ଭୁବନେଶ୍ବରରେ ଖୋଲିଲା ଚାଉଳ ATM

ଭୁବନେଶ୍ବର, ୮ା୮: ରାଜଧାନୀ ଭୁବନେଶ୍ବର ମଞ୍ଚେଶ୍ବରରେ ଖୋଲିଲା ରାଜ୍ୟର ପ୍ରଥମ ଚାଉଳ ATM। ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହାକୁ ଉଦ୍‌ଘାଟନ କରିଛନ୍ତି। ହିତାଧିକାରୀମାନେ କାର୍ଡ ନମ୍ବର ମାରି ATMରୁ ଚାଉଳ ଉଠାଇ ପାରିବେ। ପରୀକ୍ଷା ମୂଳକ ଭାବେ ଏହି ଯୋଜନା ଆରମ୍ଭ କରାଯାଇଥିଲା ବେଳେ ଏହା ସଫଳ ହେଲେ ସବୁ ଜିଲା ଓ ବ୍ଲକ୍‌ରେ ଖୋଲିବ ବୋଲି ମନ୍ତ୍ରୀ ପତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri