ଭାରତ-ନ୍ୟୁଜିଲାଣ୍ଡ ସେମିଫାଇନାଲ ମ୍ୟାଚ୍ ପରିଚାଳନା କରିବେ ଏହି ଦୁଇ ଅମ୍ପାୟାର, ଘୋଷଣା କଲା ଆଇସିସି

ନୂଆଦିଲ୍ଲୀ, ୧୩।୧୧: ଚଳିତ ଦିନିକିଆ କ୍ରିକେଟ ବିଶ୍ୱକପ ସେମିଫାଇନାଲ ମୁକାବିଲା ପରିଚାଳନା କରିବାକୁ ଥିବା ପାଇଁ ଅମ୍ପାୟାରଙ୍କ ନାମ ଘୋଷଣା କରିଛି ଆଇସିସି। ରଡ ଟକର ଏବଂ ରିଚାର୍ଡ ଇଲିଙ୍ଗୱର୍ଥ ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ହେବାକୁ ଥିବା ପ୍ରଥମ ସେମିଫାଇନାଲ ମ୍ୟାଚ୍ ପରିଚାଳନା କରିବେ। ସେହିଭଳି ନିତିନ ମେନନ ଏବଂ ରିଚାର୍ଡ କେଟଲବୋରୋ ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ଖେଳିବାକୁ ଥିବା ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍ ପରିଚାଳନା କରିବେ।

ଭାରତ ଲିଗ୍ ପର୍ଯ୍ୟାୟରେ ଅପରାଜେୟ ରହିଛି। ଆସନ୍ତା ନଭେମ୍ବର ୧୫ ତାରିଖରେ ମୁମ୍ବାଇରେ ନ୍ୟଜିଲାଣ୍ଡ ବିପକ୍ଷରେ ପ୍ରଥମ ସେମିଫାଇନାଲ ମ୍ୟାଚ ଖେଳିବ ଏବଂ ଦ୍ୱିତୀୟ ସେମିଫାଇନାଲ ନଭେମ୍ବର ୧୬ ତାରିଖରେ ଖେଳାଯିବ।

ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୧୯ ବିଶ୍ୱକପ୍ ସେମିଫାଇନାଲରେ ଇଲିଙ୍ଗୱର୍ଥ ମଧ୍ୟ ଅନ୍-ଫିଲ୍ଡ ଅମ୍ପାୟାର ଥିଲେ ଯାହାକୁ ନ୍ୟୁଜିଲ୍ୟାଣ୍ଡ ଓଲ୍ଡ ଟ୍ରାଫର୍ଡରେ ବର୍ଷା ବାଧାପ୍ରାପ୍ତ ମ୍ୟାଚରେ ୧୮ ରନରେ ଜିତିଥିବାବେଳେ ଟକର୍ ତୃତୀୟ ଅମ୍ପାୟାର୍ ଥିଲେ। ତେବେ ଭାରତ ବନାମ ନ୍ୟୁଜିଲ୍ୟାଣ୍ଡ ମୁକାବିଲାରେ ଟକର୍ ତାଙ୍କର ୧୦୦ ତମ ଦିନିକିଆରେ ଅମ୍ପାୟାରିଂ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

ODI ବ୍ୟାଟ୍ସମ୍ୟାନଙ୍କ ଟପ-୧୦ରେ ସାମିଲ ହେଲେ କେଏଲ ରାହୁଲ, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ ଅଛନ୍ତି

ନୂଆଦିଲ୍ଲୀ,୭।୧୦: ODI କ୍ରିକେଟରେ ଭାରତୀୟ ବ୍ୟାଟରମାନଙ୍କର ପ୍ରାଧାନ୍ୟ ପୁଣିଥରେ ସ୍ପଷ୍ଟ ହୋଇଛି। ସାମ୍ପ୍ରତିକ ICC ରାଙ୍କିଙ୍ଗରେ, କେ.ଏଲ. ରାହୁଲ ଏକ ବଡ଼ ଧରଣର ଅଗ୍ରଗତି କରି ଶ୍ରେଷ୍ଠ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

କୋହଲିଙ୍କୁ କ୍ଷତି, ମାଲାମାଲ ହେଲେ ଗିଲ୍‌: ଆଗକୁ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୭।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦିନିକିଆ ସିରିଜ ଶେଷ ହେବା ପରେ ଆଇସିସି ପକ୍ଷରୁ ନୂଆ ଦିନିକିଆ ରାଙ୍କିଙ୍ଗ ଜାରି କରାଯାଇଛି। ଏହି ରାଙ୍କିଙ୍ଗରେ ଭାରତୀୟ…

‘ମୋତେ ଏବେ ହିଁ ନିଦ ଲାଗୁଛି…’, ପ୍ରଥମ ମ୍ୟାଚ ଜିତିବା ପରେ କାହିଁକି ଏମିତି କହିଲେ ଶ୍ରେୟସ ଆୟର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ ପରେ ଶ୍ରେୟସ ଆୟର କହିଥିଲେ ଯେ ସେ ଏକ ଶତକ ହାସଲ କରିବାକୁ ସ୍ବପ୍ନ ଦେଖୁଥିଲେ ଏବଂ ସେହି…

ଟେଷ୍ଟ, ଦିନିକିଆ, ଟି-୨୦ ତିନୋଟିଯାକ ଫର୍ମାଟରେ ଶତକ ହାସଲ କରି ଏମିତି ଯୋଗ୍ୟତା ଅର୍ଜନ କଲେ ଏହି ଭାରତୀୟ ଖେଳାଳି, ଛୁଟୁଛି ପ୍ରଶଂସା

ନୂଆଦିଲ୍ଲୀ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଅଧିନାୟକ ଶ୍ରେୟସ ଆୟର ଇତିହାସ ସୃଷ୍ଟି କରିଛନ୍ତି। ଆନ୍ତର୍ଜାତୀୟ କ୍ରିକେଟର ତିନୋଟିଯାକ ଫର୍ମାଟରେ ଶତକ ହାସଲ କରିବାରେ…

‘ଇତିହାସ ସର୍ବଦା…’: ଅଜିତ ଅଗରକରଙ୍କୁ ବିଦାୟ ଜଣାଇ ଏମିତି କ’ଣ କହିଲେ ଗୌତମ ଗମ୍ଭୀର, ଓଦା ହୋଇଯାଉଛି ଆଖି!

ନୂଆଦୀଲ୍ଲୀ,୭।୧୦: ଗୌତମ ଗମ୍ଭୀର ଅଜିତ ଅଗରକରଙ୍କ ପାଇଁ ଏକ ଭାବପୂର୍ଣ୍ଣ ବିଦାୟକାଳୀନ ବାର୍ତ୍ତା ଲେଖିଛନ୍ତି, ଯିଏ ନିକଟରେ ମୁଖ୍ୟ ଚୟନକର୍ତ୍ତା (Chief Selector) ଭାବରେ ନିଜର କାର୍ଯ୍ୟକାଳ…

ପରସ୍ପର ସହ ଆଖି ମିଳାଇଲେ ନାହିଁ ସ୍ମୃତି ମନ୍ଧାନା-ହରମନପ୍ରୀତ କୌର ; ଡ୍ରେସିଂ ରୁମର ପରିବେଶକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ମଙ୍ଗଳବାର ଭାରତୀୟ ମହିଳା କ୍ରିକେଟ ଦଳରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖିବାକୁ ମିଳିଥିଲା। ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦରୁ ଓହରି ଯାଇଥିଲେ ଏବଂ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?