ମାର୍ଚ୍ଚରେ ପଡିବ ହାତଗଣ୍ଠି!

ମୁମ୍ବାଇ: ଦୀର୍ଘ ଦିନର ସମ୍ପର୍କ ପରେ ଏକାଠି ହେବାକୁ ଯାଉଛନ୍ତି ରିଚା ଚଢା ଏବଂ ଅଲି ଫଜଲ। ଏବେ ସେ ବିବାହ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ୨୦୨୦ ମସିହାରେ ଏପ୍ରିଲରେ ସେମାନଙ୍କ ବିବାହ ବିଷୟରେ ଆଲୋଚନା ହୋଇଥିଲା। ବର୍ତ୍ତମାନ ଦୁହିଁଙ୍କ ବିବାହକୁ ନେଇ ଏକ ନୂଆ ଖବର ଶୁଣିବାକୁ ମିଳିଛି । ରିଚା ଏବଂ ଅଲି ସେମାନଙ୍କର ଆଗାମୀ ପ୍ରୋଜେକ୍ଟର ଶୁଟିଂ ସମୟରେ ଦୁହିଁଙ୍କର ହାତ ଗଣ୍ଠି ପଡିବ ।
ତାଙ୍କର ବିବାହ ଆସନ୍ତା ମାସରେ ଅର୍ଥାତ୍‌ ମାର୍ଚ୍ଚରେ ହେବ ବୋଲି କୁହାଯାଉଛି । ଯାହାକୁ ନେଇ ଏବେ ଖୁବ୍‌ ଚର୍ଚ୍ଚା ଚାଲିଛି । ରିଚା ଏବଂ ଅଲିଙ୍କ ଫିଲ୍ମ ‘ଫୁକରେ’ର ଶୁଟିଂ ଦିଲ୍ଲୀରେ କରାଯିବ। ଏହି ସମୟରେ ଚାଲିଥିବା ଶୁଟିଂରୁ ବ୍ରେକ୍‌ ନେବା ପରେ ବିବାହ ବନ୍ଧନରେ ବାନ୍ଧି ହୋଇ ଏକାଠି କାମକୁ ଫେରିବେ ।
ନିକଟରେ ଏକ ସାକ୍ଷାତକାରରେ ଅଲି ତାଙ୍କ ବିବାହ ବିଷୟରେ ସୂଚନା ଦେଇଥିଲେ। ସେ କହିଥିଲେ, ଯେ ଗତ ୨ ବର୍ଷ ସମସ୍ତଙ୍କ ପାଇଁ ଖରାପରେ କଟିଛି । ତେଣୁ ଆମେ ବିବାହକୁ ସ୍ଥଗିତ କରିଥିଲୁ । କାହିଁକି ନା କରୋନା ଯୋଗୁଁ ଏହା ବିଳମ୍ବ ହେଇଛି, ତେବେ ଫେବୃଆରୀ କିମ୍ବା ମାର୍ଚ୍ଚରେ ଯୋଜନା କରାଯାଉଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ସାତ୍ତ୍ୱିକ-ଚିରାଗ ଫାଇନାଲରେ

ବ୍ୟାଙ୍କକ୍‌,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ…

କ୍ରିକେଟ ଖେଳୁଥିବା ବେଳେ ଯୁବକଙ୍କ ଉପରେ ହେଲା ବଜ୍ରପାତ: ଟଳିପଡ଼ିଲେ…

ମୋହନା,୧୬।୫(ମନ୍ମଥ ମିଶ୍ର ):  ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାଘମାରି ପଞ୍ଚାୟତ ଶୁଲୁବା ଗାଁ ରେ ଅଘଟଣ ଘଟିଛି।  ଗାଁ ନିକଟସ୍ଥ ଏକ ପଡିଆରେ ବୟନ୍ତ…

ସନ୍ତରଣରେ ପ୍ରତିଭା ଦେଖାଇଲେ ଛାତ୍ରୀଛାତ୍ର

ରାଉରକେଲା,୧୫।୫(ବିପ୍ଳବ ରଞ୍ଜନ ଦାଶ): ନବଗଠିତ ଜିଲା ସୁଇମିଂ ଆସୋସିଏଶନ ପକ୍ଷରୁ ବିର୍ସାମୁଣ୍ଡା ଆଥଲେଟିକ ସୁଇମିଂ ପୁଲ୍‌ରେ ଜିଲାସ୍ତରୀୟ ସନ୍ତରଣ ପ୍ରତିଯୋଗିତା ସଫଳତାର ସହ ଆୟୋଜିତ ହୋଇଯାଇଛି। ବିଭିନ୍ନ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି।…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

ଶକ୍ତି ସଙ୍କଟକୁ ନେଇ ବଡ଼ ଚେତାବନୀ ଦେଲେ ମୋଦି

ଆମଷ୍ଟରଡମ,୧୬।୫: ନେଦରଲ୍ୟାଣ୍ଡସର ହେଗରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱକୁ ଶକ୍ତି ସଙ୍କଟ ବିଷୟରେ ସତର୍କ କରାଇ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଥିଲେ…

Video: ପଡ଼ିଆରେ ଏହି କ୍ରିକେଟରଙ୍କ ମୁଣ୍ଡରେ ଲାଗିଲା ଶକ୍ତ ଆଘାତ

ଇସଲାମାବାଦ,୧୫।୬: ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଶନିବାର (୧୬ ମଇ) ଠାରୁ ଆରମ୍ଭ ହୋଇଛି। ସିଲହଟରେ ଖେଳାଯାଉଥିବା ଏହି ମ୍ୟାଚର ପ୍ରଥମ ଦିନରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri