକ୍ଷାର ମେନ୍ସ ୨୦୨୫ରେ ରଦ୍ଦ ହୋଇଥିଲା ଏବଂ ହାଇକୋର୍ଟ ନିର୍ଦ୍ଦେଶ ଅନୁଯାୟୀ ନୂତନ ପ୍ରିଲିମ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ପ୍ରିଲିମ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ମେନ୍ସ ଓ କମ୍ପ୍ୟୁଟର୍ ସ୍କିଲ୍ ଟେଷ୍ଟ୍ ହେବ। ପୂର୍ବରୁ ଆବେଦନ କରିଥିବା ସମସ୍ତ ଆଶାୟୀ ପରୀକ୍ଷା ଦେଇପାରିବେ। ଫଳରେ ୫ଲକ୍ଷ ୫୮ ହଜାର ୧୨୮ ଆବେଦନକାରୀ ପରୀକ୍ଷା ଦେଇପାରିବେ ବୋଲି ସ୍ପଷ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

ବୃହତ୍‌ ବିଜୟ ଦିଗରେ ଆର୍‌ଏସ୍‌ପି: ୬ ମାସ ପରେ…

କାଠମାଣ୍ଡୁ,୭ା୩(ପି.ଟି.):ଗତବର୍ଷ ସେପ୍ଟେମ୍ବରରେ ନେପାଳରେ ହିଂସାତ୍ମକ ଜେନ୍‌ ଜି ଆନ୍ଦୋଳନ ଯୋଗୁ କେ.ପି. ଶର୍ମା ଓଲିଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରର ପତନ ଘଟିଥିଲା। ଏହାର ୬ ମାସ ପରେ…

ବେକରେ ଧୋତି ବାନ୍ଧି ଝୁଲିପଡ଼ିଲେ ଜେଲ ଓ୍ବାର୍ଡର

ଭୁବନେଶ୍ୱର,୭ା୩(ତ୍ରିନାଥ ମହାନ୍ତି):ଝାରପଡ଼ା ଜେଲ ପରିସର ସରକାରୀ କ୍ୱାର୍ଟର୍ସରେ ଜଣେ ଜେଲ ଓ୍ବାର୍ଡର ବେକରେ ଧୋତି ବାନ୍ଧି ଫ୍ୟାନ୍‌ରେ ଝୁଲି ଆମତ୍ହତ୍ୟା କରିଛନ୍ତି। ମୃତ ଓ୍ବାର୍ଡର ଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri