ରିଚା ଘୋଷ୍‌ଙ୍କୁ ମିଳିଲା ସବୁଠୁ ବଡ଼ ସମ୍ମାନ

କୋଲ୍‌କାତା,୮ା୧୧- ବିଶ୍ୱକପ୍‌ ବିଜୟୀ ଭାରତୀୟ ମହିଳା ଦଳର ଉଇକେଟ୍‌କିପର ବ୍ୟାଟର ରିଚା ଘୋଷ୍‌ଙ୍କୁ ଶନିବାର ଇଡେନ୍‌ ଗାର୍ଡେନ୍ସଠାରେ ଆୟୋଜିତ ଏକ ସମାରୋହରେ ସମ୍ବର୍ଦ୍ଧିତ କରାଯାଇଛି। ତାଙ୍କୁ ପଶ୍ଚିମବଙ୍ଗ ସରକାରଙ୍କ ପକ୍ଷରୁ ରାଜ୍ୟର ସବୁଠୁ ବଡ଼ ସମ୍ମାନ ବଙ୍ଗ ଭୂଷଣ ପୁରସ୍କାର ଦିଆଯିବା ସହ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଅଫ୍‌ ପୋଲିସ(ଡିଏସ୍‌ପି) ଭାବେ ନିଯୁକ୍ତ କରାଯାଇଛି।ଏଥିସହ ତାଙ୍କୁ ଏକ ସୁନାହାର ମଧ୍ୟ ଦିଆଯାଇଛି।

ଏହି ସମାରୋହର ଆୟୋଜନ କରିଥିବା କ୍ରିକେଟ୍‌ ଆସୋସିଏଶନ ଅଫ୍‌ ବେଙ୍ଗଲ(ସିଏବି) ପକ୍ଷରୁ ରିଚାଙ୍କୁ ୩୪ ଲକ୍ଷ ଟଙ୍କାର ପୁରସ୍କାର ରାଶି ଦିଆଯାଇଛି। ରିଚା ପଶ୍ଚିମବଙ୍ଗର ପ୍ରଥମ ଖେଳାଳି ଭାବେ ବିଶ୍ୱକପ୍‌ ଜିତିଛନ୍ତି। ତାଙ୍କ ପୂର୍ବରୁ ସୌରଭ ଗାଙ୍ଗୁଲି ୨୦୦୩ ବିଶ୍ୱକପ୍‌ ଫାଇନାଲରେ ଅଷ୍ଟ୍ରେଲିଆଠାରୁ ପରାସ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri