ରାଜକୁମାରୀ ଭଳି ସଜେଇ ହେବେ ରିଚା, ୧୭୫ ବର୍ଷ ପୁରୁଣା ଜୁଏଲାରୀ ପ୍ରସ୍ତୁତ କରୁଛି ଗହଣା

ବମ୍ବେ: ବି-ଟାଉନ୍‌ରେ ଏବେ ଅଭିନେତ୍ରୀ ଋଚା ଚଢ୍ଢା ଏବଂ ଅଭିନେତା ଅଲି ଫଜଲଙ୍କ ବିବାହକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉନାହିଁ। ବିବାହ ତାରିଖ ଘୋଷଣା ହେବା ସହ କାର୍ଯ୍ୟକ୍ରମଗୁଡ଼ିକଲାଗି ଅତିଥି ନିମନ୍ତ୍ରଣ ସରିଲାଣି। ଉଭୟଙ୍କର ପ୍ରିଓ୍ବେଡିଂ ଫଙ୍କସନ ସେପ୍ଟେମ୍ବର ୩୦ରୁ ଆରମ୍ଭ ହୋଇଯିବ। ଏସବୁରେ ରିଚା ରାଜକୁମାରୀ ଭଳି ସଜେଇ ହେବାକୁ ଇଚ୍ଛା ରଖିଛନ୍ତି। ଫଳରେ ତାଙ୍କ ନିମନ୍ତେ ସ୍ବତନ୍ତ୍ର ଭାବେ ପାରମ୍ପରିକ ଗହଣା ନିର୍ମାଣ କରାଯାଉଛି। ବିକାନେରର ୧୭୫ ବର୍ଷ ପୁରୁଣା ଗହଣା ଦୋକାନୀଙ୍କ ନିକଟରେ ରିଚାଙ୍କ ଗହଣା ନିର୍ମାଣ କରାଯାଉଛି। ଦିଲ୍ଲୀରେ ତିନି ଦିନିଆ କାର୍ଯ୍ୟକ୍ରମ ପରେ ମୁମ୍ବାଇରେ ଉଭୟ ବିବାହ କରିବେ। ଅକ୍ଟୋବର ୬ରେ ଏହି ବିବାହ ଅନୁଷ୍ଠିତ ହେବାକୁ ଥିବା ବେଳେ ଅକ୍ଟୋବର ୭ରେ ରିସେପ୍ସନର ଆୟୋଜନ କରାଯିବ। ଏଥିରେ ସାଥି କଳାକାରଙ୍କଠାରୁ ଆରମ୍ଭ କରି ବଲିଉଡ ଏବଂ ରାଜନୀତି ସହ ଜଡ଼ିତ ଲୋକ ସାମିଲ ହେବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମୁମ୍ବାଇ ଆସିବେ ବ୍ରିଟିଶ ଯୁବରାଜ ଓ୍ବିଲିୟମ୍‌

ଲଣ୍ଡନ,୧୬ା୧୧(ପି.ଟି.): ବ୍ରିଟିଶ ଯୁବରାଜ ଓ୍ବିଲିୟମ ୨୦୨୬ ଆର୍ଥଶଟ୍‌ ପ୍ରାଇଜ୍‌ ପାଇଁ ଯୁବରାଣୀ କେଟ୍‌ ମିଡିଲଟନ୍‌ଙ୍କ ସହ ସୋମବାର ମୁମ୍ବାଇ ଆସିବେ। ମଙ୍ଗଳବାର ସେମାନେ ନୂଆଦିଲ୍ଲୀ ଯାଇ ବୁଧବାର…

ପାକ୍‌ ଲିଙ୍କ୍‌ ଥିବା ୨ ଅଭିଯୁକ୍ତ ପଞ୍ଜାବରୁ ଗିରଫ

ଚଣ୍ଡିଗଡ଼,୧୬ା୧୧: ରାଜସ୍ଥାନର ଶ୍ରୀଗଙ୍ଗାନଗର ରେଳଲାଇନରେ ବିସ୍ଫୋରଣ ସହ ସମ୍ପୃକ୍ତି ନେଇ ଜଣେ ମହିଳାଙ୍କ ସହ ୨ ଜଣଙ୍କୁ ପଞ୍ଜାବରୁ ଗିରଫ କରାଯାଇଛି। ରାଜସ୍ଥାନ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌…

ଦିଲ୍ଲୀରେ ଚାଞ୍ଚଲ୍ୟ: ଟ୍ରାଏଲ୍‌ ରୁମ୍‌ରେ ମହିଳା କର୍ମଚାରୀଙ୍କୁ ଗଳାକାଟି ହତ୍ୟା

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ଏକ ପୋଷାକ ଶୋ’ରୁମ୍‌ରେ କାମ କରୁଥିବା ଜଣେ ୧୮ ବର୍ଷୀୟା କର୍ମଚାରୀଙ୍କୁ ଟ୍ରାଏଲ୍‌ ରୁମ୍‌ରେ ଗଳାକାଟି ହତ୍ୟା କରାଯାଇଛି। ବ୍ୟକ୍ତିଗତ ସମ୍ପର୍କରେ ଫାଟ ଏବଂ…

ଏହି ୪ଟି ରାଶି ପାଇଁ ଆଗକୁ ରହିଛି କଠିନ ସମୟ, ସତର୍କ ନ ରହିଲେ ବଡ଼ ବିପଦ…

୧୬ ନଭେମ୍ବର ୨୦୨୬ରେ ସୂର୍ଯ୍ୟଦେବ ବିଛା ରାଶିକୁ ପ୍ରବେଶ କରିବେ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗୋଚରର ପ୍ରଭାବ କିଛି ରାଶିର ଜାତକଙ୍କ ଜୀବନରେ ପଡ଼ିପାରେ। ବିଶେଷକରି…

ଅତି ଖରାପ ସ୍ଥିତିରେ ଦିଲ୍ଲୀ ବାୟୁ ଗୁଣବତ୍ତା, ଘେରି ରହୁଛି ଧୂଳି, ଧୂଆଁର ଘନ ଆସ୍ତରଣ

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ରବିବାର ସକାଳେ ଅଧିକାଂଶ ପର୍ଯ୍ୟବେକ୍ଷଣ କେନ୍ଦ୍ରରେ ଅତି ଖରାପ ଦର୍ଶାଇଥିବା ବେଳେ ୭ଟିରେ ଗମ୍ଭୀର ସ୍ଥିତି ଦର୍ଶାଇଛି। ମୋଟାମୋଟି…

ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ: ଏକାଠି ହେଲେ କନ୍ଧମାଳ,ଗଜପତିର ଆଦିବାସୀ ସମାଜ

ବ୍ରାହ୍ମଣୀଗାଁ,୧୫।୧୧(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଶିବ ମନ୍ଦିର ପଡ଼ିଆରେ ରବିବାର ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।…

ଗୁଣପୁରରେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ

ଗୁଣପୁର,୧୫।୧୧(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ କଲୋନୀରେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ମିଳିଥିବା ସୂଚନା…

କେରଳ ହାଇକୋର୍ଟଙ୍କ ବଡ଼ ପ୍ରସ୍ତାବ, କିଶୋର ବୟସର ସୀମା ୧୮ରୁ ୧୬ ବର୍ଷକୁ ହ୍ରାସ….

କୋଚି,୧୫ା୧୧: ନାବାଳକ ବୟସ ସୀମାକୁ ନେଇ ବଡ଼ କଥା କହିଛନ୍ତି କେରଳ ହାଇକୋର୍ଟ । ଅପରାଧର ବଦଳୁଥିବା ସ୍ବରୂପ ଏବଂ ପିଲାମାନଙ୍କଠାରେ ଦେଖାଯାଉଥିବା ପରିପକ୍ୱତାକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?