Advertisement

ରାଇସ ମିଲ୍‌ ବିମ୍‌ ପଡ଼ି ୨ ଶ୍ରମିକଙ୍କ ଜୀବନ ଗଲା

ନୟାଗଡ଼ ଅଫିସ,୧୬ା୧: ନୟାଗଡ଼ ଜିଲା ଓଡ଼ଗାଁ ଥାନା ଅନ୍ତର୍ଗତ ରୋହିବାଙ୍କସ୍ଥିତ ଏକ ରାଇସ୍‌ ମିଲ୍‌ରେ ଅଘଟଣ ଘଟିଛି। ବିମ୍‌ ପଡ଼ିବାରୁ ୨ ଶ୍ରମିକଙ୍କ ଜୀବନ ଯାଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲା ତିରିଶିଂ ଗ୍ରାମର ରାମେଶ୍ୱର ଦିହୁଡ଼ି ଏବଂ କଟକ ଜିଲା ବଡ଼ମ୍ବା ନରସିଂହପୁରର ପ୍ରମୋଦ ମହାରଣା ବୋଲି ଜଣାପଡ଼ିଛି। ରବିବାର ରାତିରେ ଚାଉଳ ଷ୍ଟକ୍‌ୟାର୍ଡରେ ଚେକିଂ କରୁଥିବା ସମୟରେ ଏହି ଅଘଟଣ ଘଟିଥିଲା। ଦୁଇଜଣଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତର ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି। ଓଡ଼ଗାଁ ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଲୀନ ହେବାକୁ ବସିଛି ସିଦ୍ଧେଶ୍ୱର ପୀଠ

ନରାଜ,୧୩।୯(ଡି.ଏନ.ଏ) : ବାରଙ୍ଗ ଥାନା ଅନ୍ତର୍ଗତ ତଳଗଡ ଓ ନରାଜର ମଧ୍ୟସ୍ଥ ଭାଗର ପର୍ବତରେ ସିଦ୍ଧେଶ୍ୱର ମନ୍ଦିର ଅବସ୍ଥିତ। ହେଲେ ପ୍ରତ୍ନତତ୍ତ୍ୱ ଓ ଦେବୋତ୍ତର ବିଭାଗର...

ମଦ ଟ୍ରକ ହାଇଜାକ୍‌ କରିଥିବା ଗ୍ୟାଙ୍ଗ୍‌ ଧରାପଡିଲା

ଭୁବନେଶ୍ୱର,୧୭।୧(ବ୍ୟୁରୋ):ଗାଡି ନମ୍ବର, ଆଧାର କାର୍ଡ ଓ କାଗଜପତ୍ର ଜାଲିଆତି କରିଥିଲେ। ପରେ ମଦ ବୋଝେଇ ଟ୍ରକ୍‌ ହାଇଜାକ୍‌ କରି ରାଜଧାନୀରୁ ନେଇ ଅନୁଗୋଳର ଏକାଧିକ ମଦ...

ସେବାୟତଙ୍କର ଦ୍ୱିତୀୟ ଥର କରୋନା ଟେଷ୍ଟ: ସାନିଟାଇଜ୍‌ ହେବ ପୁରୀ ସହର

ପୁରୀ ଅଫିସ, ୨୪।୬: ଦ୍ୱିତୀୟ ଥର ଲାଗି ଶ୍ରୀମନ୍ଦିର ସେବାୟତଙ୍କର କରୋନା ଟେଷ୍ଟ ହେବ। ଆସନ୍ତା ୨୮ ତାରିଖ ରଥ ଦକ୍ଷିଣ ମୋଡ଼ ପୂର୍ବରୁ ଏହି...

ବିଷ୍ଣୁ ସେଠୀଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଧାମନଗର ବିଧାୟକ ତଥା ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀଙ୍କର ସୋମବାର ପରଲୋକ ଘଟିଛି। ତାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ପ୍ରଫେସର...

ଆବଶ୍ୟକତାଠାରୁ ଅଧିକ ସାର କିଣିଛନ୍ତି ୨୦ ଚାଷୀ

ଯାଜପୁର ଅଫିସ୍‌/ଯାଜପୁର ଟାଉନ୍‌ (ଡି.ଏନ୍‌.ଏ.)୨୧ା୮: ଜିଲାର କେତେକ ଚାଷୀଙ୍କୁ ଆବଶ୍ୟକତାଠାରୁ ବହୁ ଅଧିକ ୟୁରିଆ ସାର ମିଳିଛି। ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ତଦନ୍ତ ପରେ...

ସୁପ୍ରିମକୋର୍ଟରେ ରଥଯାତ୍ରା ଶୁଣାଣି: ପକ୍ଷଭୁକ୍ତ ହେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସୁପ୍ରିମକୋର୍ଟରେ ବର୍ତ୍ତମାନ ଜଣିକିଆ ବେଞ୍ଚରେ ରଥଯାତ୍ରା ପ୍ରସଙ୍ଗକୁ ନେଇ  ଶୁଣାଣି ଆରମ୍ଭ ହୋଇଛି। ଏହି ମାମଲାରେ ରାଜ୍ୟ ସରକାର ପକ୍ଷଭୁକ୍ତ ହୋଇଛନ୍ତି। ରାଜ୍ୟ ସରକାରଙ୍କ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୫୭୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୨୫୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୨୪୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଯାଜପୁରରୁ ୧୩୭, ଖୋର୍ଦ୍ଧାରୁ ୧୨୪,...

ଖୋର୍ଦ୍ଧା ଗୁଳିକାଣ୍ଡ ଘଟଣାର ଫିଟିଲା ଗୁମର

ଖୋର୍ଦ୍ଧା ଅଫିସ୍‌,୧୬।୧୨: ଖୋର୍ଦ୍ଧା ଡାକ୍ତର ଓ ଔଷଧ ଦୋକାନୀଙ୍କୁ ଗୁଳିମାଡ ମାମଲାର ଗୁମର ଫିଟିଛି। ଜମିଜମା ବିବାଦକୁ ନେଇ ଗୁଳିକାଣ୍ଡ ଘଟିଥିବା ଖୋର୍ଦ୍ଧା ଏସଡିପିଓ ସୁଶୀଲ...

Advertisement
Archives

Model This Week