କ୍ଷମା ମାଗିଲେ ରିଚା

ଅଭିନେତ୍ରୀ ରିଚା ଚଢା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ରହିଛନ୍ତି। ସେ ପ୍ରାୟତଃ ବିଭିନ୍ନ ପ୍ରସଙ୍ଗରେ ସ୍ବର ଉତ୍ତୋଳନ କରନ୍ତି। ଏଥିପାଇଁ ସେ ଅଧିକାଂଶ ସମୟରେ ସେ ଟ୍ରୋଲ୍‌ର ଶିକାର ହୋଇଥାନ୍ତି। ନିକଟରେ ସେନା ସମ୍ପର୍କରେ ଏକ ଟୁଇଟ କରି ଫସି ଯାଇଛନ୍ତି। ସେ ସେନାକୁ ଅପମାନିତ କରିଥିବା ଅଭିଯୋଗ ହୋଇଛି। ଏହା ପରେ ରିଚା ଏଥିପାଇଁ କ୍ଷମା ମାଗିଛନ୍ତି।
ଉତ୍ତର ସେନା କମାଣ୍ଡର ଲେଫ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ମଙ୍ଗଳବାର ପାକିସ୍ତାନ ଅଧିକୃତ କଶ୍ମୀରକୁ ଫେରାଇ ଆଣିବାକୁ ଭାରତୀୟ ସେନା ପ୍ରସ୍ତୁତ ଅଛି। ଏହି ବିବୃତ୍ତିକୁ ଉଦ୍ଧୃତ କରି ରିଚା ଟୁଇଟରରେ ଲେଖିଛନ୍ତି, ଗଲୱାନ ହାୟ କହୁଛି। ଏହା ପରେ ଭାଜପା ନେତା ମନଜିନ୍ଦର ସିଂ ସିରସା ଟୁଇଟ୍‌ କରି କହିଛନ୍ତି, ଏହା ଏକ ଅପମାନଜନକ ଟୁଇଟ। ଏହାକୁ ଶୀଘ୍ର ପ୍ରତ୍ୟାହାର କରାଯିବା ଉଚିତ, ଆମର ସଶସ୍ତ୍ର ବାହିନୀକୁ ଅପମାନ କରିବା ଠିକ ନୁହେଁ।
ଏହା ପରେ କ୍ଷମା ମାଗି ରିଚା ଲେଖିଛନ୍ତି, ମୋର ଉଦ୍ଦେଶ୍ୟ କାହାକୁ ଆଘାତ ଦେବା ନୁହେଁ। ଯଦି ମୋର ତିନୋଟି ଶବ୍ଦ ଦ୍ୱାରା କେହି ଆଘାତ ପାଇଛନ୍ତି, ତେବେ ମୁଁ କ୍ଷମା ମାଗୁଛି।
୨୦୨୦ରେ ଗଲୱାନ ରେ ଭାରତ ଏବଂ ଚାଇନା ମଧ୍ୟରେ ଏକ ହିଂସାତ୍ମକ ସଂଘର୍ଷ ହୋଇଥିଲା। ଏଥିରେ ୨୦ ଜଣ ଭାରତୀୟ ସୈନିକ ଶହୀଦ ହୋଇଥିଲେ। ଏହା ପରେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କ ଅତ୍ୟନ୍ତ ତିକ୍ତ ହୋଇଗଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri