ଭୁବନେଶ୍ବରରେ ଖୋଲିଲା ଚାଉଳ ATM

ଭୁବନେଶ୍ବର, ୮ା୮: ରାଜଧାନୀ ଭୁବନେଶ୍ବର ମଞ୍ଚେଶ୍ବରରେ ଖୋଲିଲା ରାଜ୍ୟର ପ୍ରଥମ ଚାଉଳ ATM। ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହାକୁ ଉଦ୍‌ଘାଟନ କରିଛନ୍ତି। ହିତାଧିକାରୀମାନେ କାର୍ଡ ନମ୍ବର ମାରି ATMରୁ ଚାଉଳ ଉଠାଇ ପାରିବେ। ପରୀକ୍ଷା ମୂଳକ ଭାବେ ଏହି ଯୋଜନା ଆରମ୍ଭ କରାଯାଇଥିଲା ବେଳେ ଏହା ସଫଳ ହେଲେ ସବୁ ଜିଲା ଓ ବ୍ଲକ୍‌ରେ ଖୋଲିବ ବୋଲି ମନ୍ତ୍ରୀ ପତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

ଭୁବନେଶ୍ବରବାସୀ ଇନ୍‌ଷ୍ଟାମାର୍ଟରେ ଅଧିକ ଅର୍ଡର କରନ୍ତି ଏହି ଜିନିଷ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କୋଲକାତା, ୨୧।୬: ଭୁବନେଶ୍ୱରରୁ ଚା ଅର୍ଡର କରାଯିବାରେ ବାର୍ଷିକ ହାରରେ ୬୪% ବୃଦ୍ଧି ଘଟିବା ସହିତ ଇନ୍‌ଷ୍ଟାମାର୍ଟରେ ଏହି ସହରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଏକ…

ଆଜି ଏହି ସବୁ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା, ଜାରି ହେଲା ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୨୧ା୬(ବନ୍ଦନା ସେଠୀ): ମୌସୁମୀ ଛୁଇଁବା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଅଗ୍ରସର ହେଉଛି। ଫଳରେ ସେସବୁ ଜିଲାରେ କୋହଲା ପାଗ ସହ ବର୍ଷା ଯୋଗୁ ଗ୍ରୀଷ୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri