ଧାନ ରୋଇବାକୁ ଯାଇ ଆଉ ଫେରିଲେନି

ବନ୍ତ,୧୬।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଚଣ୍ଡିପୁର ଗ୍ରାମରେ ସୋମବାର ବଜ୍ରପାତ ଘଟି ଜଣେ ଯୁବ ଚାଷୀଙ୍କର ମୃତ୍ୟୁ ଘଟିଛି। ସେ ହେଲେ ସେକ୍‌ ସଫିରୁଦ୍ଦିନ(୨୨)।

ସୂଚନା ମୁତାବକ, ସଫିରୁଦ୍ଦିନ ଜମିକୁ ଧାନ ରୋଇବାକୁ ଯାଇଥିବା ବେଳେ ବଜ୍ରପାତ ଘଟିଥିଲା। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା। ଏନେଇ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଏନେଇ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୮ବର୍ଷ ବିତିଲା, ହେଲାନି କଂସରଝରଣ ଜଳଭଣ୍ଡାର

ସମ୍ବଲପୁର,୨୭ା୫(ବ୍ୟୁରୋ): ୧୯୯୪ ମସିହା ଏପ୍ରିଲ ୩୦ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକ ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଗସ୍ତରେ ଆସି କୟାକୁଦ ପଞ୍ଚାୟତ ଅଫିସ...

ଛାତ୍ରଙ୍କୁ ମାଡ଼ ଘଟଣା ,ସହକାରୀ ଶିକ୍ଷକ ନିଲମ୍ବିତ

ଦିଗପହଣ୍ଡି,୩ା୨(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ନୋଡାଲ ପ୍ରାଥମିକ ବିଦ୍ୟାଳୟ ସହକାରୀ ଶିକ୍ଷକ ବିରେଣି କୁମାର ସାହୁଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ଦିଗପହଣ୍ଡି ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ...

ରାଜଧାନୀରେ ନକଲି ଘିଅ କାରଖାନା ଠାବ

ଭୁବନେଶ୍ୱର (ବ୍ୟୁରୋ)/ପୁରୁଣା ଭୁବନେଶ୍ୱର, ୧୩।୧(ଡି.ଏନ୍‌.ଏ.): ଭେଜାଲ ଖାଦ୍ୟ ସାମଗ୍ରୀ କାରଖାନା ଏବେ ସାରା ରାଜ୍ୟରେ କାୟା ବିସ୍ତାର କରିଚାଲିଛି। କେଉଁଠି ନକଲି ମସଲା ତ ଆଉ...

ବିପୁଳ ପରିମାଣର ବିଦେଶୀ ମଦ ଜବତ: ୨ ବ୍ୟବସାୟୀ କୋର୍ଟ ଚାଲାଣ

ଠାକୁରମୁଣ୍ଡା,୨୨।୧୧(ଡି.ଏନ୍‌.ଏ.): ଅବକାରୀ ବିଭାଗ ଦାରା ଶୁକ୍ରବାର ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅବକାରୀ ଥାନା ଅନ୍ତର୍ଗତ ଠାକୁରମୁଣ୍ଡା ଓ ଚମ୍ପାଝର ବଜାର ଅଞ୍ଚଳରୁ ବିପୁଳ ପରିମାଣର ଚୋରା...

ବିରୋଧୀଙ୍କ ଅନୁପସ୍ଥିତିରେ ଏସ୍‌ସି ଏସ୍‌ଟି ବିଭାଗ ଖର୍ଚ୍ଚ ଦାବି ଗୃହୀତ

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ବିଧାନସଭାରେ ସୋମବାର ଅନୁସୂଚିତ ଜାତି ଓ ଜନଜାତି (ଏସ୍‌ସିଏସ୍‌ଟି) ଉନ୍ନୟନ ବିଭାଗ ୨୦୧୯-୨୦ ଆର୍ଥିକବର୍ଷ ପାଇଁ ଖର୍ଚ୍ଚ ଦାବି ଗୃହୀତ କରିଛନ୍ତି। ବାରମ୍ବାର...

ବାଲେଶ୍ୱରରୁ ଚାଲି ଚାଲି ଛତିଶଗଡ଼ ଯାଉଛନ୍ତି ୨୫ ଶ୍ରମିକ: ଅଛନ୍ତି ଛୋଟ ପିଲା, ମହିଳା

ଚୌଦ୍ୱାର,୧୨।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲାର ବିଭିନ୍ନ ଇଟାଭାଟିରେ କାମ କରୁଥିବା ୨୫ ଶ୍ରମିକ ଚାଲିଚାଲି ଛତିଶଗଡ଼ ଯାଉଛନ୍ତି। ପ୍ରାୟ ଏକ ସପ୍ତାହ ହେବ ସେମାନେ ବାଲେଶ୍ବରରୁ ବାହାରି...

ବଦଳି ଦାବିକୁ ଛାତ୍ରୀଛାତ୍ରଙ୍କ ବିରୋଧ

ରସୁଲପୁର,୧୮।୧୨(ଡି.ଏନ.ଏ.): ରସୁଲପୁର ବ୍ଲକ ନଠୁଆବର ପଞ୍ଚାୟତ ଆଦାମପୁରସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀଙ୍କ ବଦଳିକୁ ନେଇ ବିବାଦ ସୃଷ୍ଟି ହୋଇଛି। ଶୁକ୍ରବାର କେତେଜଣ...

ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଗ୍ରାମବାସୀ ମୁହାଁମୁହିଁ

ପାରଳାଖେମୁଣ୍ଡି,୧୮ା୨(ଡି.ଏନ୍‌.ଏ.):ଆନ୍ଧ୍ର ଓଡ଼ିଶାର ଜଳ, ଜମି ଓ ଜଙ୍ଗଲ ଉପରେ ଲୋଲୁପ ଦୃଷ୍ଟି ପକାଇବା ସହ କେବେ ସରକାରୀ କଳ ତ ଆଉ କେବେ ନିର୍ବାଚିତ ପ୍ରତିନିଧିଙ୍କୁ...

Advertisement
Archives

Model This Week