ଲଗାଣ ବର୍ଷାରେ ଭୁଶୁଡ଼ିଲା ରାଇସ୍‌ ମିଲ୍‌ ଗୋଦାମ ଘର

ନବରଙ୍ଗପୁର,୨୧।୭: ଲଘୁଚାପ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷା ହୋଇଛି। ବର୍ଷା ଯୋଗୁ ନବରଙ୍ଗପୁର ବସଷ୍ଟାଣ୍ଡ ନିକଟରେ ଥିବା ଏକ ରାଇସ ମିଲ୍‌ ଓ ଗୋଦାମ ଘର ରବିବାର ଭୁଶୁଡ଼ି ପଡ଼ିଛି। ହେଲେ ଗୋଦାମ ଘରେ ନିୟୋଜିତ କର୍ମଚାରୀ ବାହାରକୁ ଖାଇବାକୁ ଯାଇଥିବା ବେଳେ ଅଳ୍ପକେ ବର୍ତ୍ତୀଯାଇଛନ୍ତି। ଗୋଦାମ ଦୁଇ ମମଲା ରହିଥିଲା।

ଅନ୍ୟପକ୍ଷେ ରାଇସମିଲ୍‌ରେ ଥିବା ହଜାର ହଜାର କୁଇଣ୍ଟାଲ ଧାନ ଏବଂ ଚାଉଳ ପାଣିରେ ଭିଜିବା ସହ ପୋତି ହୋଇ ନଷ୍ଟହେବା ଆଶଙ୍କା ପ୍ରକାଶ କରିଛନ୍ତି ରାଇସ ମିଲ୍‌ ମାଲିକ ବିକାଶ ଅଗ୍ରଓ୍ବାଲ ପ୍ରକାଶ କରିଛନ୍ତି। ଏପରି କି ବିଭାଗୀୟ ଅଧିକାରୀଙ୍କୁ ଘଟଣା ସମ୍ପର୍କରେ ଜଣାଇଥିବା ମାଲିକ ବିକାଶ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷେ ରାଇସ୍‌ ମିଲ୍‌ରେ ୩ହଜାର କୁଇଣ୍ଟାଲ ଧାନ ଚାଉଳ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ସବୁ ବିଭାଗକୁ ତାଗିଦ୍‌, ଛଟେଇ ପ୍ରକ୍ରିୟା ଆରମ୍ଭ…

ଭୁବନେଶ୍ୱର,୧୯ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ…

ପାରାଦୀପରେ ଲାଗିଲା ତୈଳ ଜାହାଜ: ମିଳିଲା ବଡ଼ ଆଶ୍ୱସ୍ତି, ହର୍ମୁଜ ଦେଇ…

ପାରାଦୀପ,୧୯।୩(ଶରତ ରାଉତ):ଯୁଦ୍ଧ ପ୍ରଭାବିତ ଦେଶ ଓମାନ୍‌ରୁ ଏକ ଅଶୋଧିତ ତୈଳ ବୋଝେଇ ଜାହାଜ ମେରାଇନ ଟ୍ୟାଙ୍କର(ଏମ୍‌ଟି)ଫ୍ଲୋରା ପାରାଦୀପ ବନ୍ଦର ସିଙ୍ଗଲ ପଏଣ୍ଟ ମୋରିଂସିଷ୍ଟମ(ଏସ୍‌ପିଏମ୍‌) ୩ରେ ବୁଧବାର ଲାଗିଛି।…

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri